Home Left

ଇନ୍‌ଷ୍ଟାଗ୍ରାମରେ ସମସ୍ତଙ୍କୁ ଅନ୍‌ଫୋଲୋ କଲେ ଅପୂର୍ବା, ଜାଣନ୍ତୁ କାହିଁକି…

ମୁମ୍ବାଇ,୨୦।୨: ୟୁଟ୍ୟୁବ୍‌ ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଲାଟେଣ୍ଟ’ରେ ବିଭିନ୍ନ ଅଶ୍ଳୀଳ ମନ୍ତବ୍ୟ ଦେଇ ପୋଲିସ ସ୍କାନରରେ ଥିବା ସୋସିଆଲ ମିଡ଼ିଆ ଇନ୍‌ଫ୍ଲୁଏନ୍ସର ଅପୂର୍ବା ମୁଖିଜା ଗୁରୁବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରୁ ସମସ୍ତଙ୍କୁ ଅନ୍‌ଫୋଲୋ କରିଦେଇଛନ୍ତି।…

ନୂଆ ବିଡ଼ିଓଙ୍କୁ ଭେଟିଲେ ବ୍ଲକ ବିଜେଡି କର୍ମକର୍ତ୍ତା, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ନେଇ କଲେ ଆଲୋଚନା

ବାଲିଗୁଡା,୨୦।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଶୁଭ୍ରାଞ୍ଜଳି ପ୍ରଧାନ ନୂତନ ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। କ.ନୂଆଗାଁ ବ୍ଲକ ଅଧକ୍ଷା ସୁଲୋଚନା ଦଳବେହେରା ଓ ଜିଲାପରିଷଦ ସଦସ୍ୟା ଅନିତା ମଲିକଙ୍କ ନେତୃତ୍ୱରେ ବ୍ଲକର…

ବଡ଼ କୀର୍ତ୍ତିମାନ ହାସଲ କଲେ ରୋହିତ ଶର୍ମା: ଚତୁର୍ଥ ଭାରତୀୟ ବ୍ୟାଟସମ୍ୟାନ ଭାବେ…

ଦୁବାଇ,୨୦।୨: ରୋହିତ ଶର୍ମା ଦିନିକିଆ କ୍ରିକେଟ ଇତିହାସରେ ୧୧,୦୦୦ ରନ ପୂରଣ କରିଛନ୍ତି। ବାଂଲାଦେଶ ବିପକ୍ଷରେ ଚାମ୍ପିଅନ୍ସ ଟ୍ରଫି ମ୍ୟାଚ ରାହିତ ତାଙ୍କ କ୍ୟାରିୟରରେ ୧୦,୯୮୮ ରନ କରିଥିଲେ। ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ଇନିଂସରେ ମାତ୍ର ୧୨ ରନ କରି…

ଦୁଇ ବର୍ଷ ହେଲା ରାସ୍ତା ସମ୍ପ୍ରସାରଣ କାମ ବନ୍ଦ: ଟ୍ରାଫିକ ସମସ୍ୟା ସାଙ୍ଗକୁ ରାସ୍ତାରେ ଭାସୁଛି ନର୍ଦ୍ଦମା ପାଣି

ଲାଞ୍ଜିଗଡ଼,୨୦।୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସହର ମୁଖ୍ୟ ରାସ୍ତାଟି ଅଣଓସାରିଆ ହୋଇ ରହିଛି। ଏହାକୁ ନେଇ ବାରମ୍ବାର ଟ୍ରାଫିକ ସମସ୍ୟା ଦେଖା ଦେଇଥିବାବେଳେ ସହର ରାସ୍ତା ସମ୍ପ୍ରସାରଣ ନେଇ ଜିଲାପାଳଙ୍କୁ ଭେଟି ଏକ ଲିଖିତ…

KIIT କାଣ୍ଡ ପ୍ରତିବାଦରେ ପୋଲିସ-ବଜରଙ୍ଗ କର୍ମୀ ଧସ୍ତାଧସ୍ତି

ଭୁବନେଶ୍ୱର,୨୦।୨: KIIT କ୍ୟାମ୍ପସ୍‌ରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିିବାଦରେ KIIT ଗେଟ୍‌ ସମ୍ମୁଖରେ ଗୁରୁବାର ସନ୍ଧ୍ୟାରେ ବଜରଙ୍ଗ ଦଳର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କର୍ମୀମାନେ ‘ଛାତ୍ରୀଛାତ୍ରଙ୍କ ଉପରେ ଗୁଣ୍ଡାରାଜ ଚଳିବ ନାହିଁ’ ଲେଖାଥିବା ପ୍ଲାକାର୍ଡ ଦେଖାଇ ବିକ୍ଷୋଭ ପ୍ରଦର୍ଶନ…

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଲେ ମୋହନ ମାଝୀ

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଗୁରୁବାର ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ଭାଜପା…

