ହଠାତ୍ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍, ଘଟଣାସ୍ଥଳରେ…
ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଛି। ପ୍ରାଥମିକ ସୂଚନା ଅନୁଯାୟୀ, ଟ୍ରକ୍ଟିର ଟାୟାର…
ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା
ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ ଜନତା ପାର୍ଟି (CJP) ଗୁରୁବାର ନିଜର ଭବିଷ୍ୟତ ରଣନୀତି ଏବଂ ଦେଶବ୍ୟାପୀ ସଂଗଠନ…
ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା
ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ ପର୍ଯ୍ୟନ୍ତ ଦେଖିବାକୁ ମିଳୁଛି। ଫେବୃଆରୀ ମାସରେ ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ…
୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…
ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍ରେ ମାତ୍ର ୭୪ ରନ୍ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ ଲକ୍ଷ୍ୟ ହାସଲ କରିଛି। ଫଳସ୍ବରୂପ, ଦୁଇ ମ୍ୟାଚ୍ର ଟେଷ୍ଟ ସିରିଜ ୧-୧ରେ ଡ୍ର’…
ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍ ବନିଯିବେ ଧନୀ!
ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ। ଗୁରୁବାର ଭଗବାନ ବିଷ୍ଣୁଙ୍କ ପୂଜାର ଦିନ ହୋଇଥିବାରୁ ଏହା ସୁଖ, ସମୃଦ୍ଧି ଏବଂ…
‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!
ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି ଅନୁସାରେ, ଏହି କାର୍ଯ୍ୟକ୍ରମର ସମ୍ଭାବ୍ୟ ପ୍ରଭାବ ସମ୍ପର୍କରେ ସେ ପୂର୍ବରୁ ଭାରତ ସରକାରଙ୍କୁ…
ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ
ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ ପକ୍ଷରୁ ଖେଳି ବଟଲର ୫୧ ରନର ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ପାରି…
ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍ ଉପରେ…
ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା ହେବାର ବିପଦ ରହିଛି। ଏହି ସୂଚନା କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏକ ଲିଖିତ…
ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ
ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ…
ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!
ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଦାବି କରିଛନ୍ତି ଯେ ଦେଶରେ ଦୋଷୀ ସାବ୍ୟସ୍ତ ଆତଙ୍କବାଦୀମାନଙ୍କୁ ଖଲାସ…
ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…
ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨ ମି.ମି ବର୍ଷା ରେକର୍ଡ।ବିଭିନ୍ନ ଅଂଚଳ ଜଳମଗ୍ନ, ଘରେ ପାଣି ପଶିଥିବା ସୂଚନା ମିଳିଛି।ମଧ୍ୟରାତିରୁ…
ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ
ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ ନେଇ ଗଠିତ ଉପଖଣ୍ଡରେ ପ୍ରତିଭାବାନ ଖେଳାଳି ଥିଲେ ମଧ୍ୟ ଉନ୍ନତ କ୍ରୀଡ଼ା ଭିତ୍ତିଭୂମି,…

