Home Left

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ ବ୍ଲୁ’ ଅଗଷ୍ଟ ୭ ରୁ ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଏକ ତିନି ଦିନିଆ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ନେଇ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ କାମୁଡ଼ାରେ ମୃତ୍ୟୁ ପରେ ପୋଷ୍ଟମୋର୍ଟମ ପାଇଁ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି…

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି ଯେ ଏହି ଅଭିଯାନ ମାଧ୍ୟମରେ ଦଳ ଜନସାଧାରଣଙ୍କ…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା ବେଳେ ୧୫ ଟିକିଆ ହାତୀପଲ ଗାଁ ଭିତରକୁ ପଶି ଆସି ଘର ଭାଙ୍ଗି…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ ଓ କେବୁଲ ତାର ଟାଣି ଗାଁ ଗାଁରେ ପୋତା ଯାଇଛି। ବର୍ଷା ଋତୁରେ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ ଟି-20 ଦଳର ଉପ-ଅଧିନାୟକ, ସେ ଟେଷ୍ଟ ଦଳର ଅଂଶ ନୁହଁନ୍ତି ଏବଂ ତେଣୁ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। ସେ ଡିପ୍‌ଫେକ ତିଆରି ଏବଂ ଭିଡିଓଗୁଡ଼ିକୁ ହେରଫେର କରିବା ପାଇଁ…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ ଭାବେ ବ୍ୟବହୃତ ପାଇପ୍ଡ ନ୍ୟାଚୁରାଲ ଗ୍ୟାସ (PNG) ଏବଂ ଯାନବାହନରେ ବ୍ୟବହୃତ କମ୍ପ୍ରେସ୍ଡ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ। ଗିରଫ, ଜେଲ କିମ୍ବା ତାଙ୍କ ଜୀବନ ପ୍ରତି ବିପଦ ସତ୍ତ୍ୱେ ସେ ଡିସେମ୍ବରରେ…

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ ଛାତ୍ର ସଂଗଠନ ଅଗଷ୍ଟ ୭ ଏବଂ ୧୦ରେ ‘ବିଧାନସଭା ଘେରାଉ’ ଘୋଷଣା କରିଛନ୍ତି।…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ ଭବନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବାକୁ ଯାଉଛନ୍ତି । ଏହି ବୈଠକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?