ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ
ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା ମାତ୍ର ଅଧଘଣ୍ଟା ଧରି ଏଭଳି ବର୍ଷା ହୋଇଥିଲା। ତେବେ ଦାରିଙ୍ଗବାଡି ଅଞ୍ଚଳରେ କଳାବୈଶାଖୀ…
ମୋଦି-ଟ୍ରମ୍ପଙ୍କ ଫୋନ କଲ୍ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ
ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା ଅପେକ୍ଷା, ଉଭୟଙ୍କ ମଧ୍ୟରେ ସମ୍ପର୍କ ହେଉଛି ଏଲନ ମସ୍କ। ଏକ ରିପୋର୍ଟ ଦାବି…
ବାଇକ୍ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…
ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ ସ୍ଥାନରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକଦ୍ବୟ ହେଲେ…
ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ
କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମରାମତି କାର୍ଯ୍ୟ ହୋଇପାରି ନାହିଁ। ଉକ୍ତ ରାସ୍ତା ଦେଇ…
ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…
ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼ ଇସ୍ପାତ କାରଖାନାକୁ ଟାର୍ଗେଟ କରିଥିଲା। ଇରାନୀ ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଏହି…
ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ
ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ ଝଡ ତୋଫାନ ସହିତ ପ୍ରବଳ ବର୍ଷା ହୋଇଥିଲା । ଫଳରେ ବିଭିନ୍ନ ସ୍ଥାନରେ…
ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର
ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଫସଲରେ ରୋଗପୋକ ଉପଦ୍ରବ, ଅଦିନିଆ ବର୍ଷା, କରାମାଡରେ…
ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ
ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜିଲା କମାଣ୍ଡାଣ୍ଟଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ଚିଠି ସଂଖ୍ୟା ୧୬୫/ଏଚଜିଏସ୍, ତାରିଖ ୨୬ା୩ା୨୦୨୬…
ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ
ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧ ଲକ୍ଷ ଶିଶୁ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ ଘଟିଥିବା ଏକ ନୂଆ ବୈଶ୍ୱିକ ବିଶ୍ଳେଷଣରୁ…
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ ଭାରତର ଘରୋଇ ଇଲୋକ୍ଟ୍ରୋନିକ ବଜାର ପ୍ରଭାବିତ ହେବାକୁ ଯାଉଛି । ଯାହାଫଳରେ ବହୁ…
ଚଳନ୍ତା ଟ୍ରେନ୍ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…
ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ ମୁଣ୍ଡା। ତାଙ୍କ ଗୋଡ଼ ଏବଂ ପିଠିରେ ଗଭୀର ଆଘାତ ଲାଗିଛି l ବିକ୍ରମ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ ଏହାର ଏକ ବିପରୀତ ଚିତ୍ର ଦେଖିବାକୁ ମିଳିଛି। ସୁନ୍ଦରଗଡ଼ ସହରର ଅମଲିପାଲି ବାଏପାସ…
Archives


