Home Left

ସମ୍ବଲପୁର: ୪୧ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଲେ ୧୦ ହଜାର ୭୨୨ ଛାତ୍ରୀଛାତ୍ର

ସମ୍ବଲପୁର,୧୮ା୨(ପ୍ରମୋଦ ବହିଦାର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ବାର୍ଷିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ପୂର୍ବାହ୍ନ ସାଢ଼େ ୯ଟାରେ ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରରେ ପ୍ରବେଶ…

ବଲିଉଡରେ ଏଣ୍ଟ୍ରି କରିବେ ସାନିଆ ମିର୍ଜାଙ୍କ ପୁଅ! ଏହି ଫିଲ୍ମ ମେକର ଦେଲେ…

ମୁମ୍ବାଇ,୧୮।୨: ଫରାହ ଖାନ YouTubeରେ କୁକିଂ ବ୍‌ଲଗ ତିଆରି କରନ୍ତି। ନିକଟରେ ଟେନିସ ତାରକା ସାନିଆ ମିର୍ଜାଙ୍କୁ ତାଙ୍କ ଭିଡିଓରେ ଦେଖିବାକୁ ମିଳିଥିଲା। ସାନିଆଙ୍କୁ ତାଙ୍କ ପୁଅ ଇଜାନଙ୍କ ସହିତ ଦେଖିବାକୁ ମିଳିଥିଲା। ଏହି ବ୍ଲଗରେ ସାନିଆ ଏକ କାହାଣୀ ବର୍ଣ୍ଣନା…

ବରିଷ୍ଠ ନାଗରିକ ହଡ଼ା ବଳଦ ନୁହଁନ୍ତି, ସମାଜ ଗଠନର କର୍ଣ୍ଣଧାରକ:ଆଇପିଏସ ରାକେଶ

ହାଟଡିହୀ,୧୮l୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବରିଷ୍ଠ ନାଗରିକ ପରିଷଦର କାର୍ଯ୍ୟକର୍ତ୍ତାଙ୍କୁ ନେଇ ମଙ୍ଗଳବାର ନନ୍ଦିପଦା ଥାନା ଆଇପିଏସ ଅଧିକାରୀ ରାକେଶ କୁମାର ସାହୁ ହାଟଡିହୀ ହାଇସ୍କୁଲ ଠାରେ ମଙ୍ଗଳବାର ଆୟୋଜିତ ବୈଠକରେ ସମ୍ପ୍ରତ୍ତି ସମାଜରେ ବିଭିନ୍ନ ଗୁରୁତ୍ୱପୂର୍ଣ ପ୍ରସଙ୍ଗ ବାବଦରେ…

ଗୃହରେ ଉଠିଲା କିଟ୍‌ ଝଡ଼: ବିଜେଡିକୁ ଟାର୍ଗେଟ କଲା ଭାଜପା, ‘ସେତେବେଳେ ତତ୍କାଳୀନ ମୁଖ୍ୟମନ୍ତ୍ରୀ’….

ଭୁବନେଶ୍ୱର,୧୮।୨: ଗୃହରେ ଉଠିଲା କିଟ୍‌ ଝଡ଼ । କିଟ୍‌ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଛନ୍ତି ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀ। ଭାଜପା ବିଧାୟକ କହିଛନ୍ତି, କିଟ୍‌ରେ ଯେଉଁ ଘଟଣା ଘଟିଛି ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କିଟ୍‌ ମାଲିକ କେଉଁ ଦଳର ଥିଲେ,…

ଋଷିକୁଲ୍ୟା ପରେ ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ ଆରମ୍ଭ: ଅଣ୍ଡା ସଂଗ୍ରହ କଲା ବନ ବିଭାଗ

ରାଜନଗର, ୧୮ା୨( ଭାସ୍କର ରାଉତରାୟ ): ଅଲିଭ୍‌ ରିଡଲେ କଇଁଛଙ୍କ ଅନ୍ତୁଡିଶାଳ ରୂପେ ପରିଚିତ ଗହୀରମଥାରେ ବିକ୍ଷିପ୍ତ ଭାବେ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗହୀରମଥାର ନାସୀ-୨, ପେଣ୍ଠ, ଜଉଡିଆ, ହବାଳିଖଟି ଆଦି ସ୍ଥାନରେ ଅଲିଭ୍‌ ରିଡ୍‌ଲେ କଇଁଛ ବିକ୍ଷିପ୍ତ ଭାବେ…

ଭୁବନେଶ୍ୱରରେ ନେପାଳୀ ଛାତ୍ରୀଙ୍କ ପରିବାର ଲୋକେ: ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ…

ଭୁବନେଶ୍ୱର,୧୮।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତଘଟଣା ପରେ ଉତ୍ତେଜନା ଲାଗିରହିଛି । ମଙ୍ଗଳବାର ଛାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦ ହେବ । ତେବେ ଛାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦକୁ ଅପେକ୍ଷା କରାଯାଇଛି। ଏ ନେଇ ଭୁବନେଶ୍ୱର ଏମ୍ସରେ ଛାତ୍ରୀଙ୍କ ପରିବାର ଲୋକ ପହଞ୍ଚଛନ୍ତି…

ବଜେଟରେ ସରକାରଙ୍କ ବଡ଼ ଘୋଷଣା: ଏମାନଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କା

ଭୁବନେଶ୍ୱର,୧୮।୨: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ସୋମବାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ…

ସର୍ବକାଳୀନ ଶ୍ରେଷ୍ଠ ୫ ବ୍ୟାଟସମ୍ୟାନ ତାଲିକା ଘୋଷଣା କଲେ ସେହ୍ବାଗ: ସଚିନ ଦ୍ୱିତୀୟ, ପ୍ରଥମରେ ଅଛନ୍ତି ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୮।୨: ପୂର୍ବତନ ବିସ୍ଫୋରକ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ଦିନିକିଆ ଫର୍ମାଟର ସର୍ବକାଳୀନ ଶ୍ରେଷ୍ଠ ୫ ବ୍ୟାଟସମ୍ୟାନଙ୍କୁ ଚୟନ କରିଛନ୍ତି। ଆଶା ଅନୁଯାୟୀ, ସେ ଏହି ତାଲିକାରେ ବିରାଟ କୋହଲି, ସଚିନ ତେନ୍ଦୁଲକର, ଏବି ଡିଭିଲିୟର୍ସଙ୍କ ସମେତ ଅନେକ କିମ୍ବଦନ୍ତୀଙ୍କୁ ସ୍ଥାନ…

କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଉଦ୍ୟମ ପଣ୍ଡ, ଜବତ ହେଲା ପ୍ରେସର କୁକର ଆଇଇଡି

ଶ୍ରୀନଗର,୧୮।୨: ଦକ୍ଷିଣ କଶ୍ମୀରର ଜେନପୋରା ଶୋପିଆନରେ ସୁରକ୍ଷା ବାହିନୀ ଏକ ପ୍ରେସର କୁକର ଆଇଇଡି ଜବତ କରିଛନ୍ତି। ସେହି ସମୟରେ, ପୁଲୱାମା ଜିଲାର ପିଙ୍ଗଲିଶ ନାଗୱାଡି ତରାଲରେ ଏକ ଆଇଇଡି ମଧ୍ୟ ମିଳିଥିଲା। ଏହା ପରେ ସୁରକ୍ଷା ବାହିନୀ ସାଧାରଣ ଯାତାୟାତ…

‘ମନରେ ମଇଳା ଅଛି…’ ରଣବୀର ଆଲବାଦିଆଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୮ା୨: ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟରେ ପିତାମାତାଙ୍କ ବିଷୟରେ ଏକ ଅଶ୍ଳୀଳ ମଜା କରିବା ପରଠାରୁ YouTuber ରଣବୀର ଆଲ୍ଲାହାବାଦିଆ ସମସ୍ୟାରେ ପଡ଼ିଛନ୍ତି। ତାଙ୍କ ବିରୁଦ୍ଧରେ ଅନେକ ରାଜ୍ୟରେ ମାମଲା ରୁଜୁ ହୋଇଛି। ଏଗୁଡ଼ିକୁ ବାତିଲ କରିବା ପାଇଁ, YouTuber ସୁପ୍ରିମକୋର୍ଟରେ…

ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍‌, ଏହା ଏକ ଷଡଯନ୍ତ୍ର ବୋଲି କହିଲେ IAS

ଭୁବନେଶ୍ୱର,୧୮।୨: IAS ବିଷ୍ଣୁପଦ ସେଠୀଙ୍କ ଘରେ ମଙ୍ଗଳବାର ସକାଳୁ ସକାଳୁ ସିବିଆଇ ରେଡ୍‌ ହୋଇଥିବା ସୂଚନା ମିଳିଛି । ସିବିଆଇର ୮ ଜଣିଆ ଟିମ ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ରେଡ୍‌ କରିଛନ୍ତି। ସକାଳ ୮ଟାରୁ ଦିଲ୍ଲୀର ସିବିଆଇ ଟିମ…

ଚାମ୍ପିଅନ୍ସ ଟ୍ରଫିରେ କେବେ ହୋଇନାହିଁ ଏହି ଚମତ୍କାର: ପ୍ରଥମଥର ଲେଖାଯାଇପାରେ ଇତିହାସ

ନୂଆଦିଲ୍ଲୀ,୧୮।୨: ପ୍ରାୟ ଆଠ ବର୍ଷର ଅପେକ୍ଷାର ଅନ୍ତ ହେବାକୁ ଯାଉଛି। ୨୦୧୭ ବର୍ଷ ପରେ, ICC ଦ୍ୱାରା ପୁଣି ଥରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରାଯାଉଛି। ଏହି ଆଠ ବର୍ଷ ମଧ୍ୟରେ କ୍ରିକେଟ ଖେଳିବାର ଶୈଳୀ ବହୁତ ବଦଳି ଯାଇଛି। ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri