ବିଦ୍ୟୁତ୍ କାଟ୍କୁ ନେଇ ବଢୁଛି ଅସନ୍ତୋଷ
ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ ୪/୫ ଥର ବିଦ୍ୟୁତ୍ କାଟ ହେଉଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି।…
୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା
ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ ଶକ୍ତିଶାଳୀ କରିବା ପାଇଁ 12 ବର୍ଷ ବୟସର ପିଲାମାନଙ୍କୁ ନିଜ ସୈନ୍ୟବାହିନୀରେ ସାମିଲ…
ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ
ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହେବ। ମହୋତ୍ସବର ପ୍ରତ୍ୟହ ସାଂସ୍କୃତିକ ସାରେ ଖ୍ୟାତନାମା କଣ୍ଠଶିଳ୍ପୀ ଯୋଗଦେଇ…
ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ
ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍ସି ବିପକ୍ଷ ଗେମ୍ ପୂର୍ବରୁ ଇରାନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଏହା ଘୋଷଣା କରାଯାଇଛି। ତେବେ ଜୁନ୍ ୧୧ରୁ ଯୁକ୍ତରାଷ୍ଟ୍ର…
ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା
ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ ପୋଲିସ ଥାନା। ପୋଲିସ ସେବା ଏବଂ କାର୍ଯ୍ୟଦକ୍ଷତାକୁ ଭିତ୍ତି କରି ପ୍ରତିବର୍ଷ କେନ୍ଦ୍ର…
ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ
ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ଏକମାସ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା…
ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା
ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ ଦୃଷ୍ଟିରେ ରଖି ଭାରତ-ନେପାଳ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ତାଙ୍କ ସହ…
ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ
ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି ରାସ୍ତା ଦେଇ ଯାଉଥିବାରୁ, ଅନେକ ଦେଶରେ ଶକ୍ତି ସଙ୍କଟ ଗଭୀର ହେବାରେ ଲାଗିଛି।…
ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ ଆବେଦନର ଶୁଣାଣି କରି କହିଛନ୍ତି ଯେ ଯଦି ଜଣେ ବିବାହିତ ପୁରୁଷ ଜଣେ…
ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ
ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଟିଜରରେ ରାମ ଚରଣଙ୍କ ଜବରଦସ୍ତ ଅନ୍ଦାଜ ଦେଖିବାକୁ ମିଳିଛି।…
ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…
ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ ଆରମ୍ଭ ହୋଇଛି। ଏହି ପରିସ୍ଥିତି ମଧ୍ୟରେ, ଅନେକଙ୍କ ମନରେ ଏକ ପ୍ରଶ୍ନ ଉଠୁଛି:…
ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!
ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ ଅନୁଯାୟୀ, ଭାରତ ସରକାର ଏହାର ତୈଳ ଏବଂ ଗ୍ୟାସ କମ୍ପାନୀଗୁଡ଼ିକୁ ରୁଷିଆରୁ LNG…
Archives


