Home Left

ଖାନ ସାର୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ପାଟନା,୭।୧୨: ବିହାରର ଜଣେ ଚର୍ଚ୍ଚିତ ଶିକ୍ଷାବିତ୍‌ ତଥା ତାଙ୍କର ଭିନ୍ନ ଶିକ୍ଷଣ େ ଶଳୀ ପାଇଁ ଜଣାଶୁଣା ଖାନ ସାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ସେ ଅସୁସ୍ଥ ହେବା ପରେ ତାଙ୍କୁ ପାଟଣାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି…

ଉପବାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୭।୧୨: ଉପବାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ମହାପ୍ରଭୁଙ୍କ ଅଧିବାସ ପୂଜାକୁ ନେଇ ମତ ପାର୍ଥକ୍ୟ ପାଇଁ ଆଜି ସକାଳ ମଙ୍ଗଳ ଆଳତିଠାରୁ ସମସ୍ତ ନୀତିକାନ୍ତି ବନ୍ଦ ରହିଛି। ଏହାକୁ ନେଇ ବିଭିନ୍ନ ମହଲରେ…

ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ: ମମତା ଇଣ୍ଡିଆ ଗଠବନ୍ଧନର ମୁଖ୍ୟ ହେଲେ…

ନୂଆଦିଲ୍ଲୀ,୭।୧୨: ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗର ସିଏମ ମମତା ବାନାର୍ଜୀ କହିଛନ୍ତି ଯେ ଯଦି ସୁଯୋଗ ଦିଆଯାଏ ତେବେ ସେ ଇଣ୍ଡିଆ ଗଠବନ୍ଧନର ନେତୃତ୍ୱ ନେଇପାରିବେ। ଏହା ଉପରେ ଜନସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର କହିଛନ୍ତି , ମମତା ବାନାର୍ଜୀ ଜଣେ…

ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଖଡ଼ିଆଳ ବିଧାୟକ

ଖଡ଼ିଆଳ,୭ା୧୨(ସୁଜିତ କୁମାର ପ୍ରଧାନ) ନୂଆପଡ଼ା ଜିଲାର ଖଡ଼ିଆଳ ମିଶନ ହସ୍ପିଟାଲ (ଇଭାଞ୍ଜିକାଳ)କୁ ଗୋପବନ୍ଧୁ ଜନ ଆରୋଗ୍ୟ ସ୍ବାସ୍ଥ୍ୟ ଯୋଜନାରେ ସାମିଲ କରିବା ପାଇଁ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହଲିଙ୍ଗଙ୍କୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ, ମୁମ୍ବାଇ ପୋଲିସକୁ ମିଳିଲା ବାର୍ତ୍ତା, ଯାଞ୍ଚ ଆରମ୍ଭ

ମୁମ୍ବାଇ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦିଆଯାଇଛି। ଶନିବାର ହ୍ବାଟସ ଆପରେ ମୁମ୍ବାଇ ପୋଲିସ ଏହି ବାର୍ତ୍ତା ଗ୍ରହଣ କରିଛି। ଏହି ବାର୍ତ୍ତା ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଅନୁସନ୍ଧାନରୁ ଜଣାପଡିଛି ଯେ ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା କରିବାର…

ଟ୍ରାଭିସ ହେଡଙ୍କୁ କାହିଁକି ଗାଳିଦେଲେ ମହମ୍ମଦ ସିରାଜ? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୭।୧୨: ଆଡିଲେଡରେ ଖେଳାଯାଉଥିବା ଦିନରାତି ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ଏକ ଚମତ୍କାର ଶତକ ଖେଳିଥିଲେ। ଏହି ଇନିଂସ ଭାରତର ଚିନ୍ତାକୁ ବଢାଇ ଦେଇଥିଲା। ହେଡଙ୍କ ଶତକ ସହିତ ଅଷ୍ଟ୍ରେଲିଆ ଭାରତ ଉପରେ ଅଗ୍ରଣୀ ହାସଲ କରିଛି ଏବଂ…

୩ ଦିନିଆ କେନ୍ଦୁଝର ଗସ୍ତରେ ପଶ୍ଚିମାଞ୍ଚଳ ଡିଆଇଜି, ଜିଲାର ବିଭିନ୍ନ ଥାନାକୁ ଯାଇ କଲେ ସମୀକ୍ଷା

କେନ୍ଦୁଝର,୭।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ପଶ୍ଚିମାଞ୍ଚଳ ଡିଆଇଜି ୩ ଦିନିଆ କେନ୍ଦୁଝର ଗସ୍ତରେ ଆସି ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ଜିଲାର ବିଭିନ୍ନ ଥାନାକୁ ଯାଇ ଡିଆଇଜି ବ୍ରିଜେଶ କୁମାର ରୟ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ ନିତିନ…

ରାଜ୍ୟ ସଭା ନା ଲୋକ ସଭା ଏମପି କିଏ ପାଆନ୍ତି ଅଧିକ ଦରମା, ଟଙ୍କା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୭।୧୨: ଭାରତରେ ଲୋକ ସଭା ଓ ରାଜ୍ୟ ସଭା ଉଭୟ ଗୃହର ବିଭିନ୍ନ ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ହୁଅନ୍ତି ଏବଂ ସେମାନଙ୍କର କାର୍ଯ୍ୟଶୈଳୀ ମଧ୍ୟ ଭିନ୍ନ ଅଟେ। ତେବେ ଏମପିଙ୍କ ଦରମା ଏବଂ ଅନ୍ୟାନ୍ୟ ସୁବିଧା ବିଷୟରେ ଅନେକ ପ୍ରଶ୍ନ ଲୋକମାନଙ୍କ…

ଜାଣନ୍ତୁ ୩ ବର୍ଷରେ ଜଗାକୁ ଶ୍ରଦ୍ଧାାଳୁ ଦେଇଛନ୍ତି କେତେ କୋଟି, ହୁଣ୍ଡିରେ…

ପୁରୀ,୭।୧୨: ଦାନ ସୂତ୍ରରେ ମହାପ୍ରଭୁ ଜଗନ୍ନାଥଙ୍କୁ ୩ ବର୍ଷରେ ମିଳିଛି ୧୧୩ କୋଟି। ମହାପ୍ରଭୁ ଜଗନ୍ନାଥଙ୍କ ହୁଣ୍ଡିରୁ କେତେ ଟଙ୍କା ଆଦାୟ ହେଉଛି ଏ ନେଇ ବିଧାନସଭାରେ ବିସ୍ତୁତ ତଥ୍ୟ ସାମ୍ନାକୁ ଆସିଛି। ଗତ ତିନି ବର୍ଷରେ ଶହେ କୋଟିରୁ ଅଧିକ…

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ହେଉଥିବା ହିଂସାକୁ ନେଇ ଚମକାଇବା ଭଳି ବୟାନ ଦେଲେ ଫାରୁକ ଅବଦୁଲ୍ଲା

ଶ୍ରୀନଗର,୭।୧୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରଠାରୁ ସେଠାରେ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଉଛି। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଲଗାତାର ଆକ୍ରମଣ ହେବାର ଖବର ରହିଛି। ଏହି ପ୍ରସଙ୍ଗରେ ସମଗ୍ର ଦେଶରେ କ୍ରୋଧର ନିଆଁ ଜଳୁଛି। ଏବେ, ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହେଉଥିବା…

PAN 2.0: ନୂଆ ପାନ କାର୍ଡରେ ଆଧାର ଲିଙ୍କ୍‌ କରିବା ଜରୁରୀ କି? ନହେଲେ କଟିଯିବ…

ନୂଆଦିଲ୍ଲୀ,୭।୧୨: PAN 2.0 ଆସିବା ପରେ PAN କୁ ଆଧାର ସହିତ ଲିଙ୍କ କରିବା ଆବଶ୍ୟକ କି? ଏହାକୁ ନେଇ ପୁଣି ଦ୍ୱନ୍ଦ୍ୱ ଦେଖାଦେଇଛି। ନୂଆ ପାନ କାର୍ଡକୁ ପୁରୁଣା ପାନ କାର୍ଡ ଭଳି ଆଧାର ସହ ଲିଙ୍କ କରିବାକୁ ପଡ଼ିବ…

ବାଂଲାଦେଶରେ ହିନ୍ଦୁ ମନ୍ଦିରରେ ଲଗାଇ ଦେଲେ ନିଆଁ, ଜଳିଗଲା ଅନେକ ମୂର୍ତ୍ତି!

ଢାକା,୭।୧୨: ବାଂଲାଦେଶରେ ହିନ୍ଦୁମାନଙ୍କୁ ନିରନ୍ତର ଟାର୍ଗେଟ କରାଯାଉଛି। ହିନ୍ଦୁମାନଙ୍କ ଘର ଜାଳିବା ବ୍ୟତୀତ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା ଘଟଣା ମଧ୍ୟ ଅନେକ ଥର ସାମ୍ନାକୁ ଆସିଥିଲା। ଏବେ ପୁଣି ଥରେ ଇସ୍କନ ମନ୍ଦିର ଉପରେ ଆକ୍ରମଣ ହୋଇଛି। ଇସ୍କ ନିଜେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri