୬ ମହଲାରୁ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ
କଟକ,୭।୬: ଶୈଳବାଳା ମହିଳା ମହାବିଦ୍ୟାଳୟର କ୍ୟାମ୍ପସ ନିର୍ମାଣ ବେଳେ ଶନିବାର ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ୬ ମହଲା କୋଠାରୁ ଖସି ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଶ୍ରମିକ ଜଣକ ବାହାର ରାଜ୍ୟର ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ
ସୋନପୁର,୭ା୬(ମୃତ୍ୟୁଞ୍ଜୟ ଶତପଥୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ସୁବର୍ଣ୍ଣପୁରଠାରେ ପ୍ରାୟ ୩୨୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର…
ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ଉପଦେଷ୍ଟା ପରିଷଦ ଅଧ୍ୟକ୍ଷ ଦାୟିତ୍ୱ ନେଲେ ମହେନ୍ଦ୍ର
ନୂଆଦିଲ୍ଲୀ,୭ା୬ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ଉପଦେଷ୍ଟା ପରିଷଦ (ଇଏସି-ପିଏମ୍)ର ନୂଆ ଅଧ୍ୟକ୍ଷ ଭାବେ ଇନ୍ଦିରା ଗାନ୍ଧୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଭେଲପମେଣ୍ଟ ରିସର୍ଚ୍ଚର ପୂର୍ବତନ କୁଳପତି ଏସ୍. ମହେନ୍ଦ୍ର ଦେବ ଦାୟିତ୍ୱ ଗ୍ରହଣ କରିଛନ୍ତି। ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ଅତିରିକ୍ତ ଭାବେ…
ଅପମାନିତ ହେଲା ପାକିସ୍ତାନ! ଆମେରିକା ସାଂସଦ କହିଲେ ପ୍ରଥମେ ‘ଜୈଶ-ଏ-ମହମ୍ମଦ ଉପରେ ଆକ୍ସନ ନିଅ’
ଓ୍ବାଶିଂଟନ,୭।୬: ଅପରେଶନ ସିନ୍ଦୂର ପରେ, ଭାରତ ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନର ପର୍ଦ୍ଦାଫାସ କରିବା ପାଇଁ ବିଦେଶରେ ଏକ ସର୍ବଦଳୀୟ ପ୍ରତିନିଧି ଦଳ ପଠାଇଥିଲା। ଏହାକୁ ନକଲ କରି, ପାକିସ୍ତାନ ବିଲାୱଲ ଭୁଟ୍ଟୋଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଧ୍ୟ ଆମେରିକାକୁ ପଠାଇଥିଲା,…
ନାବାଳିକାଙ୍କୁ ଘରୁ ଉଠାଇନେଲେ ସନିଆ, ଏବେ ଝିଅଙ୍କ ବାପା…
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗାଁର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ସନିଆ ନାୟକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏନେଇ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ…
ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ପହଞ୍ଚି ଯୁବକ ବଖାଣିଲେ ହତ୍ୟାର ଲୋମ ଟାଙ୍କୁରା କାହାଣୀ
ବେଙ୍ଗାଲୁରୁ,୭।୬: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରୁ ଏକ ଅତ୍ୟନ୍ତ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ଆଙ୍କେଲ ଅଞ୍ଚଳରେ ରହୁଥିବା ଜଣେ ୨୮ବର୍ଷୀୟ ଯୁବକ ତାଙ୍କ ପତ୍ନୀଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରି ତାଙ୍କ ମୁଣ୍ଡ କାଟି ଦେଇଥିଲେ। କେବଳ ଏତିକି ନୁହେଁ,…
ଯୁବକଙ୍କୁ ସ୍କୁଲ ନିକଟରେ ଅଟକାଇ ଲୁହାଛଡ଼ରେ ପିଟିଲେ
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗାଁର ସୁଶାନ୍ତ ବିଷୋୟୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାରୁ ସୁଶାନ୍ତଙ୍କୁ ତାଙ୍କ ପଡ଼ୋଶୀ ବାହାନ ସ୍ବାଇଁ ଏବଂ ତୋଫାନ ସ୍ବାଇଁ ଦୁଇଭାଇ ଶୁକ୍ରବାର ସନ୍ଧ୍ୟାରେ ଗାଁ…
ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିଗିଡ଼ିଲା ସ୍ବାସ୍ଥ୍ୟାବସ୍ଥା, ନିଆଗଲା ହସ୍ପିଟାଲ
ନୂଆଦିଲ୍ଲୀ,୭।୬: ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅସୁସ୍ଥ। ସିମଲାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହୋଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ଶନିବାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲ (IGMC) କୁ ନିଆଯାଇଥିଲା। ସେଠାରେ ତାଙ୍କର…
ଶୁଖିଲାଣି ଚେନାବ ଜଳ, ଛଟପଟ ହୋଇ ପୁଣିଥରେ ‘ଓ୍ବାଟର ଓ୍ବାର’ର ଧମକ ଦେଲା ପାକିସ୍ତାନ
ଇସଲାମାବାଦ,୭।୬: ଏବେ ପାକିସ୍ତାନରେ ଏକ ନୂଆ ଚିନ୍ତା ଆହୁରି ଘନୀଭୂତ ହେବାରେ ଲାଗିଛି, ଯାହାକୁ ଅପରେଶନ ସିନ୍ଦୁର ଦ୍ୱାରା ପ୍ରଭାବିତ କରାଯାଇଛ। ତାହା ହେଲା ନଦୀଗୁଡ଼ିକରେ ଜଳ ପ୍ରବାହ ଶୁଖିଯିବା। ବିଶେଷକରି ଚେନାବ ନଦୀର ଜଳସ୍ତର ହ୍ରାସ ପାଇବା ଇସଲାମାବାଦର ନିଦ…
ପିଠା ମହକରେ ବାସିଲା ବ୍ଲକ: ପ୍ରଥମ ବିଜେତାଙ୍କୁ ମିଳିଲା…
ଗଞ୍ଜାମ,୭।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁଭଦ୍ରା ଶକ୍ତି ପକ୍ଷରୁ ପାରମ୍ପରିକ ପିଠା ପ୍ରତିଯୋଗିତା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ସିଡିପିଓ ଶଲିଳା ପ୍ରଧାନ, ସହକାରୀ ଯନ୍ତ୍ରୀ ଦିଗାମ୍ବର…
ମଝି ଆକାଶରେ ଆମେରିକା ଯୁଦ୍ଧ ବିମାନକୁ ଧ୍ୱଂସ କରିଦେଲା ପାକିସ୍ତାନୀ ବାୟୁ ସେନା? ଦାବିକୁ ନେଇ ବଡ଼ ଖୁଲାସା!
ନୂଆଦିଲ୍ଲୀ,୭।୬: ଲାଇଟହାଉସ ଜର୍ନାଲିଜମକୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ବହୁଳ ଭାବେ ଶେୟାର କରାଯାଉଥିବା ଏକ ଭିଡିଓ ହସ୍ତଗତ ହୋଇଛି। ଭିଡିଓ ସହ ଏହା ଦାବି କରାଯାଉଛି ଯେ ପାକିସ୍ତାନୀ ବାୟୁ ସେନା ନ୍ୟୁ ମେକ୍ସିକୋର ଅଲ୍ବୁକର୍କ ଇଣ୍ଟରନ୍ୟାଶନାଲ ଅର୍ଥାତ ଚାଇନା ଜେଏଫ୍-୧୭…
ଚାଲାଣ ହେଉଥିଲା ଖଇର କାଠ: ମାଡ଼ି ବସିଲା ବନବିଭାଗ
ଲାଠୋର,୭।୬(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଉଁରାଖମନ ଛକ ନିକଟରୁ ଲାଠୋର ବନବିଭାଗ ଚୋରା ଚାଲାଣ ହେଉଥିବା ଖଇର କାଠ ସହ ଏକ ପିକଅପ ଭ୍ୟାନ୍ ଜବତ କରିଛି । ଏପରି କି ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ…

