KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା
ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ ଦେଶକୁ ନିନ୍ଦା କରାଯାଉଛି। ଘଟରାକୁ ନେଇ ପ୍ରତିବାଦ କରିବା ସମୟରେ ବିଶ୍ୱବିଦ୍ୟାଳୟ କର୍ମଚାରୀଙ୍କ ଅସଭ୍ୟ…
୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ
ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ ହୋଇଯାଇଛି। ଦିଗପହଣ୍ଡି ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ,…
ଏଲନ୍ ମସ୍କ କେବଳ ଜଣେ କର୍ମଚାରୀ… Tesla CEOଙ୍କୁ ନେଇ ଏ କ’ଣ କହିଦେଲା ହ୍ବାଇଟ୍ ହାଉସ୍
ଓ୍ବାଶିଂଟନ,୧୮।୨: ଟେସ୍ଲାର ସିଇଓ ଏଲନ ମସ୍କଙ୍କୁ ନେଇ ହ୍ବାଇଟ୍ ହାଉସ୍ ପକ୍ଷରୁ ବଡ଼ ବୟାନ ଦିଆଯାଇଛି। ପୂର୍ବରୁ ଟ୍ରମ୍ପ କେବଳ ରାଷ୍ଟ୍ରପତିଙ୍କ ଚୌକିରେ ବସିଛନ୍ତି, ପ୍ରକୃତ ଶକ୍ତି ଏବଂ ନିଷ୍ପତ୍ତି ନେବାର ଅଧିକାର ମସ୍କଙ୍କ ପାଖରେ ଥିବା ରିପୋର୍ଟ ସାମ୍ନାକୁ ଆସିଥିଲା।…
ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ
ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ମୋଟ ୩୦ଲିଟର ବେଆଇନ ମହୁଲି ମଦକୁ ଜବତ କରିଛି।…
ସାନଖେମୁଣ୍ଡି ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ଦିଗପହଣ୍ଡି, ୧୮।୨ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡ଼ଙ୍ଗପୁର ସ୍ଥିତ ସାନଖେମୁଣ୍ଡି ଉଚ୍ଚ ବିଦ୍ୟାଳୟ ପରିସର ରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି ।ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀଙ୍କ ଅଧ୍ୟକ୍ଷତାରେ…
ଭାରତର ଚକ୍ରବ୍ୟୁହ, ଆଉ ପାକିସ୍ତାନକୁ ମିଳିବ ନାହିଁ ମୁସଲିମ୍ ଦେଶମାନଙ୍କର ସମର୍ଥନ!
ମସ୍କଟ,୧୮।୨: ଓମାନର ରାଜଧାନୀ ମସ୍କଟରେ ଭାରତ ମହାସାଗର ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଭାରତ ମହାସାଗର ଅଞ୍ଚଳର ବୈଦେଶିକ ମନ୍ତ୍ରୀଙ୍କ ସମେତ ୬୦ ଟି ଦେଶର ପ୍ରତିନିଧି ଅଂଶଗ୍ରହଣ କରିଥିଲେ। ଏକ ମୁସଲିମ ଦେଶରେ ଆୟୋଜିତ ଏହି ସମ୍ମିଳନୀରେ ଅନେକ ଇସଲାମିକ୍…
ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ
ଭୁବନେଶ୍ୱର,୧୮।୨: କିଟ୍ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନାହିଁ। KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ…
Team Indiaରେ ସୁଯୋଗ ମିଳୁନାହିଁ ବୋଲି ପୃଥ୍ବୀଙ୍କ ଭଳି ବଡ଼ ନିଷ୍ପତ୍ତି ନେଲେ ଶାର୍ଦ୍ଦୁଳ, ଏଣିକି…
ନୂଆଦିଲ୍ଲୀ,୧୮।୨: ଭାରତର ଷ୍ଟାର ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର ବହୁତ ଦିନ ଧରି ଟିମ୍ ଇଣ୍ଡିଆରୁ ବାହାରେ ଅଛନ୍ତି। ସେ ୧ ବର୍ଷରୁ ଅଧିକ ସମୟ ଧରି କୌଣସି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳି ନାହାନ୍ତି। ତଥାପି ସେ ନିରନ୍ତର ଭାବେ ଘରୋଇ କ୍ରିକେଟରେ…
Champions Trophy 2025: ଟିମ୍ ଇଣ୍ଡିଆରେ ଆଉ ଏକ ବିବାଦ, ଗୌତମ ଗମ୍ଭୀରଙ୍କ ଉପରେ ଋଷଭ ପନ୍ତ ଖପ୍ପା? ଚମକାଇବ କାରଣ…
ନୂଆଦିଲ୍ଲୀ,୧୮।୨: ଟିମ୍ ଇଣ୍ଡିଆରେ ମୁଣ୍ଡ ଟେକିଛି ନୂଆ ବିବାଦ। ଗୌତମ ଗମ୍ଭୀର ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ହେବା ଦିନଠାରୁ, ସେ ଦଳର ବିଜୟ ଅପେକ୍ଷା ବିବାଦ ଯୋଗୁ ଅଧିକ ଖବର ଶିରୋନାମାରେ ରହିଆସୁଛନ୍ତି। ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ସମାନ ବିବାଦ…
KIIT ଛାତ୍ରୀ ମୃତ୍ୟୁ ଘଟଣା: ମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କ ବଡ଼ ବୟାନ, କାହାକୁ ଛଡାଯିବନି…
ଭୁବନେଶ୍ୱର,୧୮।୨: KIIT student death ଘଟଣା ଏବେ କେବଳ ଓଡ଼ିଶାରେ ନୁହେଁ ସାରା ଦେଶରେ ଚହଳ ପକେଇଛି। ଘଟଣାକ୍ରମ ଯେପରି ବଢୁଛି କିଟ୍ ସେତିକି ବିବାଦୀୟ ହୋଇପଡିଛି। ଏହାରି ଭିତରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଣମାଧ୍ୟମରେ ବଡ଼ ବୟାନ…
Alivridleଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ: ୩ ଦିନରେ ୨ଲକ୍ଷରୁ ଅଧିକ ଅଣ୍ଡାଦାନ
ଛତ୍ରପୁର,୧୮।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଋଷିକୂଲ୍ୟା ମୁହାଣରେ Alivridleଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡମପେଟା ଗ୍ରାମଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର Alivridle କଇଁଚଙ୍କ ସମାଗମ ହୋଇଛି। ସେମାନେ ରାତିରେ ଆସି…
Credit Card: କ୍ରେଡିଟ୍ କାର୍ଡ ଉପରେ କେବେ ଏବଂ କିଭଳି ଲଗାଯାଇଥାଏ ସୁଧ? ଜାଣି ରଖନ୍ତୁ ନଚେତ ବଢ଼ିଚାଲିବ ଋଣ…
ନୂଆଦିଲ୍ଲୀ,୧୮।୨: କ୍ରେଡିଟ କାର୍ଡ ଏକ ସୁବିଧାଜନକ ପେମେଣ୍ଟ ପଦ୍ଧତି, ଯାହା ନିଶ୍ଚିତ ଭାବରେ ଆମ ଜୀବନକୁ ସହଜ କରିଛି। ଯଦି ଆପଣ ଋଣ ପରିଶୋଧ କରିବା ସମୟରେ ଦାୟିତ୍ୱର ସହ ଆପଣଙ୍କ କାର୍ଡ ବ୍ୟବହାର କରନ୍ତି ତେବେ ଏହା ଅନେକ ସୁବିଧା…
Archives


