ପ୍ରଥମ କ୍ୟାବିନେଟ ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ୨ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ନୂଆ ଭାଜପା ସରକାର ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଯୋଜନା ଲାଗୁ କରିବ। ପ୍ରଥମ କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏହା ଘୋଷଣା କରିଛନ୍ତି। ଏଥିସହିତ ପୂର୍ବର ଆପ୍ ସରକାର ବିଳମ୍ବିତ କରିଥିବା ୧୪ଟି ସିଏଜି…
୪ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହସ୍ତାନ୍ତର କଲା ହମାସ୍
ତେଲ୍ ଆଭିଭ୍,୨୦।୨: ଗାଜାର ଶାସକ ହମାସ୍ ଗୁରୁବାର ୪ଜଣ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହନ୍ତାନ୍ତର କରିଛି। ୨୦୨୩ ଅକ୍ଟୋବର ୭ରେ ହମାସ୍ ଆତଙ୍କବାଦୀମାନେ ଇସ୍ରାଏଲ୍ ଉପରେ ଅଚାନକ ଆକ୍ରମଣ କରି ସେମାନଙ୍କ ସହ ୨୫୦ ଜଣଙ୍କୁ ପଣବନ୍ଦୀ କରିନେଇଥିଲେ। ହନ୍ତାନ୍ତର ହୋଇଥିବା…
ଜୋର୍ ଧରିଲା ବ୍ଲକ୍ ଘୋଷଣା ଦାବି: ଏକାଠି ହେଲେ ୭ ପଞ୍ଚାୟତବାସୀ
ରାୟଗଡ଼ା,୨୦।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ୍ ଅନ୍ତର୍ଗତ ଜେମାଦେଈପେଣ୍ଠକୁ ସ୍ବତନ୍ତ୍ର ବ୍ଲକ୍ ମାନ୍ୟତା ଦାବିରେ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୁରୁବାର ଜିଲାପାଳ ପାରୁଲ ପଟୱାରିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ୭ଟି ପଞ୍ଚାୟତର ସମସ୍ତ ଗ୍ରାମବାସୀ ଦସ୍ତଖତ କରିିଛନ୍ତି। ଏହି…
ଲାଞ୍ଜିଗଡ ବ୍ଳକରେ ୮ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୧୧୦୦ ଛାତ୍ରୀଛାତ୍ର
ଲାଞ୍ଜିଗଡ, ୨୦।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଶୁକ୍ରବାର ମାଟ୍ରିକ ପରୀକ୍ଷା ଦେବେ ୧୧୦୦ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେଇ ମାର୍ଚ୍ଚ ୬ ତାରିଖରେ ସରିବ I…
୪ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହସ୍ତାନ୍ତର କଲା ହମାସ୍
ତେଲ୍ ଆଭିଭ୍,୨୦।୨: ଗାଜାର ଶାସକ ହମାସ୍ ଗୁରୁବାର ୪ ଜଣ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହନ୍ତାନ୍ତର କରିଛି। ୨୦୨୩ ଅକ୍ଟୋବର ୭ରେ ହମାସ୍ ଆତଙ୍କବାଦୀମାନେ ଇସ୍ରାଏଲ୍ ଉପରେ ଅଚାନକ ଆକ୍ରମଣ କରି ସେମାନଙ୍କ ସହ ୨୫୦ ଜଣଙ୍କୁ ପଣବନ୍ଦୀ କରିନେଇଥିଲେ। ହନ୍ତାନ୍ତର…
ଦିଲ୍ଲୀ ସରକାରରେ ବିଭାଗ ବଣ୍ଟନ: ଅର୍ଥ ବିଭାଗ ନିଜ ପାଖରେ ରଖିଲେ ରେଖା
ନୂଆଦିଲ୍ଲୀ,୨୦।୨: ଭାଜପା ବିଧାୟିକା ରେଖା ଗୁପ୍ତା ଦିଲ୍ଲୀର ୯ମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିବା ସହ ସଚିବାଳୟ ଯାଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଥିସହ ଦିଲ୍ଲୀରେ ରେଖା ସରକାର ଆରମ୍ଭ ହୋଇଛି। ୨୬ ବର୍ଷରୁ ଊର୍ଦ୍ଧ୍ୱ ସମୟ ବ୍ୟବଧାନ…
ଝିଅର ସିନ୍ଦୂର ପୋଛିଦେଲେ ବାପା: ଜ୍ୱାଇଁଙ୍କୁ ପିଟି ମାରିଦେଲେ
ଟିକିରି,୨୦।୨(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଟିକିରି ଥାନା ଅନ୍ତର୍ଗତ ମୁଣ୍ଡାଗାଁଠାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଙ୍କ ଠେଙ୍ଗାମାଡ଼ରେ ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଦ୍ୟା ଝୋଡ଼ିଆ (୨୦)। ଟିକିରି ପୋଲିସ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ୨ଟି ବଡ଼ ନିଷ୍ପତ୍ତି: ଦିଲ୍ଲୀରେ ଲାଗୁ ହେବ…
ନୂଆଦିଲ୍ଲୀ,୨୦।୨: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ରେଖା ଗୁପ୍ତାଙ୍କ ବଡ଼ ଆକ୍ସନ ନେଇଛନ୍ତି। ପ୍ରଥମ କ୍ୟାବିନେଟ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ ୨ଟି ବଡ଼ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା।ଏନେଇ କ୍ୟାବିନେଟ ବୈଠକରେ ମଞ୍ଜୁରୀ ଦିଆଯାଇଛି।…
ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା, ଅଭିଯୁକ୍ତଙ୍କୁ ନିସ୍ତୁକ ପିଟିଲେ ଗାମବାସୀ
କାଲିମେଳା,୨୦।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଛି l ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଅଟକ ରଖି ପୋଲିସରେ ଜିମା ଦେଇଛନ୍ତି। ମିଳିଥିବା…
Champions Trophy 2025: ଗିଲ୍ଙ୍କ ଜବରଦସ୍ତ ଶତକ: ବାଂଲାଦେଶକୁ ପରାସ୍ତ କଲା ଭାରତ
ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…
ଟାର୍ଗେଟରେ ଥିଲେ ଯବାନ: ବିସ୍ଫୋରକ ସହ ଧରାପଡ଼ିଲେ ମାଓବାଦୀ
ମାଲକାନଗିରି,୨୦ା୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍ମା ଜିଲା ପୋଲିସ ବିସ୍ଫୋରକ ସାମଗ୍ରୀ ସହ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମୁଚାକି ଦେବା । ମାଓବାଦୀଙ୍କ ଉପସ୍ଥିତି ଖବର ପାଇ କୋଣ୍ଟା ପୋଲିସ ଓ ମୁରଲିଗୁଡା କ୍ୟାମ୍ପ ସିଆରପିଏଫ ଯବାନମାନେ ବେଲପୋଛା…
ଓଟିଟି ପ୍ଲାଟ୍ଫର୍ମ ପାଇଁ ଆସିଲା କେନ୍ଦ୍ରର ନୂଆ ଆଡଭାଇଜରି: କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୦।୨: ସୋସିିଆଲ ମିଡିଆରେ ଅଶ୍ଳୀଳ ମଜାକ୍ ବିବାଦକୁ ନେଇ କେନ୍ଦ୍ର ସରକାର ଓଭର ଦି ଟପ୍ (ଓଟିଟି) ପ୍ଲାଟ୍ଫର୍ମଗୁଡ଼ିକ ଉପରେ କଟକଣା ଜାରି କରିଛନ୍ତି। ଆଇନ ଦ୍ୱାରା ନିଷିଦ୍ଧ ହୋଇଥିବା ବିଷୟବସ୍ତୁ ପ୍ରସାରଣ ନ କରିବା ପାଇଁ ଉକ୍ତ ପ୍ଲାଟ୍ଫର୍ମଗୁଡ଼ିକୁ ଚେତାବନୀ…
Archives


