IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ ବୋଲିଂ କରିବ। ଏହି ଅଭ୍ୟାସ ମ୍ୟାଚର ପ୍ରଥମ ଦିନରେ ଶୁବମନ ଗିଲ ଖେଳିବେ…
ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ। ପ୍ରଦର୍ଶନର ସୂଚନା ପାଇବା ମାତ୍ରେ ଦିଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଧୁ-ସନ୍ଥଙ୍କ ସମେତ…
ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍କାଉଣ୍ଟ, କରନ୍ତୁ ନାହିଁ ମିସ୍
ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍ରେ ନୂଆ ଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ସେଲ୍ ଆରମ୍ଭ ହେବା ପୂର୍ବରୁ ହିଁ ଅନେକ ପ୍ରିମିୟମ ଓ…
ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…
ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି। ନିଖୋଜ ମାଛ ଧରାଳି ନିକଟସ୍ଥ ବରକନ୍ଧା ଗ୍ରାମର ଚକ୍ରଧର ବେହେରା(୬୯)। ଖବର…
ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ
ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ ହାର୍ଦ୍ଦିକଙ୍କୁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କରାଯାଇଥିଲା। ସେତେବେଳେ ତାଙ୍କୁ ୫ ଥର ଦଳକୁ…
ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…
ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ ଇନ୍ଧନ ଯୋଗାଣ ପ୍ରଭାବିତ ହୋଇଥିବାବେଳେ ବାଂଲାଦେଶରେ ମଧ୍ୟ ଇନ୍ଧନ ଅଭାବ ଦେଖାଦେଇଛି। ବାଂଲାଦେଶ…
ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…
ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି ଉଦ୍ୟମ ଘଟିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। କିଛି ଦୁର୍ବୃତ୍ତ…
ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍ କରି କହିଲେ…
ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ ତାଙ୍କ ଶେଷକୃତ୍ୟ ପାଇଁ ପହଞ୍ଚି ନ ଥିଲେ। ଜଣେ ପିତା ତାଙ୍କ ଝିଅମାନଙ୍କୁ…
ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ
ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ଶୁକ୍ରବାର ଘୋଷଣା କରାଯାଇଛି ନୂଆଖାଇଁ ଲଗ୍ନ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ…
ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ
ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ଥର ଏହି ଦିବସକୁ ବଡ଼ ଧୂମଧାମରେ ପାଳନ…
CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା
ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି, ଯାହାର ପ୍ରସ୍ତାବ ମୋଦି କ୍ୟାବିନେଟରେ ଅନୁମୋଦିତ ହୋଇଛି। ଏହି ଯୋଜନାର ନାମ…
ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ
ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ ଖ୍ୟାତି ଅର୍ଜନ କରିଥିବା ଏହି ଜିଲାର ବୀରମହାରାଜପୁର ଉପଖଣ୍ଡ ଆଜି ବି ବାନ୍ଧକଳାର…

