Home Left

ଲୋକ ସଭାରେ ଆସନକୁ ନେଇ INDIA ମେଣ୍ଟ-କଂଗ୍ରେସ ମଧ୍ୟରେ ଫାଟ: ସମସ୍ତେ ଚାହାନ୍ତି ‘୮ମ ଧାଡ଼ି’ରେ ସିଟ୍‌; କାରଣ…

ନୂଆଦିଲ୍ଲୀ,୪।୧୨: ଲୋକ ସଭାରେ ଜାରି ଶୀତକାଳୀନ ଅଧିବେଶନ ସମୟରେ ତେଲୁଗୁ ଦେଶମ ପାର୍ଟିର ବରିଷଠ ଏମ୍‌ପି ମଙ୍ଗୁଟା ଶ୍ରୀନିବାସୁଲୁ ରେଡ୍ଡି ଗୃହରେ ତାଙ୍କୁ ମିଳିଥିବା ଆସନକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ୫ଥରର ଏମ୍‌ପି। ହେଲେ ତାଙ୍କୁ ୮ମ ଧାଡ଼ିରେ…

ନିର୍ବାଚନ ପରେ ରାହୁଲଙ୍କୁ ବଡ଼ ଝଟ୍‌କା ଦେଲେ ଉଦ୍ଧବ, କହିଲେ…

ମୁମ୍ବାଇ,୪।୧୨: ନିକଟରେ ହୋଇଥିବା ମହାରାଷ୍ଟ୍ର ନିର୍ବାଚନରେ ମହାବିକାଶ ଅଗାଡିର ଶୋଚନୀୟ ପରାଜୟ ହୋଇଥିବାବେଳେ ମହାୟୁତି ପ୍ରଚଣ୍ଡ ବିଜୟ ହାସଲ କରିଛି। ଏହି ନିର୍ବାଚନରେ ଏମଭିଏକୁ ବଡ଼ ଝଟ୍‌କର ଲାଗିଛି। ଫଳାଫଳ ଏପରି ରହିଛି କି, ଦଳ ବିରୋଧୀ ଦଳ ହେବାକୁ ସଂଖ୍ୟା…

ହୋଟେଲ ଓ୍ବେଟରରୁ ସଫଳ ଅଭିନେତା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ କଳାକାରଙ୍କ ମଧ୍ୟରେ ଅଭିନେତା ବୋମନ ଇରାନୀ ଅନ୍ୟତମ। ମଙ୍ଗଳବାର ଏକ ସାକ୍ଷାତ୍‌କାର ଦେଇ ବୋମନ ତାଙ୍କ ନିଜ ଜୀବନର ଅନେକ କାହାଣୀ ସମ୍ପର୍କରେ ପ୍ରଘଟ କରିଛନ୍ତି। ସେ ମୁମ୍ବାଇର ମିଠିବାଇ କଲେଜରୁ ସ୍ନାତକ ପଢ଼ା ସାରି ବୋମନ…

ସିଇସି ନିଯୁକ୍ତି ମାମଲା ଶୁଣାଣିରୁ ଓହରିଲେ ସିଜେଆଇ

ନୂଆଦିଲ୍ଲୀ,୪ା୧୨(ପି.ଟି.):ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଏବଂ ନିର୍ବାଚନ କମିଶନର (ଇସି) ଚୟନ ପାଇଁ ଉଦ୍ଦିଷ୍ଟ କମିଟିରୁ ଭାରତର ପ୍ରଧାନ ବିଚାରପତିଙ୍କୁ ବାଦ୍‌ ଦିଆଯାଇଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଅନେକ ପିଟିଶନ ଦାଏର କରାଯାଇଥିଲା। ଏହି ପିଟିଶନଗୁଡ଼ିକର ଶୁଣାଣିରୁ ସିଜେଆଇ ସଞ୍ଜୀବ…

ରାସ୍ତା ମଝିରେ ଜଳିଗଲା ଗ୍ୟାସ ସିଲିଣ୍ଡର ଟ୍ରକ

ଗଞ୍ଜାମ,୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ପୁଇଁତଳା ଛକରେ ବୁଧବାର ଏକ ଅଘଟଣ ଘଟିଛି। ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇଥିଲା l ମିଳିଥିବା ସୂଚନା ମୁତାବକ, ଏକ ଏଲ୍‌ପିଜି ସିଲିଣ୍ଡର…

ଭୂକମ୍ପ ଝଟ୍‌କାରେ ଥରିଲା ତେଲେଙ୍ଗାନା-ହାଇଦ୍ରାବାଦ-ମହାରାଷ୍ଟ୍ର 

ହାଇଦ୍ରାବାଦ,୪।୧୨: ତେଲେଙ୍ଗାନା-ଆନ୍ଧ୍ରପ୍ରଦେଶର ଅନେକ ଅଞ୍ଚଳରେ ବୁଧବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୩ ରହିଥିଲା। କେବଳ ଏତିକି ନୁହେଁ ମହାରାଷ୍ଟ୍ରର ଅନେକ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭.୨୦ରୁ ୭.୨୬ ମଧ୍ୟରେ ଲୋକେ …

କୋହଲିଙ୍କୁ ଦେଖି ଭୟ ଲାଗୁଛି, ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଚିନ୍ତାରେ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୪।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ର ବିଷୟ ଭାରତ ଅପେକ୍ଷା ଅଷ୍ଟ୍ରେଲିଆରେ ଅଧିକ ଆଲୋଚନା କରୁଛି। ପର୍ଥ ଟେଷ୍ଟରେ ଭାରତର ୨୯୫ ରନ ବିଜୟ ପରେ ଆଡିଲେଡରେ ହେବାକୁ ଥିବା ମ୍ୟାଚ ଉପରେ ସମସ୍ତଙ୍କ ନଜର ରହିଛି। ଏଠାରେ ଉଭୟ ଦଳ ପିଙ୍କ୍‌…

ଅମୃତସର ସ୍ବର୍ଣ୍ଣ ମନ୍ଦିର ବାହାରେ ସୁଖବୀର ସିଂ ବାଦଲଙ୍କ ଉପରେ ଫାୟାରିଂ

ଅମୃତସର,୪।୧୨: ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲଙ୍କ ଉପରେ ଆକ୍ରମଣ। ଅମୃତସରର ସ୍ବର୍ଣ୍ଣ ମନ୍ଦିର ବାହାରେ ସୁରକ୍ଷାକର୍ମୀ ଭାବେ ସେବା ଯୋଗାଉଥିବା ବେଳେ ତାଙ୍କ ଉପରେ କେହି ଗୁଳି ଚଳାଇଥିଲେ। ହେଲେ ସେ…

ଆଗକୁ ବଢ଼ିଲା ମୂଳଖରସ୍ରୋତା ପୁନରୁଦ୍ଧାର ପ୍ରକ୍ରିୟା

ରସୁଲପୁର,୪।୧୨(ରଂଜିତ ରାଉତ): ରସୁଲପୁର ବ୍ଲକ ଅଧୀନ ଟିକରପଡ଼ାଠାରେ ମୂଳଖରସ୍ରୋତା ନଦୀ ଉପର ମୁଣ୍ଡରେ ଏକ ସ୍ଲୁଇସ୍‌ ଗେଟ୍‌ ନିର୍ମାଣ ପାଇଁ ପ୍ରକ୍ରିୟା ଆଉ ପାଦେ ଆଗକୁ ବଢିଛି। ସ୍ଲୁଇସ୍‌ ଗେଟ୍‌ ନିର୍ମାଣ ଓ ନଦୀ ପୁନରୁଦ୍ଧାର ପ୍ରକଳ୍ପକୁ ବୈଷୟିକ ମଞ୍ଜୁରୀ ମିଳିଛି।…

ବରଙ୍କୁ ବନ୍ଧକ ରଖିଲେ କନ୍ୟା ପକ୍ଷ

ଅମେଠି,୪।୧୨ (ପି.ଟି.):ଉତ୍ତର ପ୍ରଦେଶର ଅମେଠିରୁ ଏକ ଅଜବ ବିବାହ ମାମଲା ସାମ୍‌ନାକୁ ଆସିଛି। ବିବାହ କରିବା ପାଇଁ ବିଳମ୍ବରେ ପହଞ୍ଚିବାରୁ ଜଣେ ବରଙ୍କୁ କନ୍ୟାପକ୍ଷ ବନ୍ଧକ ରଖିଛନ୍ତି। ଘଟଣା ହେଉଛି ଅମେଠିର ଶୁକୁଲ୍‌ ବଜାର ଥାନା ଖୋଦବ୍‌୍‌ ଗ୍ରାମର। ଅଯୋଧ୍ୟାର ଉସ୍‌ହରନ…

ବିଜେଡିକର୍ମୀଙ୍କୁ ଘେରି ଖଣ୍ଡାରେ ହାଣି ପକାଇଲେ

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ବିଜେଡି କର୍ମୀ ଜି.ବଂଶୀ ଦୋରାଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ସୋମବାର ରାତି ପ୍ରାୟ ସାଢ଼େ ୮ଟାରେ ବଂଶୀ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରୁ କାମସାରି ବାଇକ ଯୋଗେ ଘରକୁ ଫେରୁଥିବା…

କମେଡିଆନ୍‌ ସୁନୀଲ ପାଲଙ୍କୁ କରାଯାଇଥିଲା ଅପହରଣ

ମୁମ୍ବାଇ: ମିଳିଲା କମେଡିଆନ ସୁନୀଲ ପାଲଙ୍କ ପତ୍ତା। ସେ ନିଖୋଜ ଥିବା ନେଇ ପତ୍ନୀ ଥାନାର ଦ୍ୱାରସ୍ଥ ହୋଇଥିଲେ। ହେଲେ ଏବେ ସେ ଠିକ୍‌ ଥିବା ନିଜେ ଫୋନ୍‌ ଯୋଗେ କହିଛନ୍ତି। ଏହାଛଡ଼ା ତାଙ୍କର ଅପହରଣ ହୋଇଥିବା ସେ ପୋଲିସକୁ ଜଣାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri