KIIT ବିଶ୍ୱବିଦ୍ୟାଳୟ ଛାଡ଼ିଲେ ୫୦୦ରୁ ଊର୍ଦ୍ଧ୍ୱ ନେପାଳୀ ଛାତ୍ରୀଛାତ୍ର
ଭୁବନେଶ୍ୱର,୧୭।୨: କିଟ୍ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ୫୦୦ରୁ ଅଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଇ ଦିଆଯାଇଛି। ଏହି ଛାତ୍ରୀଛାତ୍ରଙ୍କୁ ଜୋର୍ ଜବରଦସ୍ତ କଟକ ରେଲଓ୍ବେ ଷ୍ଟେଶନରେ ଛାଡି ଦିଆଯାଇଥିବା ଅଭିଯୋଗ ହୋଇଛି।…
ଅନ୍ତୋଦୟ ଯୋଜନାରେ ବଡ଼ ଘୋଷଣା
ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ଅନ୍ତୋଦୟ ଯୋଜନା ପାଇଁ ବଜେଟ ୭ ହଜାର…
ବଜେଟରେ ମୁଖ୍ୟମନ୍ତ୍ରୀ ଆଣିଲେ କନ୍ୟା ବିବାହ ଯୋଜନା: ଗରିବ ପରିବାରର ଝିଅଙ୍କ ବିବାହ କରିବେ ରାଜ୍ୟ ସରକାର
ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ଏଥର ମୁଖ୍ୟମନ୍ତ୍ରୀ ଅନେକ ନୂଆ ଯୋଜନା ଆଣିଛନ୍ତି। ସେଥିମଧ୍ୟରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଘୋଷଣା କରାଯାଇଛି। ଏହି…
ଭାଲେଟାଇନ୍ସ ଡେ’ରେ ଗର୍ଲଫ୍ରେଣ୍ଡଙ୍କୁ ଚୋରି ସ୍କୁଟି ଉପହାର ଦେଇଥିଲେ ଯୁବକ: ଏମିତି ଫିଟିଲା ରହସ୍ୟ
ନୂଆଦିଲ୍ଲୀ,୧୭।୨: ହରିୟାଣାର ଅମ୍ବଲାରେ ଏକ ରୋଚକ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ଭାଲେଣ୍ଟାଇନ୍ସ ଡେ’ରେ ତାଙ୍କ ପ୍ରେମିକାଙ୍କୁ ଏକ ଚୋରି ସ୍କୁଟର ଉପହାର ଦେଇଥିଲେ। ଏହି ଘଟଣାଟି ସେତେବେଳେ ସାମ୍ନାକୁ ଆସିଥିଲା ଯେତେବେଳେ ଝିଅଟି ତାଙ୍କ…
IPL Ticket Booking: କେବେ, କେମିତି କିଣିପାରିବେ ଆଇପିଏଲ୍ ଟିକେଟ୍, ଜାଣନ୍ତୁ କେତେ ରହିବ ଦାମ୍
ନୂଆଦିଲ୍ଲୀ,୧୭।୨: ଇଣ୍ଡିଆନ ପ୍ରିମିୟର ଲିଗର ୧୮ତମ ସିଜିନ ଅର୍ଥାତ୍ ଆଇପିଏଲ୍ ୨୦୨୫ ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଯାଉଛି। ଏହି ଟୁର୍ନାମେଣ୍ଟ ୨୨ ମାର୍ଚ୍ଚରୁ ୨୫ ମେ ପର୍ଯ୍ୟନ୍ତ ଖେଳାଯିବ। ଏଥିରେ ୧୦ଟି ଦଳ ଅଂଶଗ୍ରହଣ କରିବେ ଏବଂ ମ୍ୟାଚ ପାଇଁ…
Odisha Budget: ମତ୍ସ୍ୟ, ପଶୁପାଳନ ପାଇଁ ୧୯୦୯ କୋଟି ବଜେଟରେ ଘୋଷଣା
ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମତ୍ସ୍ୟ, ଏବଂ ପଶୁପାଳନକୁ ଗୁରୁତ୍ୱ ଦିଆଯାଇଛି। ଏନେଇ ରାଜ୍ୟ ସରକାର ମତ୍ସ୍ୟ, ପଶୁପାଳନ ପାଇଁ ବଜେଟରେ ୧୯୦୯ କୋଟି…
Video: ପାକିସ୍ତାନକୁ ପାନେ ଦେବାକୁ ସଜବାଜ ହେଉଛି ଭାରତ: ଚୌକା-ଛକା ବର୍ଷା
ଦୁବାଇ,୧୭।୨: ଟିମ ଇଣ୍ଡିଆ ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଭାରତର ପ୍ରଥମ ମ୍ୟାଚ ବାଂଲାଦେଶ ସହ ୨୦ ଫେବୃଆରୀରେ ଦୁବାଇରେ ଖେଳାଯିବ। ସୋମବାର ଦୁବାଇରେ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ସହିତ ଟିମ ଇଣ୍ଡିଆର…
ବିଧାନସଭାରେ ବର୍ଷିଲେ Sofiafirdous, CM ଉତ୍ତରରଖି କହିଲେ…
ଭୁବନେଶ୍ୱର,୧୭।୨: ବିଧାନସଭାରେ ବର୍ଷିଲେ କଟକ-ବାରବାଟୀ ବିଧ୍ୟାୟିକା। ରାଜ୍ୟରେ ମହିଳା ସୁରକ୍ଷା ନେଇ ସୋଫିଆ ଉଦବେଗ୍ ପ୍ରକାଶ କରିଛନ୍ତି। ବିଧାନସଭାରେ ପ୍ରଶ୍ନକାଳରେ ସୋଫିଆ ଫିଦୋସଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୮ ମାସରେ ୧୮ ହଜାର ମହିଳା ବିରୋଧୀ ଅପରାଧ ମାମଲା…
୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି
ସୁନ୍ଦରଗଡ଼,୧୭।୨: ଜମି ମାମଲା ସମ୍ପର୍କିତ ଏକ ଫାଇଲ ପ୍ରୋସେସିଂ ପାଇଁ ଜଣେ ବ୍ୟକ୍ତିଙ୍କ ମାଧ୍ୟମରେ ଲାଞ୍ଚ ନେଉଥିବା ବେଳେ ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ତହସିଲ ଅଫିସର କନିଷ୍ଠ କିରାଣି ଗୋଲେଖ ନାୟକ ସୋମବାର ଭିଜିଲାନ୍ସ ହାତରେ ଧରାପଡିିଛନ୍ତି। ଭିଜିଲାନ୍ସ ଅଧିକାରୀମାନେ ତାଙ୍କ…
ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍: ପ୍ରଶଂସକ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୭।୨: ଦକ୍ଷିଣ ଆଫ୍ରିକାର ଅଭିଜ୍ଞ କ୍ରିକେଟର ଜେପି ଡୁମିନିଙ୍କ ଛାଡପତ୍ର ହୋଇଯାଇଛି। ଡୁମିନି ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି। ଡୁମିନି ଏବଂ ତାଙ୍କ ସ୍ତ୍ରୀ ସୁଙ୍କ ମଧ୍ୟରେ ସମ୍ପର୍କ ବହୁତ ଦିନ ଧରି ଭଲ ଚାଲି…
କୋଟି କୋଟି ଲୋକଙ୍କ ପାଇଁ ଭଲ ଖବର: EPFOରେ ବଡ଼ ପରିବର୍ତ୍ତନ! ଏଣିକି…
ନୂଆଦିଲ୍ଲୀ,୧୭।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO)ର କୋଟି କୋଟି ସଦସ୍ୟଙ୍କ ପାଇଁ ଏକ ବଡ଼ ଖବର ଅଛି। ସରକାର ଏବେ ଇପିଏଫ୍ଓ ପାଇଁ ଏକ ‘ସୁଧ ସ୍ଥିରୀକରଣ ସଂରକ୍ଷଣ ପାଣ୍ଠି’ ସୃଷ୍ଟି କରିବାକୁ ବିଚାର କରୁଛନ୍ତି। ଏହାର ଲକ୍ଷ୍ୟ ହେବ…
Video: ନେପାଳୀ ଯୁବତୀଙ୍କ ମୃତ୍ୟୁକୁ ନେଇ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ନାଲିଆଖି, KIIT ଅଧ୍ୟାପକଙ୍କ ଭିଡିଓ ଭାଇରାଲ୍
ଭୁବନେଶ୍ୱର,୧୭।୨: ରବିବାର ସନ୍ଧ୍ୟାରେ ଜଣେ ବି.ଟେକ୍ ତୃତୀୟ ବର୍ଷର ଛାତ୍ରୀ ଏକ ହଷ୍ଟେଲ୍ ଭିତରେ ଆତ୍ମହତ୍ୟା କରିବା ପରେ ଭୁବନେଶ୍ୱର KIIT ବିଶ୍ୱବିଦ୍ୟାଳୟ ପରିସରରେ ଏବଂ ବାହାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ବିଶ୍ୱବିଦ୍ୟାଳୟ ପରିଚାଳନା ଦ୍ୱାରା ନିଆଯାଇଥିବା ବିରୋଧ ଏବଂ ଅନେକ…
Archives


