ଦ୍ୱିତୀୟ ସ୍ବାମୀଙ୍କଠାରୁ ଭରଣପୋଷଣ ପାଇବାକୁ ମହିଳା ହକ୍ଦାର: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୮।୨: ଜଣେ ମହିଳାଙ୍କ ପୂର୍ବ ବିବାହ ଆଇନତଃ କାଏମ୍ ରହିଥିଲେ ମଧ୍ୟ ସିଆର୍ପିସିର ଧାରା ୧୨୫ ଅନୁଯାୟୀ ସେ ତାଙ୍କ ଦ୍ୱିତୀୟ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି କରିବାକୁ ହକ୍ଦାର ବୋଲି ସୁପ୍ରମକୋର୍ଟ କହିଛନ୍ତି। ଜଷ୍ଟିସ୍ ବି.ଭି. ନାଗରତ୍ନା ଏବଂ ସତୀଶ ଚନ୍ଦ୍ର…
ଆଉ ୩ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍
ଦେଇର୍ ଅଲ୍-ବଲାହ,୮।୨: ଯୁଦ୍ଧବିରତି ଚୁକ୍ତିନାମା ଅନୁଯାୟୀ ହମାସ୍ ଶନିବାର ଆଉ ୩ଜଣ ପଣବନ୍ଦୀଙ୍କୁ ମୁକ୍ତ କରିଛି। ଏହି ଇସ୍ରାଏଲୀ ପଣବନ୍ଦୀମାନଙ୍କୁ ରେଡ୍କ୍ରସକୁ ହସ୍ତାନ୍ତର କରାଯାଇଛି। ଚୁକ୍ତିନାମା ଅନୁଯାୟୀ ଇସ୍ରାଏଲ୍ ପାଲେଷ୍ଟିନୀୟ ବନ୍ଦୀମାନଙ୍କୁ ମୁକ୍ତ କରିବ। ମୁକ୍ତ ହୋଇଥିବା ଇସ୍ରାଏଲୀ ପଣବନ୍ଦୀଙ୍କୁ ଡାକ୍ତରୀ…
ଫେବୃଆରୀ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୮।୨: ଫେବୃଆରୀ ୧୦ ତାରିଖରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି l…
ଦିଲ୍ଲୀରେ ବମ୍ପର ବିଜୟ: କେନ୍ଦୁଝର ଭାଜପା ପାଳୁଛି ବିଜୟ ଉତ୍ସବ
କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିଲ୍ଲୀରେ ଭାଜପାର ଜବରଦସ୍ତ ବିଜୟ ପରେ କେନ୍ଦୁଝର ଭାଜପା ପକ୍ଷରୁ ଶନିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟ ଉତ୍ସବ ପାଳିତ ହୋଇଛି। ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ ଏବଂ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ…
ବିଲରେ ମହିଳାଙ୍କୁ ଚାପିଦେଲା ଟ୍ରାକ୍ଟର, ଆଉ ତା’ପରେ..
ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନ ଦେଶ ପଥର୍ଲା ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରାକ୍ଟର ଚାପାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ, ଉକ୍ତ ଗ୍ରାମର ଭାରତୀ ପ୍ରଧାନ।…
ବାଇକ୍କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ଏକାମ୍ର ଛକନିକଟରେ ଶନିବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିିଛି। ଘଟଣାସ୍ଥଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ, ସୋନପୁର ଜିଲା ରାମପୁରର ରଘୁବୀର ବଗର୍ତ୍ତୀ। ସେହିପରି ତାଙ୍କ ସହିତ ବାଇକ୍ରେ ବସିଥିବା ଅନ୍ୟଜଣେ…
ଭାଜପା ପାଳିଲା ବିଜୟ ଉତ୍ସବ
ଗଞ୍ଜାମ,୮ା୨(ବିଦ୍ୟାଧର ସାହୁ): ଦୀର୍ଘ ୨୬ ବର୍ଷ ପରେ ଦିଲ୍ଲୀରେ ସରକାର ଗଠନ କରିବ ଭାଜପା। ନିର୍ବାଚନରେ ଭାଜପା ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମେଜିକ୍ ସଂଖ୍ୟା ୪୮ ବିଧାୟକ ପାଇସାରିଛି। ଦିଲ୍ଲୀରେ ଭାଜପାର ବିପୁଳ ବିଜୟ ପରେ ଗଞ୍ଜାମ ସହରରେ…
OPTCLର ବଡ଼ ଘୋଷଣା: ରବିବାର ହେବନି ବିଦ୍ୟୁତ୍ କାଟ୍
ବରଗଡ଼,୮ା୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାର ନିଗମ ଲିମିଟେଡ୍(ଓପିଟିସିଏଲ୍) ପକ୍ଷରୁ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ୍ ସବ୍ଷ୍ଟେଶନରେ ବାର୍ଷକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ୍…
ମେଳା ଦେଖି ଫେରିବାବେଳେ ବାଇକ୍କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ
ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ଧାତିକା ଗ୍ରାମର ବିପିନ ଦେଓ, ରବୀନ୍ଦ୍ର ଦେଓ ଓ ବାଦଲ ନାଏକ ଉକ୍ତ ଥାନା…
ଦ୍ରୌପଦୀଙ୍କ ବସ୍ତ୍ରହରଣର ଫଟୋ ପୋଷ୍ଟ କରି AAPକୁ କଟାକ୍ଷ କଲେ ସ୍ବାତୀ ମାଲିଓ୍ବାଲ
ନୂଆଦିଲ୍ଲୀ,୮।୨: ଆମ ଆଦମୀ ପାର୍ଟି ଦିଲ୍ଲୀ ବିଧାନସଭା ନିର୍ବାଚନରେ ପରାସ୍ତ ହୋଇଛି। ଏନେଇ ଆମ ଆଦମୀ ପାର୍ଟିର ରାଜ୍ୟ ସଭା ସଦସ୍ୟ ସ୍ବାତୀ ମାଲିୱାଲ ଟୁଇଟ କରିଛନ୍ତି। ସେ ତାଙ୍କ ଟୁଇଟ୍ରେ ଦ୍ରୌପଦୀଙ୍କ ବସ୍ତ୍ରହରଣର ଫଟୋ ପୋଷ୍ଟ କରି ପରୋକ୍ଷରେ କଟାକ୍ଷ…
ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…
କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ମୁନୁଗାପଦର ଗ୍ରାମର ଯଦୁ ଦଳପତିଙ୍କୁ ତାଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ଦୁଇ ପୁଅ…
ହଠାତ୍ ସନ୍ନ୍ୟାସରୁ ପ୍ରତ୍ୟାବର୍ତ୍ତନ ନେଇ ଘୋଷଣା କରି ଚମକାଇଲେ ଏହି ଖେଳାଳି, ଏବେ ଏହି ଟୁର୍ନାମେଣ୍ଟରେ ଖେଳିବେ
ନୂଆଦିଲ୍ଲୀ,୮।୨: ଭାରତରେ ସବୁଠାରୁ ଲୋକପ୍ରିୟ ଖେଳ ହେଉଛି କ୍ରିକେଟ । ଦେଶରେ ଏହି ଖେଳକୁ ଏକ ଧର୍ମ ଭାବରେ ଦେଖାଯାଏ। ଭାରତୀୟମାମାନେ ଖେଳାଳିମାନଙ୍କୁ ବହୁତ ପ୍ରେମ ଏବଂ ସମ୍ମାନ ଦେଇଥାନ୍ତି। କ୍ରିକେଟ ବ୍ୟତୀତ ଖେଳାଳିମାନେ ଭାରତରେ ଅନ୍ୟ ଅନେକ ଖେଳ ମାଧ୍ୟମରେ…
Archives


