ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…
ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ ସ୍ବାମୀ ଗ୍ରହ ବୋଲି ମନାଯାଏ। ସେହିପରି ବୁଧଙ୍କର ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ…
ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍ ଫୋର୍ସ କମାଣ୍ଡର ତତ୍ତ୍ୱାବଧାନରେ ଚାଲିଥିବା ନିୟମିତ ୟୁଜର୍ ଟ୍ରେନିଂ ଲଞ୍ଚର ଏକ ଅଂଶବିଶେଷ…
ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ
ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଭଉଣୀ ଗୁରୁତର ହୋଇ ମୃତ୍ୟୁ ସହ…
୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ
ରୋମ୍,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି ଦେଇଥିଲେ। ମାତ୍ର ସଫେଇ କର୍ମଚାରୀଙ୍କ ୨ ଦିନର ଅକ୍ଳାନ୍ତ ପରିଶ୍ରମ ଯୋଗୁ ସେହି…
ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…
ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଉପରେ ରହିଛି। ସେହିପରି…
ବୋହୂ ନିଖୋଜ, ଶାଶୁ ଥାନାରେ
ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ. ୫୯/୨୦୨୬) ରୁଜୁ କରି…
୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା
ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ ଖବର ନ ମିଳିବାରୁ ବାଳାଶ୍ରମ ପକ୍ଷରୁ ନନ୍ଦ କିଶୋର ପତି ଥାନାରେ ଅଭିଯୋଗ…
୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ
ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେ ହେଲେ ଘନଶ୍ୟାମ ନାୟକ(୩୮)। ପୋଲିସ ସୂଚନା ମୁତାବକ, ଦେବଗଡ଼…
ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ
ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଲାଗିଥିବା ଏକ ଅଚଳ ଶୌଚାଳୟ ସମ୍ଭୁଖରେ ଥିବା ତେତେଲ ଗଛ…
ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ
କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ନବରଙ୍ଗପୁର(ହିର୍ଲି ଡଙ୍ଗର) ଅଞ୍ଚଳର ସୁକେନ ଗୌଡ଼ ବୋଲି ଜଣାପଡ଼ିଛି।…
କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ
ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ ବରଗଡ଼ ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।…
ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…
ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର ଆହତ ହୋଇଛନ୍ତି। ୨ ଛାତ୍ର ବୁଲୁ ଖିଲ(୭) ଓ ଆୟୁଷ ଖିଲ(୮)ଙ୍କୁ ନନ୍ଦପୁର…

