ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…
କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍ଠାରେ ବନ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତି ଓ ପୁନଃରୁଦ୍ଧାର ପରିଚାଳନା ସମ୍ପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି।…
ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା
କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର ଲକ୍ଷ୍ମୀ ପୂଜା କରି ଧାରଣାରେ ବସିଥିବାର ନଜିର ରହିଛି। ମାତ୍ର ସରକାର କେବଳ…
୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ
ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍ଆର୍ସି) ପ୍ରଦାନ କରିବା ପାଇଁ ୨୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର…
ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…
ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ ଦାଦନ ଶ୍ରମିକ ଭାବେ କାମ କରିବାକୁ ମୁମ୍ବାଇ ଯାଇଥିବା ବେଳେ ସେଠାରେ ସୋମବାର…
ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…
ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ବୁଧବାର ବାଇକରେ ବୁଲି କ୍ଷୟକ୍ଷତି…
ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…
ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍ ୧୩ଟି ଚାଲାଣ କଟାଯାଇଥିବା ବିଭାଗର ଟ୍ରାଫିକ୍ ଏସ୍ଆଇ ଜିନିତା ନାଗ କହିଛନ୍ତି। ସେ…
ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….
ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ନିର୍ବାସନ ପରେ ପ୍ରଥମ ଥର ପାଇଁ ଭିସିରେ ହାସିନା ସମ୍ବୋଧନ କରିଥିଲେ…
ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ
କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (CDA)ଙ୍କ ମିଳିତ ସହଯୋଗରେ ନୀଳାମ୍ବୁ ଚିଲିକା ଅଞ୍ଚଳରୁ…
ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….
କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି । ମୃତକ ହେଉଛନ୍ତି ପବିତ୍ର ସ୍ୱାଇଁ । ସୂଚନା ଅନୁସାରେ, ମୃତ ଶିକ୍ଷକ…
ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…
ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ ଗ୍ରାମବାସୀ ତୀବ୍ର ବିରୋଧ କରିଛନ୍ତି। ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା…
୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…
ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି ରାସ୍ତାରେ ସନ୍ଦେହଜନକ ଭାବେ ଯାଉଥିବା ଏକ କାର୍ ଓ ଏକ ମୋଟରସାଇକେଲକୁ ଅଟକାଇ…
ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯାଇଛି । ମୟୂରଭଞ୍ଜରେ…

