ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ
ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର ଜଣେ ଯୁବକଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଥିବା ଜଣାପଡିଛି। ପୋଲିସ…
ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ
ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ ବୟସ୍କ କ୍ରିକେଟର ଭାବରେ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇ ଦେଇଛନ୍ତି। ଡେବ୍ୟୁ କରିବାର…
ଗ୍ରହଣ ସମୟରେ ଭଗବାନଙ୍କ ମୂର୍ତ୍ତୀ ଛୁଇଁବାକୁ କାହିଁକି ବାରଣ କରାଯାଏ? ସତ ଜାଣିଲେ…
ଶ୍ରାବଣର ପବିତ୍ର ମାସ ଭଗବାନ ଶିବଙ୍କ ଆରାଧନା ପାଇଁ ଅତ୍ୟନ୍ତ ଖାସ୍ ବୋଲି ମାନାଯାଏ। ଏହି ସମୟରେ ସାରା ଦେଶର ଶିବ ମନ୍ଦିରଗୁଡ଼ିକରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ଶ୍ରାବଣରେ ପୂଜା-ପାଠ ଏବଂ ଧାର୍ମିକ ଅନୁଷ୍ଠାନ ମଧ୍ୟରେ ଗ୍ରହଣକୁ ନେଇ ମଧ୍ୟ…
ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ
ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ ଭାବେ ଚୟନ ହୋଇଛନ୍ତି। ତାଙ୍କ ଏହି ଚୟନକୁ ନେଇ ଅଞ୍ଚଳରେ ଆନନ୍ଦର ପରିବେଶ…
ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ! ୧୭ ଅଗଷ୍ଟ ପର୍ଯ୍ୟନ୍ତ ରହିବନି କୌଣସି ପ୍ରକାରର ଟେନସନ, ୩ ରାଶିରେ ଟଙ୍କା ବର୍ଷା…
ଗ୍ରହରାଜ ସୂର୍ଯ୍ୟଦେବ, ଅଶ୍ଲେଷା ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଯାହାର ସ୍ୱାମୀ ନିଜେ ସ୍ୱୟଂ ବୁଧ ଦେବ ଅଟନ୍ତି । ଏହି ନକ୍ଷତ୍ରରେ ସୂର୍ଯ୍ୟ ଦେବ ୧୭ ଅଗଷ୍ଟ ଯାଏ ରହିବେ । ଏହାପରେ ସେ ମଘା ନକ୍ଷତ୍ରରେ ପ୍ରବେଶ…
ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା
ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ ଅଂଶଗ୍ରହଣ କରିଥିଲେ। ତେବେ ଖାଲିଥିବା ଆସନ ପାଇଁ ଜଣେ ଲେଖାଏ ପ୍ରାର୍ଥୀ ନାମାଙ୍କନ…
ଗ୍ରୀକ୍ ଓ ଭାରତୀୟ ନାଟ୍ୟକଳାରେ ବିବିଧତା
ଚୀନ ଗ୍ରୀସ୍ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ, ସଙ୍ଗୀତ ଏବଂ ମାନବୀୟ ଭାବନାର ଅଭିବ୍ୟକ୍ତି ସମ୍ପର୍କରେ ଉନ୍ନତ ଧାରଣା ବିକଶିତ କରିଥିଲେ।…
ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…
ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍ ସୋନମ ୱାଙ୍ଗଚୁକ ନିଜର ଅନଶନ ଭାଙ୍ଗିବା ପଛର ପୂରା କାହାଣୀ ସାମ୍ନାକୁ ଆଣିଛନ୍ତି। ଗୁରୁଗ୍ରାମର ଏକ ହସ୍ପିଟାଲରେ…
ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍ ଆର୍ମଷ୍ଟ୍ରଙ୍ଗ୍ଙ୍କ ପିଲାଦିନର ଘର ବିକ୍ରି ହେବ
ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍ ଆର୍ମଷ୍ଟ୍ରଙ୍ଗ୍ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା ଆମେରିକାର ଓହିୟୋସ୍ଥିତ ଦୁଇମହଲା ବାସଭବନଟି ଏବେ ବିକ୍ରି ହେବାକୁ ଯାଉଛି। ଗତ ପ୍ରାୟ…
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍
ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଡାକ୍ତରୀ ସିଟ୍ ସଂଖ୍ୟା ବୃଦ୍ଧିକୁ ଗୁରୁତ୍ୱ ଦେଉଛନ୍ତି। ଗତ…
ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ
ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର ବ୍ୟକ୍ତିଙ୍କୁ ‘ଜଗନ୍ନାଥ ମନ୍ଦିର ସ୍କ୍ବାଡ୍୍’ରେ ନିଯୁକ୍ତି ଦିଆଯିବ। ଏହି ପତ୍ରରେ ଶ୍ରୀମନ୍ଦିର ମୁଖ୍ୟ…
ଆୟୁଷ୍ମାନ୍ କାର୍ଡରେ କ୍ୟାନ୍ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ
ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍ସର କେୟାର ଅଭିଯାନ ଅଧୀନରେ ଆଉ ୯୧ଟି ସ୍ବତନ୍ତ୍ର କ୍ୟାନ୍ସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ…

