ରଥଯାତ୍ରା ପାଇଁ ଉତ୍ତରାଛକରୁ ପୁରୀ ଲାଗିବ ସିସି କ୍ୟାମେରା
ଭୁବନେଶ୍ୱର,୧୫ା୨(ସତ୍ୟଜିତ୍ ରାଉତ):ଆସନ୍ତା ଜୁନ ୨୭ରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଏସଂକ୍ରାନ୍ତରେ…
ଓଡ଼ିଆ ସିନେ ପରଦାରେ ଢେଙ୍କାନାଳ ମାଟିର ମହକ
ଢେଙ୍କାନାଳ କଳା ସଂସ୍କୃତିର ଜିଲା ଭାବେ କେବଳ ରାଜ୍ୟ କାହିଁକି ଜାତୀୟସ୍ତରରେ ମଧ୍ୟ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଢେଙ୍କାନାଳର ପ୍ରତିଭାବାନ କଳାକାରମାନେ କେବଳ ଶାସ୍ତ୍ରୀୟ ନୃତ୍ୟ କାହିଁକି, ମଞ୍ଚ ଅଭିନୟ ଏବଂ ଚଳଚ୍ଚିତ୍ର ଅଭିନୟରେ ନିଜର ପାରଦର୍ଶିତା ଦେଖାଇ ଓଡ଼ିଶାରେ…
ଦଳ ଛାଡ଼ିଥିବା ନେତାଙ୍କୁ ଫେରି ଆସିବାକୁ ପିସିସି ସଭାପତିଙ୍କ ନିବେଦନ
ଭୁବନେଶ୍ୱର,୧୫।୨(ସୁନୀତ ମିଶ୍ର):କଂଗ୍ରେସରୁ ବିଗତ ଦିନରେ ଦଳ ବିରୋଧୀ କାର୍ଯ୍ୟ ହେଉ ବା ଅନ୍ୟ କୌଣସି କାରଣରୁ ନିଲମ୍ବିତ ନେତାମାନଙ୍କୁ ପୁଣି ଥରେ ଦଳକୁ ଫେରାଇ ଅଣାଯିବ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଶୁକ୍ରବାର ଏନେଇ ଏକ…
ବାଲ୍ୟବିବାହ ନିଷେଧ ପାଇଁ ନୂଆ ଅଧିକାରୀ
ବାଲ୍ୟବିବାହର ନିରାକରଣ ପାଇଁ ସରକାର ବଦ୍ଧପରିକର, ଏକଥା ଆଉ ଥରେ ପ୍ରମାଣିତ ହୋଇଛି। ଗତ ବର୍ଷର ଶେଷ ଦିନରେ ମହିଳାଙ୍କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର…
ପେନ୍ସନ ବ୍ୟବସ୍ଥା ରହିବ ତ
ସାରା ଦେଶର କର୍ମଚାରୀଙ୍କ ପକ୍ଷରୁ ୨୦୦୪ରୁ ପ୍ରଚଳିତ ନୂତନ ପେନ୍ସନ ଯୋଜନା (ଏନ୍ପିଏସ୍)ର ସମ୍ପୂର୍ଣ୍ଣ ଉଚ୍ଛେଦ ସହ ପୁରାତନ ପେନ୍ସନ ଯୋଜନା (ଓପିଏସ୍)ର ପୁନଃ ପ୍ରଚଳନ ପାଇଁ ଦୀର୍ଘ ୨୦ ବର୍ଷ ଧରି ଯେଉଁ ନିରବଚ୍ଛିନ୍ନ ସଂଗ୍ରାମ ଚାଲିଥିଲା ତାହାର ପରିଣତିସ୍ବରୂପ…
ଆର୍ଏମ୍ସି ଗୋଦାମରେ ଚାଲିଛି ଉପଜିଲାପାଳଙ୍କ ଅଫିସ: ଖର୍ଚ୍ଚାନ୍ତ ହେଉଛନ୍ତି ଲୋକେ, ଅଟୋରେ ଗଲେ ପଡୁଛି ୩ ଶହ
ଭବାନୀପାଟଣା,୧୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରର ମଧ୍ୟ ଭାଗରେ ଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ଦୀର୍ଘଦିନ ହେବ ବିପଦସଙ୍କୁଳ ଅବସ୍ଥାରେ ରହିଥିଲା। ଏହି କାର୍ଯ୍ୟାଳୟର ନୂତନ କୋଠା ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ସାଢେ ୬ କୋଟି ଟଙ୍କା ଅନୁଦାନ ଆସିବା…
ନିଯୁକ୍ତିରେ ପରିବର୍ତ୍ତନ
ଗତ ସପ୍ତାହରେ ଦିଲ୍ଲୀ ଅମଲାତାନ୍ତ୍ରିକ ପରିସରରେ କିଛି କୌତୂହଳ ଘଟଣା ଘଟିଥିଲା। ସରକାର ଯୁଗ୍ମ ସଚିବ (ଜେଏସ୍) କିମ୍ବା ଜେଏସ୍ ଭଳି ସମାନ ପଦବୀଗୁଡ଼ିକ ପାଇଁ ୪୨ ଅଧିକାରୀଙ୍କ ନିଯୁକ୍ତି ତାଲିକା ଘୋଷଣା କରିଥିଲେ। ଆଶ୍ଚର୍ଯ୍ୟର ବିଷୟ ହେଉଛି, ଏହି ତାଲିକାରେ…
୧୦ ତାଲିମ କେନ୍ଦ୍ରର କର୍ମକର୍ତ୍ତା ଯୋଗଦେଲେ: ୮୦ ଜଣ ପ୍ରାର୍ଥୀଙ୍କ ନାମ ପଞ୍ଜୀକରଣ
ଥୁଆମୂଳ ରାମପୁର,୧୫ା୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ତି ଜିଲା କର୍ମନିୟୋଜନ ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ବ୍ଲକ୍ଠାରେ ଶୁକ୍ରବାର ବ୍ଲକ୍ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଜିଲା କର୍ମନିୟୋଜନ ଅଧିକାରୀ ସୁବୁଲିତ…
ଶେୟାର ବଜାର କାରବାରରେ ହ୍ରାସ
ମୁମ୍ବାଇ,୧୫।୨: କ୍ରମାଗତ ୮ମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସ ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ…
ଜୟଆଲୁକ୍କାସ୍ରେ ସର୍ବବୃହତ୍ ଅଳଙ୍କାର ସେଲ୍
ଭୁବନେଶ୍ୱର,୧୫।୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବୈଶ୍ୱିକ ଗହଣା ବ୍ରାଣ୍ଡ ‘ଜୟଆଲୁକ୍କାସ୍’ର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବର୍ଷର ସର୍ବବୃହତ୍ ଅଳଙ୍କାର ବିକ୍ରୟ (ଦି ବିଗେଷ୍ଟ ଜୁଏଲେରି ସେଲ୍ସ ଅଫ୍ ଦି ଇୟର) ନିକଟରେ…
ବଜାରରେ ମହିନ୍ଦ୍ରା ଇଲେକ୍ଟ୍ରିକ୍ ଅରିଜିନ୍ ଏସ୍ୟୁଭି ରେଞ୍ଜ
ଭୁବନେଶ୍ୱର,୧୫।୨(ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ଇଲେକ୍ଟ୍ରିକ୍ ଭେହିକଲ (ଇଭି) ମଡେଲ ତଥା ମହିନ୍ଦ୍ରା ଇଲେକ୍ଟ୍ରିକ୍ ଅରିଜିନ୍ ଏସ୍ୟୁଭି ରେଞ୍ଜ ‘ଅଲ୍ ନ୍ୟୁ ବିଇ୬ ଏବଂ ଏକ୍ସଇଭି ୯ଇ’ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଅଟୋ…
ଗଭୀର ନଳକୂପକୁ ହେଉନି ବିଦ୍ୟୁତ୍ ସଂଯୋଗ: ଚାଷୀଙ୍କ ଆଶା ଧୂଳିସାତ୍
ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ବିଭିନ୍ନ ଗ୍ରାମରେ ବିଜୁ କୃଷକ କଲ୍ୟାଣ ଯୋଜନାରେ ଗଭୀର ନଳକୂପ ଖୋଳାଯାଇଛି। କିନ୍ତୁ ବର୍ଷ ବର୍ଷ ଧରି ସେଠାକୁ ବିଦ୍ୟୁତ୍ ସଂଯୋଗ ହୋଇପାରିନାହିଁ। ଫଳରେ ଏପର୍ଯ୍ୟନ୍ତ ଗଭୀର ନଳକୂପଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରି ନ ଥିବାବେଳେ ଚାଷୀଙ୍କ…
Archives


