Home Left

ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ

କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ ନାରାରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମବାସୀ ଶହୀଦ ଈଶ୍ୱରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।…

ଡାବୁଲୁମାହାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣେ ନାବାଳକଙ୍କ ଜୀବନ, ୨ ଗୁରୁତର

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନଂ ଜାତୀୟ ରାଜପଥର ଡାବୁଲୁମାହାଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଗୁରୁତରଙ୍କୁ…

ଅଶ୍ୱିନଙ୍କ ସନ୍ନ୍ୟାସକୁ ନେଇ ଆସିଲା ପତ୍ନୀଙ୍କ ପ୍ରଥମ ପ୍ରତିକ୍ରିୟା, ଲେଖିଲେ ପ୍ରେମ ଚିଠି…

ନୂଆଦିଲ୍ଲୀ,୨୧।୧୨: ନିକଟରେ ଟିମ ଇଣ୍ଡିଆର ମହାନ ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅଶ୍ୱିନଙ୍କ ହଠାତ ଅବସର ନିଷ୍ପତ୍ତି ଅନେକଙ୍କୁ ଚକିତ କରିଛି। ତେବେ ଦେଶ ତଥା ବିଶ୍ୱର ସମସ୍ତ ଭେଟେରାନ ତାଙ୍କୁ ଅବସର ନେଇ ଅଭିନନ୍ଦନ…

ବର୍ଷା ପାଣିରେ ବୁଡିଲା ଅମଳ ଧାନ

ଛତ୍ରପୁର,୨୧ା୧୨(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ ଗତ ୩ଦିନ ହେଲା ଅଦିନିଆ ବର୍ଷା ଲାଗି ରହିଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅନ୍ୟପକ୍ଷରେ ଅମଳ ହୋଇଥିବା ଧାନ ବର୍ଷା ପାଣିରେ ବୁଡି ରହିଛି । କେଉଁଠି ଧାନ କଟା ହୋଇନି ତ…

ହଜିଯାଇଛି କରୋନାଠାରୁ ଶହେ ଗୁଣା ମାରାତ୍ମକ ଭାଇରସ! ଚିନ୍ତାରେ ସାରା ବିଶ୍ୱ

କାନବେରା,୨୧।୧୨: ଯଦିଓ କରୋନା ଜୀବାଣୁ (କୋଭିଡ ୧୯) ବର୍ତ୍ତମାନ ଇତିହାସପାଲଟିଛି, ତଥାପି ଆଜି ବି ଏହି ମହାମାରୀକୁ ମନେ ପକାଇ ବିଶ୍ୱ ଭୟଭୀତ ହୁଏ। ଅନେକ ରିପୋର୍ଟ କହିଥିଲା ଯେଉଁଥିରେ କୁହାଯାଇଥିଲା ଯେ ଚାଇନାର ଉହାନ ସହରର ଏକ ଲ୍ୟାବରୁ ଏହି…

ଭୁଶୁଡ଼ିଲା ୬ ମହଲା କୋଠା: ଚାପି ହୋଇଗଲେ ୪, ଅନେକ ଆହତ

ଚଣ୍ଡିଗଡ଼,୨୧ା୧୨: ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପ ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍‌ ସେଣ୍ଟର ଥିଲା। ଏହାତଳୁ…

ରମ୍ଭା ପୋଲିସକୁ ବଡ଼ ସଫଳତା, ମନ୍ଦିର ଚୋରୀ ଘଟଣାର ହଟିଲା ପରଦା

ଗଞ୍ଜାମ, ୨୧ା୧୨: (ବିଦ୍ୟାଧର ସାହୁ ): ଗତ କିଛି ମାସ ତଳେ ରମ୍ଭା ଓ ଗଞ୍ଜାମ ଅଞ୍ଚଳ ଶିବ ମନ୍ଦିର ଗୁଡିକରୁ ଲୁଟ ଘଟଣାରେ ରମ୍ଭା ପୋଲିସକୁ ମିଳିଛି ବଡ଼ ସଫଳତା। ସିରିଜ ଲୁଟ ଘଟଣାର ପରଦା ହଟାଇଛି ପୋଲିସ। ଉକ୍ତ…

ପୁଣି ବିବାଦରେ ବିରାଟଙ୍କ ଲୋକପ୍ରିୟ ରେଷ୍ଟୁରାଣ୍ଟ ‘ଓ୍ବାନ୍‌ 8 କମ୍ୟୁନ୍‌’, ବଡ଼ ଅବହେଳା ଯୋଗୁ ମିଳିଲା ନୋଟିସ୍‌

ବେଙ୍ଗାଲୁରୁ,୨୧।୧୨: ଅଷ୍ଟ୍ରେଲିଆ ଖବରଦାତାଙ୍କ ସହ କଥା କଟାକଟିକୁ ନେଇ ଚର୍ଚ୍ଚାରେ ଥିବା ଭାରତୀୟ କ୍ରିକେଟର ବିରାଟ କୋହଲି ବିବାଦ ଘେରକୁ ଆସିଛନ୍ତି। ବେଙ୍ଗାଲୁରୁରେ ଥିବା ତାଙ୍କର ପ୍ରସିଦ୍ଧ ରେଷ୍ଟୁରାଣ୍ଟ ‘ଓ୍ବାନ୍‌ ୮ କମ୍ୟୁନ୍‌’କୁ ନଗର ନିଗମ ତରଫରୁ ନିୟମ ଉଲ୍ଲଂଘନ କରିବା…

ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍

ବାଲିଗୁଡ଼ା, ୨୧ା୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ଏକ ଘରୋଇ ବସ୍ ହୁତୁହୁତୁ ହୋଇ ଯାଇଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି…

ହ୍ବାଟ୍ସଆପ୍‌ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ

ପଦ୍ମପୁର,୨୧।୧୨(ପ୍ରଦୀପ୍ତ ଦାଶ): ହ୍ବାଟ୍ସଆପ୍‌ ମାଧ୍ୟମରେ ଅଶ୍ଳୀଳ ମେସେଜ୍‌ ପଠାଇବା ଜଣେ ପ୍ରାଧ୍ୟାପକଙ୍କୁ ମହଙ୍ଗା ପଡ଼ିଛି। ଏପରି ଏକ ଅଶୋଭନୀୟ ଘଟଣା ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଦେଖିବାକୁ ମିଳିଛି। ତଦନ୍ତ କମିଟି ରିପୋର୍ଟକୁ ଆଧାର କରି ଅର୍ଥନୀତି ବିଭାଗ ପ୍ରାଧ୍ୟାପକ…

୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା

ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍‌ ୨୩ ଡିସେମ୍ବରରୁ ୨୯ ଡିସେମ୍ବର ପର୍ଯ୍ୟନ୍ତ କିଛି ରାଶିର ଭାଗ୍ୟ ଚମକିବ। ଜ୍ୟୋତିଷ୍ୟବିଦ୍ୟା ଅନୁଯାୟୀ, ଏହି ସପ୍ତାହ…

ଅତୁଲ ସୁଭାଷ ସୁଇସାଇଡ ମାମଲାରେ ନୂଆ ମୋଡ, ସ୍ତ୍ରୀ କହିଲେ ମୁଁ ମୋ ବିବାହରେ ଖୁସି ଥିଲି, ମା’ଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୧୨: ବେଙ୍ଗାଲୁରୁରେ ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ମାମଲାରେ ଅନେକ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି। ଅତୁଲଙ୍କ ସ୍ତ୍ରୀ ନିକିତା ସିଙ୍ଗାଣିଆ ଉତ୍ତରପ୍ରଦେଶର ଜୈନପୁର ଫ୍ୟାମିଲି କୋର୍ଟରେ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛନ୍ତି। ସେ କହିଥିଲେ ଯେ ମୁଁ ମୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri