Home Left

ଅର୍ଜୁନ-ମଲାଇକାଙ୍କ ପ୍ୟାଚ୍‌ଅପ୍‌

ମୁମ୍ବାଇ: କେତେବେଳେ ବ୍ରେକ୍‌ଅପ୍‌ ତ କେତେବେଳେ ପ୍ୟାଚ୍‌ଅପ୍‌। ଖବରର ଶିରୋନାମାରେ ରହିବାକୁ ପସନ୍ଦ କରନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ମଲାଇକା ଅରୋରା ଏବଂ ଅର୍ଜୁନ କପୁର। କିଛିଦିନ ଧରି ଉଭୟ ବାଟ ଅଲଗା କରିନେଇଥିବା କୁହାଯାଉଥିଲା। ହେଲେ ଏବେ ତାହା…

ତ୍ରୁଟିପୂର୍ଣ୍ଣ କୃଷିନୀତି, ତେଜୁଛି ଆନ୍ଦୋଳନ:ମାର୍ଚ୍ଚ ୧୭ରେ ମହାପଞ୍ଚାୟତ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ କୃଷି ଏବଂ କୃଷକଙ୍କ ସମସ୍ୟା ଅସମାହିତ ରହିଯାଇଛି। ଏହାକୁ ନେଇ ଜିଲାରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ସରକାରଙ୍କ ତ୍ରୁଟିପୂର୍ଣ୍ଣ କୃଷିନୀତି ଏବଂ କୃଷିକ୍ଷେତ୍ରକୁ କମ୍ପାନୀକରଣ ବିରୋଧରେ ଆନ୍ଦୋଳନ ତେଜି ଉଠିଛି। ଆସନ୍ତା ମାର୍ଚ୍ଚ ୧୭ତାରିଖରେ ବରଗଡ଼…

ମାର୍ଚ୍ଚ ୧୯ରେ ପୃଥିବୀକୁ ଫେରିବେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୫।୨: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ଦୀର୍ଘ ୮ ମାସରୁ ଊର୍ଦ୍ଧ୍ୱ ସମୟ ରହିବା ପରେ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍‌ସ ଏବଂ ବୁଚ୍‌ ଓ୍ବିଲ୍‌ମୋର ମାର୍ଚ୍ଚ ୧୯ରେ ପୃଥିବୀକୁ ଫେରିବେ। ମହାକାଶରୁ ସେମାନଙ୍କ ସୂଚନା ଅନୁଯାୟୀ ମାର୍ଚ୍ଚ ୧୨ରେ କ୍ରିଉ-୧୦…

beggars in Odisha: ରାଜ୍ୟରେ ୫ହଜାରରୁ ଊର୍ଦ୍ଧ୍ୱ ଭିକାରି: ଏହି ଜିଲାରେ ସବୁଠୁ ଅଧିକ

ଭୁବନେଶ୍ୱର ୧୫ା୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ୫ହଜାର ୨୮୪ଜଣ ଭିକାରି ଅଛନ୍ତି। ସେଥିମଧ୍ୟରୁ କଟକରେ ସର୍ବାଧିକ ୧ହଜାର ୬୦ ଭିକାରି ରହିଛନ୍ତି। ଏନେଇ ଶୁକ୍ରବାର ବିଧାନସଭାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ…

ମୋଦି-ଟ୍ରମ୍ପଙ୍କ ସାକ୍ଷାତକୁ ନେଇ ଚାଇନାର ମୁଣ୍ଡବିନ୍ଧିଲା, ସିଧାସିଧା କହିଦେଲା ଏମିତି, ସାରା ବିଶ୍ୱରେ ଚର୍ଚ୍ଚା

ବେଜିଂ/ନୂଆଦିଲ୍ଲୀ,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ବୈଠକ ଉପରେ ଏକ ମାପଚୁପ ପ୍ରତିକ୍ରିୟା ଦେଇଛି ବେଜିଂ। ଶୁକ୍ରବାର କହିଛି , ଦ୍ୱିପାକ୍ଷିକ ସହଯୋଗରେ ଚାଇନାକୁ ଏକ ପ୍ରସଙ୍ଗ କରାଯିବା ଉଚିତ୍‌ ନୁହେଁ ଏବଂ…

ଡାକ୍ତର ମଗାଇଥିଲେ ଲାପ୍‌ଟପ୍‌, ଆସିଲା ମାର୍ବଲ

ସମ୍ବଲପୁର,୧୫ା୨(ପ୍ରମୋଦ ବହିଦାର):ଅନ୍‌ଲାଇନ୍‌ରେ ଏକ ଲାପ୍‌ଟପ୍‌ କ୍ରୟ କରି ସମ୍ବଲପୁରର ଦନ୍ତରୋଗ ବିଶେଷଜ୍ଞ ଡା. ଚୌବର୍ଗ ନାଏକ ଠକେଇର ଶିକାର ହୋଇଛନ୍ତି। ଟାଉନଥାନାରେ ଅଭିଯୋଗ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ପୋଲିସ ଡା. ନାଏକଙ୍କୁ ଥାନାକୁ ଡ଼କାଇ ପଚରାଉଚରା କରୁଛନ୍ତି। ସେ ଅନ୍‌ଲାଇନ୍‌ରେ…

ପୁଣି ବଢିଲା ସୁନାଦର: ଏତିକି ଟଙ୍କାରେ ପହଞ୍ଚିଲା

ଭୁବନେଶ୍ୱର,୧୪।୨(ଅଭୟ ଦାଶ):କ୍ରମାଗତ ଭାବେ ସୁନା ଦର ବଢ଼ି ଚାଲିଥିଲାବେଳେ ରୁପା ଦର ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଧାତୁର ଦର ମଧ୍ୟ ସମ ପରିମାଣରେ ବୃଦ୍ଧି ଘଟି ଚାଲିଛି। ଭୁବନେଶ୍ୱରରେ ସୁନା ଦର ୨୪ କ୍ୟାରେଟ୍‌ର ଦାମ୍‌ ଶୁକ୍ରବାର ୮୮, ୭୫୦ ରହିଥିବାବେଳେ…

ୟୁକ୍ରେନ୍‌ ଆଣବିକ କେନ୍ଦ୍ରରେ ରୁଷିଆର ଡ୍ରୋନ୍‌ ଆକ୍ରମଣ

କିଭ୍‌,୧୫ା୨: ମ୍ୟୁନିକ୍‌ ସିକ୍ୟୁରିଟି କନ୍‌ଫରେନ୍ସର ଅବ୍ୟବହିତ ପୂର୍ବରୁ ୟୁକ୍ରେନ୍‌ ପାଓ୍ବାର ପ୍ଲାଣ୍ଟ ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିଛି। ଗୁରୁବାର ରାତି ୨ଟା ୨ ମିନିଟ୍‌ରେ ବିଶ୍ୱକୁ ବିକିରଣରୁ ସୁରକ୍ଷା ଦେଉଥିବା ଚେର୍ନୋବିଲ୍‌ ଆଣବିକ କେନ୍ଦ୍ର ଉପରେ ରୁଷିଆ ପକ୍ଷରୁ ଉଚ୍ଚ…

ବଡ଼ ଖବର: ମାର୍ଚ୍ଚ ୧୯ରେ ପୃଥିବୀକୁ ଫେରିବେ Sunita Williams

ଓ୍ବାଶିଂଟନ,୧୪।୨: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ଦୀର୍ଘ ୮ ମାସରୁ ଊର୍ଦ୍ଧ୍ୱ ସମୟ ରହିବା ପରେ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍‌ସ ଏବଂ ବୁଚ୍‌ ଓ୍ବିଲ୍‌ମୋର ମାର୍ଚ୍ଚ ୧୯ରେ ପୃଥିବୀକୁ ଫେରିବେ। ମହାକାଶରୁ ସେମାନଙ୍କ ସୂଚନା ଅନୁଯାୟୀ ମାର୍ଚ୍ଚ ୧୨ରେ କ୍ରିଉ-୧୦…

Mo Bus Accident: ୧୦୦ ମିଟର ଯାଏ ଘୋଷାଡ଼ି ନେଲା ମୋ’ ବସ୍‌, ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ, ୩ ଗୁରୁତର

ଭୁବନେଶ୍ୱର,୧୪।୨: ପୁଣି ମୋ’ ବସ୍‌ ନେଇଛି ଜୀବନ। ଶୁକ୍ରବାର ରାତିରେ ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ୍‌ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ସହ ୧୦୦ ମିଟର ପର୍ଯ୍ୟନ୍ତ ଜଣେ ମହିଳାଙ୍କୁ ବସ୍‌ଟି ଘୋଷାଡ଼ି ନେବା ଯୋଗୁ ଘଟଣାସ୍ଥଳରେ ତାଙ୍କ ପ୍ରାଣବାୟୁ…

ଉମା ଶଙ୍କର ବେହେରା ହେଲେ ଭଞ୍ଜନଗର ଉପ ଜିଲାପାଳ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ): ଭଞ୍ଜନଗର ତହସିଲଦାର ଉମା ଶଙ୍କର ବେହେରା ପ୍ରମୋଶନ ପାଇ ଭଞ୍ଜନଗର ଉପ ଜିଲାପାଳ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୁର୍ବରୁ ଏଠାରେ ଥିବା ଉପ ଜିଲାପାଳ ଅନୀଲ କୁମାର ସେଠୀଙ୍କୁ କିଛିଦିନ…

ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ରାଇକିଆ,୧୪।୨: (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଠାରେ ଭାରତ ନିର୍ମାଣ ଆଜାଦି ସେବା ସଙ୍ଗଠନ ପକ୍ଷରୁ ଶୁକ୍ରବାର ସାରେ ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି। ଏହି ଉଦ୍ଦେଶ୍ୟ ରେ ଏକ ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri