Home Left

ଭାରତ ଫେରୁଛନ୍ତି ବିଦେଶୀ ନିବେଶକ

ଭୁବନେଶ୍ୱର, ୯ା୧୨(ଅନୁରାଧା ମହାରଣା): ବିଦେଶୀ ନିବେଶକ ଭାରତ ଫେରୁଥିବାବେଳେ ଡିସେମ୍ବର ପ୍ରଥମ ସପ୍ତାହରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫପିଆଇ)ଙ୍କ ଦ୍ୱାରା ବୃହତ୍‌ ନିଟ୍‌ ନିବେଶ ଭାରତୀୟ ଷ୍ଟକ ବଜାରରେ ଏକ ସକାରାତ୍ମକ ସଙ୍କେତ ଭାବରେ ଦେଖାଯାଉଛି। କ୍ରମାଗତ ଦୁଇମାସ ପରେ ବର୍ତ୍ତମାନ ଏଫପିଆଇର…

ସିଷ୍ଟମେଟିକ୍‌ ଇନ୍‌ଭେଷ୍ଟମେଣ୍ଟ ପ୍ଲାନ୍‌ରେ ନିବେଶକୁ ଗୁରୁତ୍ୱ

ନୂଆଦିଲ୍ଲୀ,୯।୧୨ (ଅଭୟ ଦାଶ): ବର୍ତ୍ତମାନ ସମୟରେ ଏକ ଉନ୍ନତ ଅବସର ପାଣ୍ଠି ଗଠନ କରିବା ପାଇଁ ଆଗୁଆ ପ୍ରସ୍ତୁତି ହେବା ସହିତ ଇକ୍ୱିଟି ମ୍ୟୁଚୁଆଲ ଫଣ୍ଡ, ଡେବ୍‌ଟ ମ୍ୟୁଚୁଆଲ ଫଣ୍ଡ ଓ ହାଇବ୍ରିଡ ଫଣ୍ଡ୍‌ଗୁଡ଼ିକୁ ରିସ୍କ ଓ ରିଟର୍ନ ମଧ୍ୟରେ ସନ୍ତୁଳନ ରକ୍ଷା…

୪ ଦିନରେ ୭୫୦ କୋଟି

ହାଇଦ୍ରାବାଦ: ରିଲିଜ୍‌ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍‌’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର…

ସୁନୀତା ଉଇଲିୟମ୍ସଙ୍କ ପୃଥିବୀ ପ୍ରତ୍ୟାବର୍ତ୍ତନ: ଆଶା ଓ ଆଶଙ୍କା

ସୁତରାଂ ଯାହା ଥିଲା ମାତ୍ର ୮ ଦିନ କାଳର ଏକ ସଂକ୍ଷିପ୍ତ ଅଭିଯାନ ତାହା ଏବେ ପ୍ରଯୁକ୍ତିଗତ ତ୍ରୁଟି ଜନିତ କାରଣରୁ କିଛି ମାସ ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବାକୁ ଯାଉଛି। ତେବେ ପ୍ରଶ୍ନ ହେଉଛି, ଅଟକି ରହିଥିବା ମହାକାଶଚାରୀଙ୍କ ରହଣିସ୍ଥଳୀ ସ୍ପେସ୍‌…

ଖାଦ୍ୟରେ ଗ୍ଲାଇସିମିକ୍‌ ଇଣ୍ଡେକ୍ସ ଓ ଡାଇବେଟିସ୍‌ ନିୟନ୍ତ୍ରଣ

ରକ୍ତରେ ଗ୍ଲୁକୋଜର ଉପସ୍ଥିତିକୁ ଡାକ୍ତରୀ ଭାଷାରେ କୁହାଯାଏ ‘ଗ୍ଲାଇସିମିଆ’। ରକ୍ତରେ ଗ୍ଲୁକୋଜ ସ୍ବାଭାବିକ ମାତ୍ରାଠାରୁ ବଢ଼ିଗଲେ ତାହା ‘ହାଇପରଗ୍ଲାଇସିମିଆ’ ଏବଂ ସ୍ବାଭାବିକ ମାତ୍ରାଠାରୁ କମିଗଲେ ତାହା ‘ହାଇପୋଗ୍ଲାଇସିମିଆ’। ଅଧିକାଂଶ ଖାଦ୍ୟଦ୍ରବ୍ୟରେ ଊଣାଅଧିକେ ଶ୍ୱେତସାର ବା କାର୍ବୋହାଇଡ୍ରେଟ୍‌ ରହିଥାଏ। ଏହି କାର୍ବୋହାଇଡ୍ରେଟ୍‌ ରକ୍ତରେ…

ଭାରତର ପ୍ରଥମ ଏଆଇ ମା’

ନୂଆଦିଲ୍ଲୀ: ଧୀରେ ଧୀରେ ଭର୍ଚୁଆଲ୍‌ ଇନ୍‌ଫ୍ଲୁଏନ୍ସରମାନେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଗୁଡ଼ିକରେ ନିଜ ନିଜର ପ୍ରଭାବ ବିସ୍ତାର କରିବା ଆରମ୍ଭ କରିଛନ୍ତି। ସମ୍ପ୍ରତି କାବ୍ୟା ମେହେରା ନାମ୍ନୀ ଜଣେ ଭର୍ଚୁଆଲ୍‌ ଇନ୍‌ଫ୍ଲୁଏନ୍ସର ମଧ୍ୟ ଇନ୍‌ଷ୍ଟାଗ୍ରାମରେ ନିଜ ଭିଡିଓ ପୋଷ୍ଟ କରି ବେଶ୍‌ ଭାଇରାଲ…

ନିର୍ବାଚନ ଜିତିଲେ ଘାନାର ପୂର୍ବତନ ରାଷ୍ଟ୍ରପତି ଜନ୍‌ ମହାମା

ଆକ୍ରା,୯ା୧୨: ଘାନାରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଜନ୍‌ ଡ୍ରାମାନି ମହାମା ବିଜୟୀ ହୋଇଛନ୍ତି। ତାଙ୍କ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଥିବା ଉପରାଷ୍ଟ୍ରପତି ମହମୁଦୁ ବାୟୁମିଆ ପରାଜୟ ସ୍ବୀକାର କରିଛନ୍ତି। ଏଥର ଘାନା ଜନସାଧାରଣ ପରିବର୍ତ୍ତନ ପାଇଁ ଭୋଟ ଦେଇଥିଲେ। ଆମେ ଏହାକୁ…

୧୦ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗଦିଅ ନ ହେଲେ ୧୧ରେ ସସ୍‌ପେଣ୍ଡ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସରଙ୍କ ଲାଗି ବାହାରୁଥିବା ବଦଳି ନିର୍ଦ୍ଦେଶକୁ ଅଧିକାଂଶ ପାଳନ କରୁନାହାନ୍ତି, ଏନେଇ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍‌ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଶୁଣାଇ ଦିଆଯାଇଛି। କେତେଜଣ ଅଫିସର ବଦଳି ନିୟମ…

ଜର୍ଜ ସୋରୋସ୍‌ ଫାଉଣ୍ଡେଶନ ପାଣ୍ଠି ଯୋଗାଉଥିବା ସଂଗଠନ ସହ ସୋନିଆ ସମ୍ପୃକ୍ତ: ଭାଜପା

ନୂଆଦିଲ୍ଲୀ,୯ା୧୨(ପି.ଟି.): ଜର୍ଜ ସୋରୋସ୍‌ ଫାଉଣ୍ଡେଶନ୍‌ ପାଣ୍ଠି ଯୋଗାଉଥିବା ଏକ ସଂଗଠନ ସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମ୍ପୃକ୍ତ ବୋଲି ଭାଜପା ରବିବାର ଅଭିଯୋଗ କରିଛି। କଶ୍ମୀର ସ୍ବାଧୀନ ରାଷ୍ଟ୍ର ବିଚାରଧାରାକୁ ଏହି ସଂଗଠନ ସମର୍ଥନ କରୁଛି। ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ…

ଆଫ୍ରିକୀୟ ଦେଶରେ ବ୍ୟାପୁଛି ରହସ୍ୟମୟ ରୋଗ: ମାସକରେ ୧୪୩ ଜଣଙ୍କ ମୃତ୍ୟୁ

ବ୍ରାଜାଭିଲେ,୮ା୧୨: ଆଫ୍ରିକୀୟ ଦେଶ କଙ୍ଗୋରେ ରହସ୍ୟମୟ ରୋଗରେ ମାସକରେ ୧୪୩ ଜଣଙ୍କ ମୃତ୍ୟୁ ଘଟିଲାଣି। ଗତ ଅକ୍ଟୋବରରୁ କଙ୍ଗୋର କ୍ୱାଙ୍ଗୋ ପ୍ରଦେଶରେ ଅନୂ୍ୟନ ୩୭୬ ଜଣ ଏହି ଅଜଣା ରୋଗରେ ସଂକ୍ରମିତ ହୋଇଛନ୍ତି। ସେମାନଙ୍କଠାରେ ଜ୍ୱର, ଅତ୍ୟଧିକ ମୁଣ୍ଡବିନ୍ଧା ଆଦି ଲକ୍ଷଣ…

କଣ୍ଟେନର ଧକ୍କାରେ ମହିଳା ମୃତ, ଅଳ୍ପକେ ବର୍ତ୍ତିଲେ ସ୍ୱାମୀ ଓ ପୁଅ

ଗୋପାଳପୁର ୮।୧୨(ନବୀନ ରାଜ ଆଚାରୀ): ରବିବାର ଗଞ୍ଜାମ ଜିଲା 16 ନ ଜାତୀୟ ରାଜପଥ ଗୋପାଳପୁର ଥାନା ଅଧିନସ୍ଥ ପୋକଡିବନ୍ଦ ଛକ ଚର୍ଚ୍ଚ ନିକଟରେ କଣ୍ଟେନର ବାଇକ ପଛପଟୁ ଧକ୍କା ଦେବାରୁ ଜଣେ ମହିଳାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ…

ମକା ମିଲିଂ ବେଳେ ଅଘଟଣ: ମେଶିନରେ ଚାପି ହୋଇଗଲା ନାବାଳକଙ୍କ ଗୋଡ଼

ଝରିଗାଁ,୮।୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କରଲାପଡା ଗ୍ରାମରେ ରବିବାର ଏକ ଅଘଟଣ ଘଟିଛି। ମକା ମିଲିଂ ବେଳେ ଜଣେ ନାବାଳକଙ୍କ ଡାହାଣ ଗୋଡ଼ ମେଶିନରେ ପଶିଯିବାରୁ ସେ ଗୁରୁତର ହୋଇଛନ୍ତି। ନାବାଳକ ଜଣକ ହେଲେ କରଲାପଡ଼ା ଗ୍ରାମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri