Home Left

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ ବିଏମ୍‌ସି କାର୍ଯ୍ୟାଳୟ ସମେତ ଭୁବନେଶ୍ୱର-ଉତ୍ତର, ଦକ୍ଷିଣପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ଜୋନ୍‌ରେ ଏବେ ଭିଡ଼…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ କାମୁଡ଼ାରେ ମାଆ ଓ ୭ ବର୍ଷର ପୁଅଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ,…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା ପାଟଣାଗଡ଼ ସହକାରୀ ସମିତି ସହକାରୀ ନିବନ୍ଧକ (ARCS) ସର୍କଲ ଅଧୀନ ସୁନାମୁଦି PACS…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା ଚାଲିଛି। ରାଜ୍ୟ ସରକାର ବରିଷ୍ଠତା ଓ ଅଭିଜ୍ଞତା ଦୃଷ୍ଟିରୁ ପାଖାପାଖି ୧୧ ଆଇପିଏସ…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ ସମାଜକୁ ‘କକ୍‌ରୋଚ୍‌’ ବୋଲି କରିଥିବା ତାଚ୍ଛଲ୍ୟରୁ ଏହି ବ୍ୟଙ୍ଗାମତ୍କ ନାମଟି ଚାଲିଆସିଲା। ଅଭିଜିତ୍‌…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ ଥାନାରେ କାର୍ଯ୍ୟରତ ଥିଲେ । ଏଠିକାର ଫାଣ୍ତିଧିକାରୀ ପଦୋନ୍ନତି ପାଇବାରୁ ଏହା ଖାଲିପଡିଥିଲା…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର ସୂର୍ଯ୍ୟ ରେଡ୍ଡୀ ଏବଂ ରଘୁନାଥ ରେଡ୍ଡୀଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରିଛି।…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା ନ ମିଳିବାରୁ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା ଜଣାପଡିଛି। ବାର୍ଦ୍ଧକ୍ୟ ଭତ୍ତା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା। ସରକାରୀ, ଘରୋଇ ବସ୍‌ଷ୍ଟାଣ୍ଡ, ବିଭିନ୍ନ ଶିକ୍ଷାନୁଷ୍ଠାନ ସମେତ ବିଭିନ୍ନ କାର୍ଯ୍ୟାଳୟ ପରିସରରେ ଅନୁରୂପ…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର ମରାମତି ବଦଳରେ ସେହି କଲଭର୍ଟ ଉପରେ କିଛି କ୍ରଶର ଗୁଣ୍ଡ ପକାଯାଇଛି। ଏପରି…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ, ସିଜିନାଲ କର୍ମଚାରୀ ଓ ବନ୍ଧେଇ ଶ୍ରମିକମାନଙ୍କ ପାଇଁ ୫ ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?