ଆରଏସ୍ଏସ୍ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା
ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ ଏଭଳି ପ୍ରସଙ୍ଗ ଉଠାଇ ହିନ୍ଦୁମାନଙ୍କର ନେତା ହୋଇପାରିବେ। ବର୍ତ୍ତମାନ ଜଗତ ଗୁରୁ ସ୍ବାମୀ ରାମଭଦ୍ରାଚାର୍ଯ୍ୟ…
ସାଧାରଣତନ୍ତ୍ର ଦିବସ ପରେଡ୍ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍ ଆଦ୍ମୀ ପାର୍ଟି (ଆପ୍)ର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍ରିଓ୍ବାଲ ସମାଲୋଚନା କରିଛନ୍ତି। ରାଜ୍ୟ ପ୍ରଜ୍ଞାପନ ମେଢ଼କୁ ନେଇ ଭାଜପା…
ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା
ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି ଏକପ୍ରକାର ଅଣନିଃଶ୍ୱାସୀ ହେଉଛନ୍ତି। ବଡ଼ କଥା ହେଲା, ଟ୍ରାଫିକ୍ ଛକ ନିକଟରେ ଲେଫ୍ଟ ଫ୍ରି’…
କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍ ଲାଇନ୍ରୁ ମିଳିଲା ମୃତଦେହ
ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍ରେ କଟି ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ପରଜଙ୍ଗ ଥାନା ଡିହଡୋଳ…
୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍: ମାଡ଼ିବସିଲା ବନ ବିଭାଗ
ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ ଧରାପଡିଛନ୍ତି ଏକ ଗ୍ୟାଙ୍ଗ। ବଜ୍ରକାପ୍ତା ଚୋରା ଚାଲାଣ ହେଉଥିବା ନେଇ ଟିଟିଲାଗଡ଼ ବନାଞ୍ଚଳ ଅଧିକାରୀ…
ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା
ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସାକ୍ଷୀ ଦେଇପାରନ୍ତି। ବୋଥ୍ରା ଉକ୍ତ ଘଟଣାର ସମସ୍ତ ଭିଡିଓ ଡିସ୍ପ୍ଲେ କରିପାରନ୍ତି…
ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର
ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାର ବିଜୁ ଜନତା ଦଳ ପକ୍ଷରୁ କ୍ଷତିପୂରଣ ଓ ବିଭିନ୍ନ…
ଭାରତକୁ ମିଳିଗଲା ଲେଡି ଜାହିର ଖାନ୍! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର
ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି, ଯାହାର କାର୍ଯ୍ୟ ଭାରତର କିମ୍ବଦନ୍ତୀ ବୋଲର ଜହିର ଖାନଙ୍କ ସହିତ ସମାନ। ଏହି ଝିଅଟିର…
ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…
ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ, ଅବକାରୀ ଟିମ୍ ଚଢ଼ାଉ କରିଥିଲା। ବ୍ରାଉନସୁଗାର ଜବତ କରିଥିବା ଅବକାରୀ ଟିମ୍ କହୁଥିବା ବେଳେ…
ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ
ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ ଯୋଗ ଦେଇନଥିଲେ। ଯଦିଓ ଇଭାଙ୍କା ଏହା ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ବହୁତ କାମ…
ମ୍ୟାଚ୍ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍
ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା। ପିଙ୍କ୍ ଡେ’ରେ ଖେଳାଯାଇଥିବା ଏହି ମ୍ୟାଚରେ ପାକିସ୍ତାନ ପ୍ରଥମ ଥର ପାଇଁ ନିଜ ମାଟିରେ…
କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍ କଲେ ଭାଙ୍ଗିବେ ମହାରେକର୍ଡ
ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା। ପର୍ଥରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ବିରାଟ ଶତକ ହାସଲ କରିଥିଲେ କିନ୍ତୁ ଆଡିଲେଡରେ…
Archives


