Home Left

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର ଗ୍ରାମରେ ଘଟିଛି। ଜଣେ ବ୍ୟକ୍ତି ଆଇସକ୍ରିମ୍‌ କରୁଥିବା ବେଳେ ଗ୍ରାମର ପିଲାମାନେ ଖୁସିର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, SIR ପ୍ରକ୍ରିୟାରେ କୌଣସି ପ୍ରକାର ବାଧା ସୃଷ୍ଟି…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ କରନ୍ତୁ। ଆଗକୁ ନିର୍ବାଚନ ଆସୁଛି, ଲୋକପ୍ରିୟତା ପ୍ରମାଣିତ କରନ୍ତୁ ବୋଲି କହି ଉପାସନାଙ୍କ…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି। ସେ ୨୫ ମିଟର ପିସ୍ତଲ ଇଭେଣ୍ଟର ସଂଘର୍ଷପୂର୍ଣ୍ଣ ଫାଇନାଲ ମୁକାବିଲାରେ ଅଳ୍ପକେ ଦ୍ୱିତୀୟ…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ ଦଳ ଖେଳିବାର କାର୍ଯ୍ୟକ୍ରମ ଥିଲା। ତଥାପି, ପାକିସ୍ତାନ ସରକାର ବିଶ୍ୱକପ ଆରମ୍ଭ ହେବା…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ ଏକ ଦ୍ରୁତଗାମି କାର ସ୍କୁଟିକୁ ଧକ୍କାଦେଇ ପାଖାପାଖି ୧୫ଫୁଟ ତଳକୁ ପାଣି ନାଳ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି ଏକ ନିର୍ଦ୍ଦେଶ ଆଲୋଚନାର ବିଷୟ ପାଲଟିଛି । ବୁଲା କୁକୁରଙ୍କ ଗତିବିଧିକୁ ରୋକିବା…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା ପଡ଼ିପାରେ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ‘ଆମେରିକା ଫର୍ଷ୍ଟ’ ନୀତି ଅନୁଯାୟୀ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି ହରି ହରାତ୍ମକ ବିଶ୍ୱଶାନ୍ତି ମହାଯଜ୍ଞ ଚାଲିବ। ଏହି ବିଶ୍ୱଶାନ୍ତି ମହାଯଜ୍ଞ ଅବସରରେ ସୋମବାର…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଛି। ସାରା ଅଞ୍ଚଳ ଧୂଆଁମୟ ହୋଇ ଯାଇଛି। କିଭଳି ପରିସ୍ଥିତିରେ ଅଗ୍ନିକାଣ୍ଡ ଘଟିଲା,…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର ଓହଳିକି ରହିଥିବା ଘଟଣା ଖବର ପ୍ରକାଶିତ ପରେ ଦାରିଙ୍ଗବାଡି ବିଦ୍ୟୁତ ବିଭାଗ ପକ୍ଷରୁ…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ଏହି ଘଟଣା ପୁରୀର ଏକ ହୋଟେଲର ବୋଲି ଜଣାପଡିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri