କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ
ଅହମଦାବାଦ,୧୨ା୨: ଭାରତ ଓ ଇଂଲଣ୍ଡ ମଧ୍ୟରେ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ଏଠାରେ ବୁଧବାର ଖେଳାଯିବ। ଏଥିରେ ବିଜୟ ହାସଲ ସହ ୩ମ୍ୟାଚ ବିଶିଷ୍ଟ ସିରିଜରେ କ୍ଲିନ୍ ସୁଇପ୍ ହାସଲ କରିବା ଘରୋଇ ଦଳର ଲକ୍ଷ୍ୟ ରହିବ। ଏହି ମ୍ୟାଚ…
ସଫା ଓ ସାଫା
ଯେଉଁଠି ରହିବା ସେଇଠି ସଫା ରହିବା ଉଚିତ। ଆମ ଚାରିପଟ ସଫାସୁତରା ରହିଲେ ପରିବେଶ ସୁସ୍ଥ ରହିବ। ଚାରିପଟର ଅର୍ଥ ଆମ ଘର ଓ ବାହାର ଅନ୍ତତଃ ସଫା ରଖିବା ଆମ ଦାୟିତ୍ୱ ଓ କର୍ତ୍ତବ୍ୟ। ଏଥିପାଇଁ ନିରନ୍ତର ପ୍ରୟାସ ରହିବା…
ପାଠପଢ଼ା ଚାପ: ମରୁଛନ୍ତି ପିଲା ପରେ ପିଲା
କୋଟା,୧୨ା୨:ଦେଶର ଅନ୍ୟତମ ଶିକ୍ଷା ନଗରୀ ଭାବେ ପରିଚିତ ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ୧୮ ବର୍ଷୀୟ ଛାତ୍ର ମଙ୍ଗଳବାର ନିଜ ହଷ୍ଟେଲ ରୁମ୍ରେ ଆତ୍ମହତ୍ୟା କରିଛନ୍ତି। ସଓ୍ବାଇ ମାଧୋପୁର ଜିଲାର…
ପ୍ରତିଭା ବଞ୍ଚିରହୁ
ଏହା ସତ୍ୟ ଯେ ପ୍ରତ୍ୟେକ ଶିଶୁ କିଛି ନା କିଛି ସ୍ବତନ୍ତ୍ର ପ୍ରତିଭାର ଅଧିକାରୀ। ଏହାର ଉନ୍ମେଷ ହେବା ଜରୁରୀ। ସମ୍ପ୍ରତି ସମାଜ ଏ ଦିଗରେ ବେଶ୍ ସଚେତନ ଏବଂ ତପତ୍ର ମଧ୍ୟ। ଅତୀତରେ ଏହା ଅତ୍ୟନ୍ତ ସୀମିତ ଥିଲା। ଅଳିଆରୁ…
ଖୁଣ୍ଟପାଲି ଶାଖା କେନାଲରେ ଘାଇ, ଚାଷଜମି ପ୍ରଭାବିତ
ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ):କେନାଲ ଉନ୍ନତିକରଣ ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଏହାର ସୁଫଳ ମିଳୁ ନାହିଁ। ଶାଖା କେନାଲ ଗୁଡ଼ିକରୁ ଆରମ୍ଭ କରି ମୁଖ୍ୟ କେନାଲ ପର୍ଯ୍ୟନ୍ତ ବିଭିନ୍ନ ସମୟରେ ଘାଇ ସୃଷ୍ଟି ହେଉଛି। ଏଥିରୁ କେନାଲ ଉନ୍ନତିକରଣ…
ତେଲଙ୍ଗାନାରେ ନିଲାମ ହେଉଛି ସରପଞ୍ଚ ପଦ
ହାଇଦ୍ରାବାଦ: ତେଲଙ୍ଗାନା ରାଜ୍ୟ ନିର୍ବାଚନ ଆୟୋଗ (ଟିଜିଏସ୍ଇସି) ଦ୍ୱାରା ଖୁବ୍ଶୀଘ୍ର ରାଜ୍ୟର ଗ୍ରାମ ପଞ୍ଚାୟତ ନିର୍ବାଚନ ନେଇ ଘୋଷଣା କରାଯିବ। ତେବେ ଗ୍ରାମଗୁଡ଼ିକରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ସହ ନିର୍ବାଚନ ଖର୍ଚ୍ଚ ବଞ୍ଚାଇବା ଉଦ୍ଦେଶ୍ୟରେ ସରପଞ୍ଚ ପଦ ପାଇଁ ସର୍ବସମ୍ମତି ନିର୍ବାଚନକୁ ତେଲଙ୍ଗାନା…
ରଣବୀର, ସମୟଙ୍କୁ ଏନ୍ସିଡବ୍ଲ୍ୟୁ ସମନ
ନୂଆଦିଲ୍ଲୀ/ମୁମ୍ବାଇ, ୧୨।୨: ୟୁଟ୍ୟୁବ୍ ରିଆଲିଟି ଶୋ’ ‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ର ଏକ ଏପିଶୋଡ୍ରେ ଲୋକପ୍ରିୟ ୟୁଟ୍ୟୁବର୍ ରଣବୀର ଆହ୍ଲାବାଦିଆ ଗେଷ୍ଟ ପାନେଲିଷ୍ଟ ଭାବେ ଯୋଗଦେଇ ମା’ବାପାଙ୍କୁ ନେଇ ଅଶ୍ଳୀଳ ମନ୍ତବ୍ୟ ଦେଇଥିଲେ, ଯାହାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଘଟଣାକୁ ନେଇ…
ଏଆଇରେ ସ୍ବଚ୍ଛତା ବଢ଼ାଇବା ପାଇଁ ବୈଶ୍ୱିକ ଢାଞ୍ଚା ପ୍ରସ୍ତୁତ ହେଉ: ମୋଦି
ପ୍ୟାରିସ୍,୧୨।୨: ମୁକ୍ତ ଉତ୍ସ ଆଧାରରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପାଇଁ ଏକ ବୈଶ୍ୱିକ ଢାଞ୍ଚା ପ୍ରସ୍ତୁତ କରିବା ଦିଗରେ ସାମୂହିକ ଉଦ୍ୟମ ହେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାବି କରିଛନ୍ତି। ଏହା ଏଆଇରେ ବିଶ୍ୱାସ ଏବଂ ସ୍ବଚ୍ଛତା ବଢ଼ାଇବା…
ଇସ୍ପାତ, ଆଲୁମିନିୟମ ଟାରିଫ୍ ବଢ଼ାଇଲେ ଟ୍ରମ୍ପ୍
ଓ୍ବାଶିଂଟନ/ବ୍ରସେଲ୍ସ,୧୨।୨: ବିଦେଶରୁ ଆମଦାନୀ ହେଉଥିବା ଇସ୍ପାତ ଓ ଆଲୁମିନିୟମ୍ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ନିର୍ଦ୍ଦେଶନାମାରେ ସ୍ବାକ୍ଷର କରିଛନ୍ତି। ମାର୍ଚ୍ଚ ୧୨ରୁ ଏହି ନୂଆ ଟାରିଫ୍ ଲାଗୁ ହେବାକୁ ଯାଉଛି। ୟୁରୋପ…
BCCIର ବଡ଼ ଘୋଷଣା, ଟିମ୍ ଇଣ୍ଡିଆକୁ ଲାଗିଲା ବଡ଼ ଝଟ୍କା
ନୂଆଦିଲ୍ଲୀ,୧୧।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଛି ବଡ଼ ଝଟ୍କା। ଟିମ ଇଣ୍ଡିଆର ଷ୍ଟାର ଫାଷ୍ଟ ବୋଲର ଜସପ୍ରିତ ବୁମରାହ ଏହି ଟୁର୍ନାମେଣ୍ଟରେ ଖେଳିପାରିବେ କି ନାହିଁ ସେନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଅଷ୍ଟ୍ରେଲିଆ ଗସ୍ତର ଶେଷ…
ବିବାହର ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ , ଗର୍ଭପାତ ପାଇଁ ଚାପ ପକାଇ ବନ୍ଧାହେଲେ ପ୍ରେମିକ
ରାଜକନିକା,୧୧ା୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଦିନକୁ ଦିନ ପ୍ରେମ ଓ ପ୍ରତାରଣା ମାମଲା ବଢ଼ିବାରେ ଲାଗିଛି। ଏ ନେଇ ଥାନା ଅଞ୍ଚଳରେ ସୋମବାର ଏମିତି ଏକ ପ୍ରେମ, ବିବାହ ପ୍ରତିଶ୍ରୁତି ପରେ ଗର୍ଭବତୀ ଓ ଧୋକା…
ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇପାରେ
ନୂଆଦିଲ୍ଲୀ/ଇମ୍ଫାଲ,୧୧।୨: ମଣିପୁରରେ ଜାତିଆଣ ହିଂସା ଆରମ୍ଭ ହେବାର ପ୍ରାୟ ୨ ବର୍ଷ ପରେ ଗତ ରବିବାର ମୁଖ୍ୟମନ୍ତ୍ରୀ ପଦରୁ ଏନ୍. ବୀରେନ୍ ସିଂ ଇସ୍ତଫା ଦେଇଥିଲେ। ଇତିମଧ୍ୟରେ ୨ ଦିନ ବିତିଥିଲେ ମଧ୍ୟ ଭାଜପା କେନ୍ଦ୍ରୀୟ ନେତୃତ୍ୱ ନୂଆ ମୁଖ୍ୟମନ୍ତ୍ରୀ ଚୟନ…
Archives


