Home Left

ଟ୍ରମ୍ପ୍‌ ଟାଇମ ମାଗାଜିନର ‘ପର୍ସନ ଅଫ୍‌ ଦି ଇୟର’

ଓ୍ବାଶିଂଟନ, ୧୩।୧୨:ଟାଇମ ମାଗାଜିନ ପକ୍ଷରୁ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୨୦୨୪ ପାଇଁ ‘ପର୍ସନ ଅଫ୍‌ ଦି ଇୟର’ ଭାବେ ନାମିତ କରାଯାଇଛି। ଏହି ସମ୍ମାନ ଟ୍ରମ୍ପଙ୍କୁ ଦ୍ୱିତୀୟ ଥର ପାଇଁ ମିଳିଛି। ପୂର୍ବରୁ ୨୦୧୬ରେ ମଧ୍ୟ ଟାଇମ ମାଗାଜିନ…

ନିଜ ସୁନା ଚେନ୍‌ ବିକୁଛନ୍ତି ଫେସବୁକ ପ୍ରତିଷ୍ଠାତା, କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କାଲଫର୍ନିଆ,୧୩।୧୨: ଫେସବୁକ ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କ ଗୋଲ୍ଡ ପ୍ଲେଟେଡ୍‌ କ୍ୟୁବା ଚେନ ଆଜିକାଲି ଚର୍ଚ୍ଚାରେ ଅଛି। ଏହି ଚେନ୍‌ ଅନଲାଇନ ନିଲାମ ପାଇଁ ଉପଲବ୍ଧ ଏବଂ ଏହାର ବିଡିଂ ୪୦,୦୦୦ ଡଲାର (ପ୍ରାୟ ୩୩ ଲକ୍ଷ) ଅତିକ୍ରମ କରିଛି। ଏହି ନିଲାମର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫ ହଜାର ଗୃହରକ୍ଷୀ ପଦବୀ ପୂରଣ ହେବ

ଭୁବନେଶ୍ୱର,୧୩ା୧୨(ଅନିଲ ଦାସ):ଗୃହରକ୍ଷୀମାନେ ପୋଲିସର ଏକ ଅଭିନ୍ନ ଅଙ୍ଗ। ରାଜ୍ୟରେ ଗୃହରକ୍ଷୀମାନେ ବହୁତ ଭଲ କାମ କରୁଛନ୍ତି। ୨୦୨୦ରୁ ଗୃହରକ୍ଷୀ ନିଯୁକ୍ତି ଉପରେ ଯେଉଁ କଟକଣା ଲଗାଯାଇଥିଲା ତାହାକୁ ଉଠାଇ ଦିଆଯାଇଛି। ଖୁବ୍‌ଶୀଘ୍ର ଖାଲିଥିବା ୨୪୧୬ଟି ପଦବୀ ପୂରଣ କରାଯିବ। ଏଥିସହିତ ୨୫୮୪ଟି…

ରାଜ୍ୟରେ ଶୀତର ଲହରୀ ଜାରି: କୁହୁଡ଼ି ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୨ା୧୨(ଅନୁରାଧା ମହାରଣା):ରାଜ୍ୟରେ ଶୀତର ଲହରୀ ଜାରି ରହିଥିବାବେଳେ ଗୁରୁବାର ନୂଆପଡ଼ାରେ ସର୍ବାଧିକ ଦିନ ତାପମାତ୍ରା ୩୨.୦ ଡିଗ୍ରୀ ଓ ସର୍ବନିମ୍ନ ରାତି ତାପମାତ୍ରା ୧୦.୨ ଡିଗ୍ରୀ ସେଲସିୟସ୍‌ ରହିଥିଲା। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ…

୪ କୋଟିରୁ ଅଧିକ ଟଙ୍କାର ଭାଟ୍‌ ହେରଫେର:ଆସିଷ୍ଟାଣ୍ଟ ବାଣିଜ୍ୟ କର ଅଧିକାରୀଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୧୩ା୧୨(ସୂର୍ଯ୍ୟକାନ୍ତ ବେହେରା):ଭାଟ୍‌ ବାବଦ ୪କୋଟିରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହେରଫେର ନେଇ ଭୁବନେଶ୍ୱର ଭିଜିଲାନ୍ସରେ ଅଭିଯୋଗ ହୋଇଛି। ଏହି ଘଟଣାରେ ଭିଜିଲାନ୍ସ ଟିମ୍‌ କୋରାପୁଟ ଜୟପୁରର ସିଟି ଆଣ୍ଡ ଜିଏସ୍‌ଟି କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ବାଣିଜ୍ୟ କର ଅଧିକାରୀ ଓ ୨ଜଣ ବ୍ୟବସାୟୀଙ୍କୁ…

ରାଧାକୃଷ୍ଣଙ୍କୁ ଲାଗିହେଲା ୮୫୧ ପ୍ରକାର ବ୍ୟଞ୍ଜନ

ପୁରୀ,୧୩ା୧୨(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ବୈଷ୍ଣବ ସମ୍ପ୍ରଦାୟରେ ଅତି ଆନନ୍ଦ ଉଲ୍ଲାସରେ ପାଳନ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ଗୁରୁବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ) ପରିସରରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଚୈତନ୍ୟ…

ନେପାଳ ସେନା ମୁଖ୍ୟଙ୍କୁ ଭାରତୀୟ ସେନାର ସମ୍ମାନଜନକ ଜେନେରାଲ ର଼୍ୟାଙ୍କ

ନୂଆଦିଲ୍ଲୀ,୧୨।୧୨: ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେପାଳ ସେନା ମୁଖ୍ୟ ଅଶୋକ ରାଜ୍‌ ସିଗଦେଲଙ୍କୁ ଭାରତୀୟ ସେନାର ସମ୍ମାନଜନକ ଜେନେରାଲ ର଼୍ୟାଙ୍କ ପ୍ରଦାନ କରିଛନ୍ତି। ଭାରତ ଓ ନେପାଳ ମଧ୍ୟରେ ରହିଥିବା ଦୀର୍ଘ ଦୀନର…

‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନର ସଫଳ ପରୀକ୍ଷଣ

ଚେନ୍ନାଇ, ୧୨।୧୨:ମଣଭାରତୀୟ ମହାକାଶ ଗବେଷଣା ସଙ୍ଗଠନ(ଇସ୍ରୋ)କୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ମିଳିଛି। ତାମିଲନାଡ଼ୁର ମହେନ୍ଦ୍ରଗିରୀସ୍ଥିତ ପ୍ରପଲ୍‌ସନ କମ୍ପଲେକ୍ସରୁ ଇସ୍ରୋ ବହୁ ପ୍ରତୀକ୍ଷିତ ସ୍ବେଦେଶୀ ‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନର ସଫଳ ସି ଲେଭଲ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ସମୟରେ ଇଞ୍ଜିନକୁ…

ଛାତ୍ରୀଙ୍କୁ ବଳାତ୍କାର ଘଟଣା: ଯୁବକଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୨ା୧୨(ନବୀନ ରାଜ ଆଚାରୀ):ଛାତ୍ରୀକୁ ଅପହରଣ ପରେ ବଳାତ୍କାର କରିବା ଘଟଣାରେ ଗୁରୁବାର ଗୋଳନ୍ଥରା ଥାନା ପୋଲିସ ବଳତ୍କାରୀକୁ ଗିରଫ କରି ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଗଜପତି ଜିଲା ଅଡ଼ବା ଥାନା ଅଧିନସ୍ଥ ଏକ ଗ୍ରାମର…

ଏମ୍‌ପିଙ୍କୁ ଭେଟିଲେ ୧୫ ସରପଞ୍ଚ: ବିଜେଡିରେ ହଲ୍‌ଚଲ୍‌

ଗୋପାଳପୁର,୧୨।୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧିନସ୍ଥ ପଞ୍ଚାୟତର ଅନେକ ସରପଞ୍ଚ, ଜଣେ ସମିତି ସଭ୍ୟଙ୍କ ସମେତ ବିଜେଡିର ଆଗଧାଡିର କିଛି ନେତା ଭୂବନେଶ୍ବରରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ସାକ୍ଷାତ କରି ପଞ୍ଚାୟତର ବିଭିନ୍ନ ସମସ୍ୟା…

କିଙ୍ଗ୍‌, କୁଇନ ହେବା ପାଇଁ ପ୍ରିନ୍ସ ଓ୍ବିଲିୟମ, ପ୍ରିନ୍ସେସ କେଟ୍‌ଙ୍କ ପ୍ରସ୍ତୁତି ଆରମ୍ବ

ଲଣ୍ଡନ, ୧୨।୧୨:ବ୍ରିଟେନ୍‌ର ଓ୍ବେଲ୍ସ ଯୁବରାଜ ଓ୍ବିଲିୟମ (୪୨) ଓ ଯୁବରାଣୀ କେଟ ମିଡିଲଟନ୍‌ (୪୨) କିଙ୍ଗ୍‌ ଓ କୁଇନ ହେବା ପାଇଁ ପ୍ରସ୍ତୁତି କରୁଛନ୍ତି ବୋଲି ଗୁରୁବାର ନ୍ୟୁୟର୍କ ଟାଇମ୍ସ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରୟାଲ ବାୟୋଗ୍ରାଫର ସାଲି…

ଗାଁ ଗାଁରେ ମାତିଛନ୍ତି ଦାଦନ ଦଲାଲ: ରାଜି ନ ହେଲେ ଗୁଣ୍ଡା ଲଗାଇ ଟେକି ନେଉଛନ୍ତି

ନୂଆପଡ଼ା,୧୨।୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକର ଗାଁଗୁଡିକରେ ବଲାଙ୍ଗୀର ଜିଲାର ଦାଦନ ଦଲାଲମାନେ ଆଡ୍ଡା ପକାଇଛନ୍ତି । ରାତି ହେଲେ ଗାଁ ଗାଁରେ ରଖିଥିବା ଦଲାଲମାନଙ୍କ ସହ ଘରକୁ ଘର ଯାଇ ଶ୍ରମିକମାନଙ୍କୁ ବଇନା ଟଙ୍କା ଦେଉଛନ୍ତି । କମ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri