Home Left

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ…

ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍‌ ନେଶନ ୱାନ୍‌ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍‌କୁ ଦଳ ସମର୍ଥନ କରିବ କି ବିରୋଧ କରିବ ସେ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ…

ଓଡ଼ିଶାରେ ୫୫୯ ବର୍ଗ କି.ମି. ଜଙ୍ଗଲ ବଢ଼ିଛି

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ୨୦୨୧ରୁ ୨୦୨୩ ମଧ୍ୟରେ ସାରା ଭାରତର ୧,୪୪୫ ବର୍ଗ କି.ମି. ଅଞ୍ଚଳରେ ଜଙ୍ଗଲ ବଢ଼ିଛି, ଯାହାକି ଦେଶର ମୋଟ ଭୌଗୋଳିକ କ୍ଷେତ୍ରର ୨୫.୧୭%। ଏଥିରୁ ୫୫୯ ବର୍ଗ କି.ମି. ବିସ୍ତୃତ ଅଞ୍ଚଳରେ ଓଡ଼ିଶାର ଜଙ୍ଗଲ ବୃଦ୍ଧି ପାଇଛି। ଛତିଶଗଡ଼ ଓ…

ବର୍ଷା ଧୋଇନେଲା ବର୍ଷକର ଦାନା

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ ଶନିବାର ଅପରାହ୍ନରୁ ବର୍ଷା ହ୍ରାସ ପାଇଛି ତେବେ ବିଲରେ ପାଣି ଛିଡ଼ା ହୋଇଛି। ପାଣି…

ଭୁଶୁଡ଼ିଲା ବହୁତଳ ବିଲ୍ଡିଂ: ଅନେକ ଫସିଥିବା ଆଶଙ୍କା

ଚଣ୍ଡିଗଡ଼,୨୧ା୧୨: ପଞ୍ଜାବର ମୋହାଲି ଜିଲାର ସୋହାନା ଗ୍ରାମରେ ଏକ ବହୁତଳ ବିଲ୍ଡିଂ ଶନିବାର ଭୁଶୁଡ଼ି ପଡ଼ିଛି। ଭଗ୍ନାବଶେଷ ତଳେ ଅନେକ ଫସିରହିଥିବା ଆଶଙ୍କା କରାଯାଉଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଜିଲା ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ବେଳେ…

ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ ଜଙ୍ଗଲ ଜମି ପରିମାଣ ୧,୪୪୫ ବର୍ଗ କିଲୋମିଟର ବଢ଼ିଥିବା ସରକାରଙ୍କ ସଦ୍ୟତମ ତଥ୍ୟରୁ ଜଣାପଡ଼ିଛି।…

ଧାନ କିଣାକୁ ନେଇ ଅଭିନୟ କରାଯାଉଛି: କୃଷକ କଲ୍ୟାଣ ମଞ୍ଚ

କୁନ୍ଦୁରା,୨୧ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ରେ ଚଳିତ ଖରିଫ ଋତୁରେ ଧାନମଣ୍ଡି ବିଭିନ୍ନ ସ୍ଥାନରେ ଶୁଭାରମ୍ଭ ହୋଇଥିବା ବେଳେ ମିଲର୍ସଙ୍କ ଦ୍ୱାରା ଧାନ ଉଠାଯାଉ ନ ଥିବାରୁ ବ୍ଲକ୍‌ ଆଗରେ ଚାଷୀ ଧାରଣା ଦେଇଛନ୍ତି। ଡିଏଲପିସି ବୈଠକର ଘୋଷଣା ମୁତାବକ…

ଅତୁଲ ସୁଭାଷଙ୍କର ଥିଲେ ୩ ଗର୍ଲଫ୍ରେଣ୍ଡ? ସ୍ତ୍ରୀଙ୍କ ଅଭିଯୋଗକୁ ନେଇ ଭାଇ କହିଲେ…

ବେଙ୍ଗାଲୁରୁ,୨୧।୧୨: ଅତୁଲ ସୁଭାଷଙ୍କ ମୃତ୍ୟୁ ମାମଲା ନୂଆ ନୂଆ ରୂପ ନେଉଛି। ପୋଲିସ ପଚରାଉଚରା ବେଳେ ମୃତ ଅତୁଲଙ୍କ ଚରିତ୍ର ବିରୋଧରେ ଅତୁଲ ସୁଭାଷଙ୍କ ଅଭିଯୁକ୍ତ ସ୍ତ୍ରୀ ନିକିତା ସିଙ୍ଗାଣିଆ ଗୁରୁତର ଅଭିଯୋଗ ଆଣିଥିବା ବେଳେ ଅତୁଲ ସୁଭାଷଙ୍କ ଭାଇ ନିକିତାଙ୍କ…

‘ନୂଆ କୁଏତ୍‌’ ନିର୍ମାଣ ପାଇଁ ଭାରତ ପାଖରେ ଦକ୍ଷତା ଓ ପ୍ରଯୁକ୍ତି ରହିଛି: ପ୍ରଧାନମନ୍ତ୍ରୀ ମୋଦି

କୁଏତ୍‌ ସିଟି,୨୧ା୧୨: ଦୁଇଦିନିଆ କୁଏତ୍‌ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସେଠାରେ ଅନୁଷ୍ଠିତ ‘ହାଲା ମୋଦି’ ଡାଏସ୍‌ପୋରା କାର୍ଯ୍ୟକ୍ରମରେ ପ୍ରବାସୀ ଭାରତୀୟଙ୍କୁ ଭେଟି ଆଲୋଚନା କରିଛନ୍ତି। ‘ନୂଆ କୁଏତ୍‌’ ନିର୍ମାଣ ପାଇଁ ଭାରତ ପାଖରେ ଆବଶ୍ୟକ ମାନବ ସମ୍ବଳ,…

ଜାନୁଆରୀରୁ ମିଳିବ ମାସିକିଆ ପିଡିଏସ୍‌ ରାସନ, ୨୫ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୧୨: ଖାଦ୍ୟ ସୁରକ୍ଷା ଅଧିନରେ ଥିବା ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ଠାରୁ ମାସିକିଆ ରାସନ ପ୍ରଦାନ କରାଯିବ। ଏଥି ନିମନ୍ତେ ରାଜ୍ୟ ସରକାର ସରକାରୀ ଗୋଦାମରୁ ନିର୍ଦ୍ଧାରିତ ସମୟରେ ପିଡିଏସ୍‌ ସାମଗ୍ରୀ ଉଠାଣ  ଓ ବଣ୍ଟନ ବ୍ୟବସ୍ଥା କରିବା…

୪ ଘଣ୍ଟାର ଦୂରତା, ହେଲେ ପ୍ରଧାନମନ୍ତ୍ରୀଙ୍କୁ ଏଠାକୁ ଆସିବାକୁ ଲାଗିଗଲା ୪୦ ବର୍ଷ, ଏମିତି କାହିଁକି କହିଲେ ମୋଦି

କୁଏତ ସିଟି,୨୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କୁଏତ ଗସ୍ତରେ ଅଛନ୍ତି। ଶନିବାର (ଡିସେମ୍ବର ୨୧, ୨୦୨୪)ରେ ଏକ କାର୍ଯ୍ୟକ୍ରମ ‘ହାଲା ମୋଦି’କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ଭିଡ଼କୁ ଦେଖି ସେ ଅନୁଭବ କରିଛନ୍ତି…

ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ

କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ ନାରାରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମବାସୀ ଶହୀଦ ଈଶ୍ୱରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri