Home Left

ଆମେରିକାକୁ ବଡ଼ ଚ୍ୟାଲେଞ୍ଜ ଦେଲା ଇରାନ, ଭାରତ…

ଓ୍ବାଶିଂଟନ୍‌,୭।୨: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନି ଶୁକ୍ରବାର କହିଛନ୍ତି ଯେ, ଡୋନାଲ୍ଡ ଟ୍ରମ୍ପଙ୍କ ପରମାଣୁ ଆଲୋଚନା ପ୍ରସ୍ତାବ ପରେ ଏହାକୁ ଆମେରିକା ସହିତ ଆଲୋଚନା କରିବା ବୁଦ୍ଧିମାନର କାର୍ଯ୍ୟ ନୁହେଁ। ନିକଟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଇରାନ ସହିତ…

ପରିତ୍ୟକ୍ତ ଜାଗିଲିି ବନ୍ଧରେ ଫସିଥିଲା ଗାଈ, ପରେ… 

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ୱାର୍ଡ ନଂ.୮ ଥାନା ରୋଡରେ ଥିବା ପରିତ୍ୟକ୍ତ ଜାଗିଲି ବନ୍ଧ ପଙ୍କ କାଦୁଅରେ ଫସିରହିଥିବା ଏକ ଗାଈକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ଗାଈଟି  ପଙ୍କରେ ଫସିରହିଥିବା କିଛି ବାସିନ୍ଦା ଦେଖିବା ପରେ ଅଗ୍ନିଶମ…

ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: PD ଶାନ୍ତନୁଙ୍କୁ ନେଇ କହୁକହୁ କହିଦେଲେ…

ଭୁବନେଶ୍ୱର,୭।୨: ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କଡ଼ା ଚେତାବନୀ ଦେଇଛନ୍ତି। ଗିରଫ PD ଶାନ୍ତନୁ ମହାପାତ୍ରଙ୍କ ଉଦାହରଣ ଦେଇ ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ବି ତାଙ୍କ ଘରେ ଭିଜିଲାନ୍ସ ପଶଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ସରକାର ଭଲ ଅଫିସରଙ୍କୁ…

ଅଧ୍ୟାପକ, କର୍ମଚାରୀଙ୍କ ଦରମା ବଢିଲା

ଭଞ୍ଜନଗର,୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପରିଚାଳନା କମିଟି ଅଧୀନରେ କାର୍ଯ୍ୟରତ ଅଧ୍ୟାପିକା, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କ ଦରମା ବଢ଼ିଛି। ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ଏହା କାର୍ଯ୍ୟକାରୀ ହୋଇଛି। ଶୁକ୍ରବାର କାର୍ଯ୍ୟରତ ଅଧ୍ୟାପକ, କର୍ମଚାରୀମାନେ…

ବାହାଘର ସାରି ଫେରୁଥିଲେ: କାର-ଟ୍ରକ୍‌ ମୁହାଁମୁହିଁ ଧକ୍କା, ବରକନ୍ୟା ଗୁରୁତର

ଜମନକିରା, ୭।୨(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପାଲି ଫାଣ୍ଡି ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥ ପିଇଟି କଲେଜ ପାଖରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। କାର ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବାରୁ କାରରେ ବସିଥିବା…

ଇଟାଭାଟି ମାଲିକଙ୍କ ଜୁଲମ୍‌: ଖାଇବାକୁ ନ ଦେଇ ପିଠିରେ ବାଜୁଛି ପାହାର: ପୁଅକୁ ଫେରାଇ ଆଣିବାକୁ ମା’ଙ୍କ…

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ପେଣ୍ଡରାବନ ଗାଁର ୨ ଦାଦନ ଶ୍ରମିକ ଅନ୍ୟ ରାଜ୍ୟରେ ନିର୍ଯାତନାର ଶିକାର ହେଉଥିବା ନେଇ ଶୁକ୍ରବାର ଜିଲା ଶ୍ରମିକ ମହାସଂଘ ସହ ଆବାହକ ଭକ୍ତବନ୍ଧୁ ଧରୁଆଙ୍କ ନେତୃତ୍ୱରେ ନିର୍ଯ୍ୟାତିତାଙ୍କ ମା’ କସ୍ତୁରୀ…

ଉଦ୍‌ଯାପିତହେଲା ସିମନବାଡ଼ି ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ: ଶରୀର ସୁସ୍ଥ ରହିଲେ ମାନସିକ ସୁସ୍ଥ ରହିବ

ଦାରିଙ୍ଗବାଡ଼ି,୭ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର ପଟ୍ଟନାୟକଙ୍କ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର…

IND Vs ENG: ଖେଳାଳିଙ୍କୁ ପରଷାଯିବ ଓଡ଼ିଆ ଖାଦ୍ୟ, ଦେଶୀ ଚିକେନ୍‌କୁ, ଡାଲମା, ମାଛ ତରକାରୀ…

ଭୁବନେଶ୍ୱର,୭।୨: ସୁପର ସଣ୍ଡେରେ ହେବ ସୁପର ମୁକାବିଲା । ବାରବାଟୀରେ ମୁହାଁମୁହିଁ ହେବେ ଇଣ୍ଡିଆ ଓ ଇଂଲଣ୍ଡ । ରବିବାର ଦିନିକିଆ ଲଢ଼େଇ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିବେ ଉଭୟ ଦଳର ଖେଳାଳି । ଏମାନଙ୍କୁ ସ୍ବାଗତ କରିବା ପାଇଁ ବ୍ୟାପକ…

ଗିରଫ ହେଲେ କୋଟିପତି ସରକାରୀ ବାବୁ

ମାଲକାନଗିରି,୭।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୁତ ସମ୍ପତ୍ତି ୧ଟି ବହୁମହଲା କୋଠା, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ପ୍ରାୟ ୪୨୨ ଗ୍ରାମ ସୁନା, ୯୧…

ଟ୍ରକ ମଡ଼ାଇ ୨ ଭାଜପା ନେତାଙ୍କୁ କରାଯାଇଥିଲା ହତ୍ୟା: ଅଭିଯୁକ୍ତଙ୍କ ହେଲା ପଲିଗ୍ରାଫ ଟେଷ୍ଟ

ସମ୍ବଲପୁର,୭।୨: ଟ୍ରକ ମଡ଼ାଇ ୨ ବରିଷ୍ଠ ଭାଜପା ନେତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ହାଇୱା ଚାଳକ ପ୍ରସନ୍ନ କୁମାର ଜେନାମଣି(୩୦)ଙ୍କୁ ଶୁକ୍ରବାର ୨ ଦିନିଆ ରିମାଣ୍ଡରେ ଆଣି ପଲିଗ୍ରାଫ ଟେଷ୍ଟ କରାଯାଇଛି। ପଲିଗ୍ରାଫ ଟେଷ୍ଟରେ ପୋଲିସ କ’ଣ ସବୁ…

Post Office Scheme: ମାତ୍ର ୧୦୦୦ଟଙ୍କା ନିବେଶ କଲେ ମାସକୁ ମିଳିବ ୨୫ହଜାର ଟଙ୍କା, ଏହି ସ୍କିମ୍‌ କରିବ ମାଲାମାଲ୍‌

ଆପଣ ପ୍ରତି ମାସରେ ୨୫ହଜାର ଟଙ୍କା ରୋଜଗାର କରିବାକୁ ଚାହୁଁଛନ୍ତି କି? ଡାକ ବିଭାଗର ଏହି ଦମଦାର ଯୋଜନା ଆପଣଙ୍କ ପାଇଁ ଲାଭଦାୟକ ପ୍ରମାଣିତ ହୋଇପାରେ। ମାତ୍ର ହଜାରେ ଟଙ୍କା ନିବେଶରେ ଆପଣ ମାସକୁ ୨୫ହଜାର ଟଙ୍କା ରୋଜଗାର କରିପାରିବେ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri