Home Left

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବୁଧବାର ପୂର୍ବତନ କନିଷ୍ଠ ଯନ୍ତ୍ରୀ (ଜେଇ), ମ୍ୟୁନିସିପାଲ ଇଞ୍ଜିନିୟର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ ଏକ ହାଇୱେ ଡିଭାଇଡରରେ କାର ଧକ୍କା ଦେବାରୁ ଅନ୍ୟ ତିନି ଜଣ ଗୁରୁତର…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି ପାଇଁ ପରିଚିତ ପ୍ରଶାନ୍ତ କିଶୋର ନିକଟରେ ଦିଲ୍ଲୀରେ ହୋଇଥିବା Gen Z ଆନ୍ଦୋଳନ…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଝାଡ଼ଖଣ୍ଡର…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା ଯେ RAC ଟିକେଟ୍‌ରେ ଯାତ୍ରା କଲେ ସେମାନଙ୍କୁ ବେଡରୋଲ (ଚାଦର, କମ୍ବଳ ଇତ୍ୟାଦି)…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ସାକିବଙ୍କୁ ଦେଶରେ ବୁଧବାର ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହସିନା…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ ଶହୀଦ ଲକ୍ଷ୍ମଣନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡିଛି ।…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି ନେଇ ବୁଧବାର ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ ପାତର ଅନ୍ତର ନୀତିକୁ ନେଇ…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ ଟ୍ରାଏଲ କୋର୍ଟର ଦୋଷମୁକ୍ତ ରାୟକୁ ରଦ୍ଦ କରିଦେଇଛି। ଗୋଆ ସରକାରଙ୍କ ଆବେଦନକୁ ଗ୍ରହଣ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ ସରକାର ନିଜର ପ୍ରଥମ ବଜେଟ ମାଧ୍ୟମରେ ସ୍ପଷ୍ଟ ବାର୍ତ୍ତା ଦେଇଛି ଯେ, ଯୁବପିଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?