ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!
ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ। ଶନିଙ୍କ ରାଶିରେ ଗ୍ରହଣ ଏକ ଅନନ୍ୟ ଗ୍ରହ ସଂଯୋଜନ ସୃଷ୍ଟି କରୁଛି। କୁମ୍ଭରେ…
କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ
ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା ଯେତେବେଳେ ବିମାନର ପାଇଲଟ ବିମାନ ଟ୍ରାଫିକ ନିୟନ୍ତ୍ରଣକୁ ଏକ ହୃଦୟବିଦାରକ ଶେଷ ବାର୍ତ୍ତା…
ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…
ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ ବାଙ୍କଲେଡି ଗ୍ରାମର ବାହେଲୀ ଗୌଡ଼ (୬୦)। ବାହେଲି…
ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…
ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍ ଷ୍ଟାର୍ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି ସରଗରମ ରହିଛି। ଏହି ବିବାଦ ମଧ୍ୟରେ, ଗୋଟିଏ ନାମ ବାରମ୍ୱାର ସାମ୍ନାକୁ ଆସିଛି:…
ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ
ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ କାଲାବୁରାଗିର କଂଗ୍ରେସ ବିଧାୟକଙ୍କ ଘନିଷ୍ଠ ସହଯୋଗୀ ମତିନ ପଟେଲଙ୍କୁ ଭିଡିଓରେ ପିସ୍ତଲ ଏବଂ…
ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍ କରି ଦେଲେ ହାଇକୋର୍ଟ
ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି। କୋର୍ଟ ତାଙ୍କ ବୟସ, ଦୀର୍ଘ କାରାଦଣ୍ଡ ଏବଂ ଜେଲରେ ସଂସ୍କାର ପ୍ରୟାସକୁ ବିଚାର…
‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ ହେବ। ସିନେମା ଘରେ ବନ୍ଦେ ମାତରମ ପାଇଁ ଠିଆ ହେବା…
ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ
ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି ଦେଇଛନ୍ତି। ବୁଧବାର ସକାଳେ ମର୍ନିଂଓ୍ବାକ୍ କରୁଥିବା କିଛି ଲୋକ ଏହାକୁ ଦେଖିବାକୁ ପାଇଥିଲେ।…
ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ
ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୁବ୍ରତ ପ୍ରାୟ ୨.୩୮…
ମ୍ୟାଚ ସମୟରେ ହ୍ୟାଣ୍ଡସେକ୍ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ ନିଷ୍ପତ୍ତି ନେଇଥିଲା, କିନ୍ତୁ ପରେ ପିସିବି ଆଇସିସି ସହିତ ଏକ ବୈଠକରେ ତାଙ୍କ…
ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ
ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଅଗରପଡା ଥାନାରେ ଆଡିଆ ଗ୍ରାମରେ l ମଙ୍ଗଳବାର…
ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ
ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ । ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ସୁନା ରୂପା ଓ ଟଙ୍କା ଲୁଟିନେଇଛନ୍ତି।…
Archives