Apple ୟୁଜର୍ସଙ୍କୁ ବଡ଼ ଝଟକା: iPhone 16e ଲଞ୍ଚ୍‌ ପରେ କମ୍ପାନୀ ବନ୍ଦ କଲା ଏହି ଆଇଫୋନ, ଲିଷ୍ଟ ଦେଖନ୍ତୁ…

ନୂଆଦିଲ୍ଲୀ,୨୦।୨: ଅଗ୍ରଣୀ ଟେକ୍‌ କମ୍ପାନୀ ଆପଲ ଏହାର ସୁଲଭ ମୂଲ୍ୟର ଆଇଫୋନ ୧୬ଇ ଲଞ୍ଚ୍‌ କରିଛି। ଏହି ନୂତନ ଫୋନ ଲଞ୍ଚ କରିବା ପରେ, କମ୍ପାନୀ ଆନୁଷ୍ଠାନିକ ଭାବରେ ଏହାର 3ଟି ଡିଭାଇସ ବନ୍ଦ କରିଦେଇଛି। ଏହି ତାଲିକାରେ ଆଇଫୋନ ଏସ୍‌ଇ,…

ଭୁବନେଶ୍ୱର ବିମାନବନ୍ଦରକୁ ଖୁବ୍‌ଶୀଘ୍ର ମିଳିବ ନୂତନ ଟର୍ମିନାଲ, ରହିବ ଅତ୍ୟାଧୁନିକ ସୁବିଧା

ଭୁବନେଶ୍ୱର, ୨୦।୨: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବ୍‌ଶୀଘ୍ର ଏକ ନୂଆ ରୂପରେ ଦେଖିବାକୁ ମିଳିବ। ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ ପରେ ତୃତୀୟ ଟର୍ମିନାଲ ଆରମ୍ଭ କରିବାର ଯୋଜନା ରହିଛି। ଏହି ବିକାଶ ବିମାନବନ୍ଦରର କ୍ଷମତା ଏବଂ ଦକ୍ଷତାକୁ ଯଥେଷ୍ଟ ବୃଦ୍ଧି…

KIIT କାଣ୍ଡ: ଅଚ୍ୟୁତ ସାମନ୍ତଙ୍କୁ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୨: KIIT ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ  ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ…

ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ମ୍ୟାଚରେ ଇତିହାସ ରଚିଲେ ମହମ୍ମଦ ଶାମି

ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ମ୍ୟାଚରେ ବାଂଲାଦେଶ ବିପକ୍ଷରେ ମହମ୍ମଦ ଶାମି ଇତିହାସ ରଚିଛନ୍ତି। ସେ ଜାକେର ଅଲିଙ୍କ ରୂପରେ ତାଙ୍କର ୨୦୦ତମ ଦିନିକିଆ ଉଇକେଟ ପୂରଣ କରିଥିଲେ। ସେ ମିଚେଲ ଷ୍ଟାର୍କଙ୍କ ପରେ ଦ୍ୱିତୀୟ ବୋଲର ଭାବରେ ଦିନିକିଆ ଫର୍ମାଟରେ…

ହସୁଛି ବିଲାତି, କାନ୍ଦୁଛି ଚାଷୀ, କିଲୋ ଦୁଇ ଟଙ୍କାରେ ହଉଛି ବିକ୍ରି

କେନ୍ଦୁଝର,୨୦ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶୀତଳ ଭଣ୍ଡାର ଅଭାବରୁ ବିଲାତି ଚାଷୀ ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହେଉଛନ୍ତି। ପ୍ରତ୍ୟେକ ବର୍ଷ ଚାଷୀମାନେ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଥିଲେ ହେଁ କାୈଣସି ପ୍ରତିକାର କରାଯାଉନଥିବାରୁ ଚାଷୀ ମାନେ ଚିନ୍ତାରେ ରହିଛନ୍ତି। ବଜାରରେ…

ମାଇଗ୍ରେନ୍‌ ସମସ୍ୟା ଅଛି କି? ଏହି ସବୁ ଖାଦ୍ୟକୁ କରନ୍ତୁ Avoid, ନଚେତ୍‌…

ଯେଉଁମାନଙ୍କର ଜୀବନଶୈଳୀ ଭଲ। ଏହା ସହିତ ଯେଉଁମାନଙ୍କର ମାଇଗ୍ରେନ୍‌ର ଫ୍ୟାମିଲି ହିଷ୍ଟ୍ରି ନାହିଁ। ଏପରି ଲୋକଙ୍କର ମାଇଗ୍ରେନ୍‌ ହେବାର ପ୍ରାୟ କୌଣସି ସମସ୍ୟା ନାହିଁ। ସାଇଲେଣ୍ଟ ମାଇଗ୍ରେନ ହେଉଛି ଏକ ମାଇଗ୍ରେନ୍‌ ଯେଉଁଥିରେ କୌଣସି ମୁଣ୍ଡବିନ୍ଧା ହୁଏ ନାହିଁ। ତେବେ ଆସନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri