ଗଞ୍ଜେଇ ବ୍ୟବହାର ଯେତିକି କ୍ଷତିକାରକ ଏହାର ବାସ୍ତବତା ତା’ଠାରୁ ବି ଭୟଙ୍କର, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଗଞ୍ଜେଇ ନାଁ ପ୍ରାୟ ସମସ୍ତେ ଊଣା ଅଧିକେ ଜାଣିଥିବେ। ଏହା ଏକ ନିଶାଦ୍ରବ୍ୟ ଏବଂ ପ୍ରଭୁ ମହାଦେବଙ୍କ ପୂଜାରେ ଲାଗେ ବୋଲି ସମସ୍ତେ ଜାଣନ୍ତି। ମାତ୍ର ଏହି ଗଞ୍ଜେଇ ବ୍ୟବହାର ଯେତିକି କ୍ଷତିକାରକ ତା’ଠାରୁ ଏହାର ବାସ୍ତବତା ଆହୁରି ଭୟଙ୍କର। ବିଶେଷକରି…
ନିଜର ସୌକ ପୂରା କରିବାକୁ ମା’ଙ୍କ କୋଟିଏ ଟଙ୍କାର ସୁନାଗହଣାକୁ ଏତିକି ଟଙ୍କାରେ ବିକିଦେଲେ ଝିଅ, ଜାଣିଲେ…
ଆଜିର ସମୟରେ ପିଲାମାନେ ବଡ଼ ହେଉଥିବାରୁ ସମୟ ବିତିବା ସହିତ ସେମାନଙ୍କ ଲାଳନପାଳନ ଏବଂ ବ୍ୟକ୍ତିତ୍ୱ ବିକାଶ ସମ୍ପର୍କରେ ମାତାପିତାଙ୍କ ସମ୍ମୁଖରେ ପ୍ରଶ୍ନ ଉଠାଯାଉଛି। ପିଲାଟିର ଜିଦ୍ ଏବଂ କ୍ରୋଧକୁ କେବଳ ସେତେବେଳେ ନିୟନ୍ତ୍ରଣ କରାଯାଇପାରିବ ଯେତେବେଳେ ମାଆବାପା ଏକ ସକାରାତ୍ମକ…
ବାରବାଟୀରେ ଅଭ୍ୟାସ କଲା ଟିମ୍ ଇଣ୍ଡିଆ
କଟକ,୮।୨: ଜାରି ରହିଛି ଭାରତ-ଇଂଲଣ୍ଡ ଦିନିକିଆ ସିରିଜ। ସିରିଜର ପ୍ରଥମ ମ୍ୟାଚରେ ଇଂଲଣ୍ଡକୁ ହରାଇ ଭାରତ ୧-୦ରେ ଆଗୁଆ ରହିଛି। ଫେବୃଆରୀ ୯ରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦ୍ବିତୀୟ ଦିନିକିଆ ମ୍ୟାଚ୍। ଏନେଇ ଶନିବାର ବାରବାଟୀ ଷ୍ଚାଡିୟମରେ ଟିମ୍ ଇଣ୍ଡିଆ…
ଭିସୁଟ୍ର ନୂଆ କୁଳପତି ନିଯୁକ୍ତ ହେଲେ ପ୍ରଫେସର ଦୀପକ କୁମାର ସାହୁ
ସମ୍ବଲପୁର,୮ା୨(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍)ରେ ନୂତନ କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁ ନିଯୁକ୍ତ ହୋଇଛନ୍ତି। ଓଡ଼ିଶାର ରାଜ୍ୟପାଳ ତଥା କୁଳାଧିପତି ଡ. ହରିବାବୁ କମ୍ଭମ୍ପତି ଶନିବାର ୫୯ ବର୍ଷ ବୟସ୍କ ପ୍ରଫେସର ସାହୁଙ୍କୁ…
କେବଳ ଟୁର୍ନାମେଣ୍ଟ ନୁହେଁ, ଭାରତକୁ ହରାଇବା ପ୍ରକୃତ ଚ୍ୟାଲେଞ୍ଜ; ପାକିସ୍ତାନ ଟିମ୍କୁ ଶେହବାଜଙ୍କ ପରାମର୍ଶ…
ନୂଆଦିଲ୍ଲୀ/ଇସଲାମାବାଦ, ୮।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫କୁ ଆଉ କିଛି ଦିନ ବାକି। ଏହାକୁ ନେଇ ସମସ୍ତ ଦଳ ନିଜ ନିଜ ପ୍ରସ୍ତୁତିରେ ବ୍ୟସ୍ତ। ଏମିତିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ବଡ଼ ବୟାନ ଦେଇଛନ୍ତି। ତାଙ୍କ ଟିମ୍ର ପ୍ରକୃତ ଚ୍ୟାଲେଞ୍ଜ କେବଳ…
ଗ୍ରାମସଭାର ବିନା ଅନୁମୋଦନରେ ଖଣି ସର୍ଭେ, ବନ୍ଦ ପାଇଁ ଅଡ଼ିବସିଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଗ୍ରାମରେ ଖଣି ସର୍ଭେକୁ ନେଇ ଅନେକ ଆଶଙ୍କା ସୃଷ୍ଟି ହୋଇଛି। ଗ୍ରାମବାସୀଙ୍କୁ କୌଣସି ସୂଚନା ନ ଦେଇ ଗ୍ରାମରେ କିଛି ଅଜଣା ବ୍ୟକ୍ତି ପହଞ୍ଚି ନିକଟସ୍ଥ ଗାଁର କିଛି…
ଦିଲ୍ଲୀ ଏବେ ମୁକ୍ତ; ସେ ଅହଂକାରୀ, ନିର୍ଲଜ, ଚରିତ୍ରହୀନ ବ୍ୟକ୍ତିଙ୍କ ପାଇଁ ସମବେଦନା ନାହିଁ: କୁମାର ବିଶ୍ୱାସ
ନୂଆଦିଲ୍ଲୀ,୮।୨:ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ଶୋଚନୀୟ ପରାଜୟ ଉପରେ ପୂର୍ବତନ ଆପ୍ ନେତା ତଥା କବି କୁମାର ବିଶ୍ୱାସ କଟୁ ମନ୍ତବ୍ୟ ଦେଇଛନ୍ତି। କୁମାର ବିଶ୍ୱାସ କହିଛନ୍ତି ଯେ ଏହା ଜଣେ ଅହଂକାରୀ ନେତାଙ୍କ ପରାଜୟ। ଆପ ଦଳର…
Valentine week: ପ୍ରେମ ସପ୍ତାହରେ ସାଥୀଙ୍କ ମନ ଜିଣିବା ପାଇଁ..
ଫେବଆରୀ ପ୍ରଥମ ସପ୍ତାହରୁ ପ୍ରେମ ସପ୍ତାହ ଆରମ୍ଭ ହୋଇଯାଏ ବୋଲି କହିଲେ ଭୁଲ ହେବ ନାହିଁ। ଫେବୃୟାରୀ ୭ ରୋଜ ଡେରୁ ଆରମ୍ଭ କରି ୨୧ ତାରିଖ ବ୍ରେକ୍ଅପ୍ ଡେ ପର୍ଯ୍ୟନ୍ତ ପ୍ରତିଟି ଦିନକୁ ପାଳନ କରିବାକୁ ଆଜିର ଯୁବପିଢ଼ି ଆଗଭର।…
ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାରଵର୍ଗ
ଜୟପାଟଣା,୮।୨(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଚିର୍କା ଗ୍ରାମକୁ ଯାଉଥିବା କେନାଲ ରାସ୍ତାର ଏକ ପୋଖରୀରୁ ଶନିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତ ଦେହକୁ ସ୍ଥାନୀୟ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ…
୨ ସ୍କୁଲ ଛାତ୍ରୀଙ୍କ ମିଳିଲା ଝୁଲନ୍ତା ମୃତଦେହ: ମାରି ଟାଙ୍ଗିଦେଇଥିବା କହିଲେ…
ମାଲକାନଗିରି,୮।୨(ଦୁର୍ଯ୍ୟୋଧନ ପାତ୍ର): ନିଖୋଜ ୨ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କାଳିମେଳା ଥାନା ଏମଭି ୪୧ ଗାଁ ନିକଟ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ୨ ଦିନ ହେଲା ନିଖୋଜ ନେଇ ପରିବାର ପକ୍ଷରୁ ଏତଲା ହୋଇଥିଲା।ସକାଳୁ ଏକ ଗଛରୁ…
Unified Pension Scheme: ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୨: ଏକୀକୃତ ପେନସନ ଯୋଜନା ଉପରେ କ୍ୟାବିନେଟ ମୋହର ଲଗାଇଛନ୍ତି ମୋହନ ସରକାର ଗତ ୨୦୨୪ ଅଗଷ୍ଟ ୨୪ରେ ଏକୀକୃତ ପେନସନ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ । ଆସନ୍ତା ୨୦୨୫ ଏପ୍ରିଲ ପହିଲାରୁ ଏହା କାର୍ଯ୍ୟକ୍ଷମ କରାଯିବ…
ଏହି ୪ ମାମଲାରେ ପୁରୁଷଙ୍କୁ ପଛରେ ପକାଇ ଦିଅନ୍ତି ମହିଳା
ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ ତାଙ୍କର ନୀତି ବେଶ ପ୍ରଭାବଶାଳୀ। କୁହାଯାଏ ଯେଉଁ ବ୍ୟକ୍ତି ଏହି ନୀତିଗୁଡ଼ିକୁ ଅନୁସରଣ କରେ…
Archives


