Home Left

କୋଟି କୋଟି ଲୋକଙ୍କ ପାଇଁ ଭଲ ଖବର: EPFOରେ ବଡ଼ ପରିବର୍ତ୍ତନ! ଏଣିକି…

ନୂଆଦିଲ୍ଲୀ,୧୭।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO)ର କୋଟି କୋଟି ସଦସ୍ୟଙ୍କ ପାଇଁ ଏକ ବଡ଼ ଖବର ଅଛି। ସରକାର ଏବେ ଇପିଏଫ୍‌ଓ ପାଇଁ ଏକ ‘ସୁଧ ସ୍ଥିରୀକରଣ ସଂରକ୍ଷଣ ପାଣ୍ଠି’ ସୃଷ୍ଟି କରିବାକୁ ବିଚାର କରୁଛନ୍ତି। ଏହାର ଲକ୍ଷ୍ୟ ହେବ…

Video: ନେପାଳୀ ଯୁବତୀଙ୍କ ମୃତ୍ୟୁକୁ ନେଇ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ନାଲିଆଖି, KIIT ଅଧ୍ୟାପକଙ୍କ ଭିଡିଓ ଭାଇରାଲ୍

ଭୁବନେଶ୍ୱର,୧୭।୨: ରବିବାର ସନ୍ଧ୍ୟାରେ ଜଣେ ବି.ଟେକ୍ ତୃତୀୟ ବର୍ଷର ଛାତ୍ରୀ ଏକ ହଷ୍ଟେଲ୍ ଭିତରେ ଆତ୍ମହତ୍ୟା କରିବା ପରେ ଭୁବନେଶ୍ୱର KIIT ବିଶ୍ୱବିଦ୍ୟାଳୟ ପରିସରରେ ଏବଂ ବାହାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ବିଶ୍ୱବିଦ୍ୟାଳୟ ପରିଚାଳନା ଦ୍ୱାରା ନିଆଯାଇଥିବା ବିରୋଧ ଏବଂ ଅନେକ…

ବିଳାସପୂର୍ଣ୍ଣ ଫ୍ଲାଟ କିଣିଲେ ଜାହିର: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୧୭।୨: ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ତାଙ୍କ ସ୍ତ୍ରୀଙ୍କ ସହିତ ମୁମ୍ବାଇର ଲୋୟର ପରେଲ ଅଞ୍ଚଳରେ କୋଟି କୋଟି ଟଙ୍କାର ଏକ ବିଳାସପୂର୍ଣ୍ଣ ଫ୍ଲାଟ କିଣିଛନ୍ତି। ମହାରାଷ୍ଟ୍ର ସରକାରଙ୍କ ସରକାରୀ ପଞ୍ଜୀକରଣ ୱେବସାଇଟ ଅନୁଯାୟୀ, ଭାରତୀୟ କ୍ରିକେଟରଙ୍କ ଦ୍ୱାରା କ୍ରୟ…

ଆଉ କିଛି ସମୟ ପରେ ଆସିବ ବଜେଟ: ରାଜ୍ୟପାଳଙ୍କୁ ଭେଟି ବଜେଟ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ଆଉ କିଛି ସମୟ ପରେ ଆସିବ ବଜେଟ। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ…

ଦାବି ପୂରଣ ନ ହେଲେ ବିଧାନସଭା କରାଯିବ ଘେରାଉ:ଓଡିଶା ସ୍କୁଲ କଲେଜ ଶିକ୍ଷକ-କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଚେତାବନୀ

ଛତ୍ରପୁର,୧୭।୨(ଦିଲ୍ଲୀପ ସାମଲ): ବିଭିନ୍ନ ଦାବି ନେଇ ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ଗଞ୍ଜାମ ଜିଲା ପକ୍ଷରୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ…

ସାମାନ୍ୟ ବଚସାରୁ ମାରପିଟ୍‌: ଜଣେ ମୃତ, ଅଭିଯୁକ୍ତ ଗିରଫ

ସୋରଡା,୧୭।୨(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଥାନା ଅଧୀନ ନେତାଜୀସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସାହିର ତାରିଣୀ ମହାରଣା ଏବଂ ଧୋବା ଗୌଡଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଝଗଡା ଶେଷରେ ଧୋବାଙ୍କ ମୃତ୍ୟୁରେ ଶେଷ ହୋଇଛି। ଉଭୟଙ୍କ ମଧ୍ୟରେ…

KIIT University Girl’s Death: ସାମ୍ନାକୁ ଆସିଲା ପୂର୍ବତନ ପ୍ରେମିକଙ୍କ ଆପତ୍ତିଜନକ ଅଡିଓ, କାର୍ଯ୍ୟାନୁଷ୍ଠାନ ଆଶ୍ୱାସନା ଦେଲେ DCP

ଭୁବନେଶ୍ୱର,୧୭।୨: ରବିବାର ସନ୍ଧ୍ୟାରେ, ଭୁବନେଶ୍ୱର KIIT ବିଶ୍ୱବିଦ୍ୟାଳୟର ମେକାନିକାଲ୍ ଇଞ୍ଜିନିୟରିଂ ବିଭାଗର ତୃତୀୟ ବର୍ଷର ଛାତ୍ରୀ ପ୍ରକୃତି ଲମସାଲ ତାଙ୍କ ପୂର୍ବତନ ପ୍ରେମିକଙ୍କ ‘ନିର୍ଯାତନା’ ଯୋଗୁଁ ତୀବ୍ର ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାରି ମଧ୍ୟରେ ଏକ…

ବାଂଲାଦେଶରେ ହଇଚଇ: ୟୁନୁସ୍‌ଙ୍କୁ ଅଲ୍ଟିମେଟମ୍‌ ଦେଲେ ଆନ୍ଦୋଳନକାରୀ, ଯଦି ଏପରି ନ ହୁଏ…

ଢାକା,୧୭।୨: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ପୁଣି ଥରେ ବୃଦ୍ଧି ପାଇଛି। ଶେଖ ହାସିନାଙ୍କୁ କ୍ଷମତାରୁ ବାହାର କରିଥିବା ଛାତ୍ର ପ୍ରତିବାଦକାରୀମାନେ ପୁଣିଥରେ ହିଂସାତ୍ମକ ହେବାର ସଙ୍କେତ ଦେଖାଉଛନ୍ତି। ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱାଧୀନ ମଧ୍ୟବର୍ତ୍ତୀକାଳୀନ ସରକାର ଉପରେ ବିଏନପି ଏବଂ ଛାତ୍ର ଆନ୍ଦୋଳନ…

ଅତିଥି ଭବନରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ: ୨ ସହଯୋଗୀ ଅଟକ

ପାରାଦୀପ,୧୭।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ସନ୍ତୋଷୀ ପ୍ଲାଜା ନାମକ ଏକ ଘରୋଇ ଅତିଥି ଭବନରେ ସୋମବାର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ପଶ୍ଚିମବଙ୍ଗ ସୁମନ କନ୍ନର। ଏହି ଘଟଣାରେ ପାରାଦୀପ ଆଦର୍ଶ ଥାନା ପୋଲିସ ୨ଜଣକୁ…

ମେଗା ପାନୀୟ ଜଳ ପ୍ରକଳ୍ପ ସୁରକ୍ଷା କର୍ମୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଆନନ୍ଦପୁର,୧୭l୨(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ପୌରପରିଷଦ ୨ ନମ୍ବର ୱାର୍ଡ ପଦ୍ମପୁର ଗାଁର ଶୁକଦେବ ସାହୁ ସ୍ଥାନୀୟ ମେଗା ପାନୀୟ ଜଳପ୍ରକଳ୍ପ ରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟରତ ଥିଲେ। ତେବେ ଗତ ରବିବାର ସନ୍ଧ୍ୟାରୁ…

ବୋଷ-ଆଇନଷ୍ଟାଇନ ଘନୀଭବନ ତତ୍ତ୍ୱ

ଏହି ଅବସ୍ଥାକୁ ‘ବୋଷ-ଆଇନଷ୍ଟାଇନ ଘନୀ ଭବନ’ କୁହାଯାଏ। ଏହା ବିଭିନ୍ନ ତରଳ କିମ୍ବା ଗ୍ୟାସୀୟ ଅବସ୍ଥା ନୁହେଁ। ଏହା ହେଉଛି ପଦାର୍ଥର ଗୋଟିଏ ନୂତନ ଅବସ୍ଥା। ବୋଷ-ଆଇନଷ୍ଟାଇନ୍‌ ଘନୀଭବନ ହେଉଛି ପଦାର୍ଥ ବିଜ୍ଞାନର ଏକ ଉଲ୍ଲେଖନୀୟ ସିଦ୍ଧାନ୍ତ। ଏଥିପାଇଁ ପଦାର୍ଥ ବିଜ୍ଞାନରେ…

ଅର୍ଥ ଆଦାୟ, ଧର୍ମାନ୍ତରୀକରଣ ଷଡଯନ୍ତ୍ର ଅଭିଯୋଗ, ଭାଜପା ନେତାଙ୍କୁ ବିରୋଧ

ବଣାଇଁ, ୧୭।୨(ପ୍ରଦୀପ ତ୍ରିପାଠୀ): ବଣାଇଁ ଉପଖଣ୍ଡ କିଷାନ ସମାଜ ପକ୍ଷରୁ ତାଙ୍କ ଜାତିକୁ ଆଳ କରି କିଛି ନ୍ୟସ୍ତସ୍ୱାର୍ଥ ବ୍ୟକ୍ତି ଏକ ଜାତି ଭିତ୍ତିକ ସଂଗଠନ କରି ଅର୍ଥ ଆଦାୟ କରିବା ନେଇ ଆଜି ବିରୋଧ ପ୍ରଦର୍ଶନ କରାଯିବା ସହ ବଣାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri