Home Left

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା ଏବଂ ଅଳଙ୍କାର ଲୁଟିବା ଅଭିଯୋଗ ହୋଇଛି। ଅଭିଯୋଗକାରୀମାନେ ମହାରାଷ୍ଟ୍ର ଏବଂ ପ୍ରୟାଗରାଜର। ସେମାନେ…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ ଧାରଣା ଦିଆଯାଉଛି। ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।…

ଓଲଟା ସୂର୍ଯ୍ୟପରାଗ… ଆଶ୍ଚର୍ଯ୍ୟ ହୋଇଗଲେ ବୈଜ୍ଞାନିକ! କହିଲେ ଅଗଷ୍ଟ ୧୨ରେ ଭାରତରେ ଘଟିବ…

ଅଗଷ୍ଟ ୧୨ ରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଲାଗୁଛି। କିନ୍ତୁ ଆପଣ ଜାଣନ୍ତି କି ଏହି ସୂର୍ଯ୍ୟପରାଗ ଗୋଟିଏ ବ୍ୟାକୱାର୍ଡ ସୋଲାର ଏକ୍ଲିପ୍ସ (Backward Solar Eclipse) ଅର୍ଥାତ୍ ଓଲଟା ସୂର୍ଯ୍ୟପରାଗ ହେବ? ଆସନ୍ତୁ ଜାଣିବା ବ୍ୟାକୱାର୍ଡ ସୋଲାର ଏକ୍ଲିପ୍ସ କ’ଣ। ଲାଇଭ୍…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ କେବଳ ମନୋରଞ୍ଜନ ନୁହେଁ ବରଂ ପୁରୁଣା ବିବାଦ ଏବଂ ଅକଥିତ କାହାଣୀକୁ ମଧ୍ୟ…

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ । କିନ୍ତୁ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହାର ପ୍ରଭାବ ୧୨ ରାଶି ଉପରେ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଡମ କର୍ଲାଖୁଣ୍ଟା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ Gen Zଙ୍କୁ ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କ ଠାରୁ କୌଣସି ପ୍ରମାଣପତ୍ରର…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର ଲୋକମାନଙ୍କୁ ପାରମ୍ପରିକ କୁକୁର ମାଂସ ସୁପ୍‌ ପିଇବାକୁ କିମ୍‌ ଜୋଙ୍ଗ୍‌ ଉନ୍‌ ନିର୍ଦ୍ଦେଶ…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି। ଏଭଳି ଏକ ଘଟଣା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବୋରପଦର ଗ୍ରାମପଞ୍ଚାୟତର…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ତାଙ୍କ ମାଆ ସୋନିଆ ଗାନ୍ଧୀଙ୍କ ପୋଷା କୁକୁର…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ ବୋଲିଂ କରିବ। ଏହି ଅଭ୍ୟାସ ମ୍ୟାଚର ପ୍ରଥମ ଦିନରେ ଶୁବମନ ଗିଲ ଖେଳିବେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ। ପ୍ରଦର୍ଶନର ସୂଚନା ପାଇବା ମାତ୍ରେ ଦିଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଧୁ-ସନ୍ଥଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?