୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!
ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର ଅଧ୍ୟକ୍ଷ ଅଭୟ ସିହ୍ନା ଶୁକ୍ରବାର ଦିନ ଏହି ସୂଚନା ଦେଇଛନ୍ତି। ଏହି ଚଳଚ୍ଚିତ୍ରଟି…
ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର
ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ ମେଢ଼ ଭସାଣି ବେଳେ ନଦୀକୁ ଯାଇଥିବା ୧୦ ଜଣ ସାଙ୍ଗଙ୍କ ମଧ୍ୟରୁ ଜଣେ…
ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…
ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ ଅଞ୍ଚଳରେ ରହୁଥିବା ଜୟନ୍ତୀ ସାହୁଙ୍କ ପରିବାର ମଧ୍ୟରେ ବୁଧବାର ରାତିରେ କୌଣସି କଥାକୁ…
ଜୈବ ବିବିଧତା ସୁରକ୍ଷା ନେଇ…
ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ସହ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ…
ନବନିର୍ମିତ ପ୍ରଶାସନିକ ଗୃହ ଉଦ୍ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ
କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ନବନିର୍ମିତ ଏହି ପ୍ରଶାସନିକ ଗୃହ ୫୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ…
ବ୍ୟାଙ୍କର ୩ ସ୍କାଏଲାଇଟ୍ ଭାଙ୍ଗି ପଶିଥିଲେ: ୪ ଗିରଫ
କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏ ନେଇ ପୋଲିସ ପକ୍ଷରୁ…
କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ
କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା ସମେତ ବିଭିନ୍ନ ଯୋଗାଣ ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଲୋକଙ୍କୁ ଅସୁବିଧା ଭୋଗିବାକୁ ପଡ଼ୁଥିଲା।…
IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ
ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ ଅନୁଷ୍ଠିତ ହେବ, ତଥାପି ଏହାର ନିଲାମ ପ୍ରକ୍ରିୟା ଚଳିତ ବର୍ଷ ନଭେମ୍ବର କିମ୍ବା…
୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ
ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍ଡିଆର ବିଲ୍ ପ୍ରତ୍ୟାହାର ଦାବିରେ ଏମ୍ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ ରଣନୀତି ପ୍ରସ୍ତୁତ ହୋଇଛି । ଓଡ଼ିଶାର ଖଣିଜ ସମ୍ପଦର ଲାଭ ରାଜ୍ୟବାସୀ, ଆଦିବାସୀ…
ବସ୍ଷ୍ଟାଣ୍ଡରୁ ବାଘ ଛାଲ ଜବତ
ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ରତଙ୍ଗ ଗାଁର ଉତ୍ତମ ମାଝୀ। କେସ୍ ନଂ. ୪୩/୨୬ ଅଧିକ…
ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ
ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ ପ୍ରତିମା ସ୍ଥାପନ କରିଥିଲେ ଏବଂ ସେବେଠାରୁ ‘ବାପ୍ପା’ଙ୍କ ପୂଜାର୍ଚ୍ଚନାରେ ବ୍ୟସ୍ତ ଅଛନ୍ତି। ଏହି…
ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…
ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ ‘ଖୁବ ଶୀଘ୍ର ଆସୁଛି। ମୁଁ ଏଥିରେ ସାମିଲ ଅଛି’ (Coming soon. I’m…

