୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ଜେଜେବାପା: ବାନ୍ଧିଲା ପୋଲିସ
ପଟ୍ଟାମୁଣ୍ଡାଇ,୩୦ା୧୧(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ୯ ବର୍ଷର ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗ୍ରାମାଞ୍ଚଳ ଥାନା ପୋଲିସ ସମ୍ପୃକ୍ତ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି।…
ସର୍ବଭାରତୀୟ ଡିଜିପି ସମ୍ମିଳନୀ:ଆଜି ଯୋଗଦେବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୩୦ା୧୧(ଅନିଲ ଦାସ):ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ଉଦ୍ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ ସୁରକ୍ଷା ପରାମର୍ଶଦାତା, ସ୍ବରାଷ୍ଟ୍ର…
ପାକିସ୍ତାନ ପାଇଁ ଗୁପ୍ତଚରଗିରି: ଭାରତୀୟ ଯୁବକ ଗିରଫ
ନୂଆଦିଲ୍ଲୀ,୩୦ା୧୧: ଗୁପ୍ତଚରଗିରି ଅଭିଯୋଗରେ ଭାରତୀୟ ନାଗରିକ ଦିନେଶ ଗୋହିଲଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍ (ଏଟିଏସ୍) ଗିରଫ କରିଛି। ଭାରତୀୟ ତଟସୁରକ୍ଷା ଏବଂ ସାମୁଦ୍ରିକ ସୀମା ଅଭିଯାନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପାକିସ୍ତାନକୁ ପଠାଯାଉଥିବା ନେଇ ଗୋଇନ୍ଦା ଖବର ପାଇବା ପରେ…
ସାପକାମୁଡ଼ାକୁ ସୂଚନୀୟ ରୋଗ ଘୋଷଣାକଲା କେନ୍ଦ୍ର
ନୂଆଦିଲ୍ଲୀ,୩୦ା୧୧: ଭାରତରେ ସାପକାମୁଡ଼ା ଓ ତତ୍ଜନିତ ମୃତ୍ୟୁକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନୀୟ ରୋଗ ଘୋଷଣା କରିଛି। ଦେଶରେ ବର୍ଷକୁ ୩ରୁ ୪ ନିୟୁତ ସାପ କାମୁଡ଼ା ଘଟୁଥିବାବେଳେ ସେଥିରୁ ପ୍ରାୟ ୫୦, ୦୦୦ ଜଣଙ୍କର ମୃତ୍ୟୁ ହେଉଥିବା ଏକ ତଥ୍ୟରୁ…
ଜଙ୍ଗଲ ସୁରକ୍ଷାରେ ୧୩୯ ଅତ୍ୟାଧୁନିକ ଯାନ ସାମିଲ
ବାରଙ୍ଗ/ଭୁବନେଶ୍ୱର,୩୦।୧୧ (ଲିଙ୍ଗରାଜ ରାଉତ/ବନ୍ଦନା ସେଠୀ):ଆହୁରି ଅଧିକ ସୁଦୃଢ଼ ହେବ ଜଙ୍ଗଲ ସୁରକ୍ଷା ଅଭିଯାନ। ଜଙ୍ଗଲ ନିଅଁା, ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ସହ ଶିକାର ଓ ଚୋରା କାରବାର ରୋକିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଜଙ୍ଗଲ ସୁରକ୍ଷାରେ ଅଲ୍-ଟେରେନ୍ ଭେହିକିଲ୍…
ପ୍ରଥମକରି ଗାଁରେ ଜଳିଲା ବିଜୁଳି ଆଲୁଅ
ଉମରକୋଟ,୩୦।୧୧(ସନ୍ତୋଷ ଶତପଥୀ):ଦୀର୍ଘ ବର୍ଷ ପରେ ଉମରକୋଟ ବ୍ଲକ୍ର ୨ ଗାଁରେ ବିଦ୍ୟୁତ୍ ସଂଯୋଗ ହୋଇଛି। ଏହାକୁ ନେଇ ଉଭୟ ଗାଁର ଲୋକେ ବେଶ୍ ଖୁସି ଅଛନ୍ତି। ସୂଚନାନୁଯାୟୀ, ଉମରକୋଟ ବ୍ଲକ୍ ବକଦା ପଞ୍ଚାୟତର ଗଟିଗୁଡ଼ା ଓ କୋପେନା ଗ୍ରାମରେ ବିଦ୍ୟୁତ୍ ସଂଯୋଗ…
ଶାନ୍ତି ବଜାୟ ରଖିବାକୁ ୟୁପି ସରକାରଙ୍କୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩୦ା୧୧: ଉତ୍ତରପ୍ରଦେଶର ସମ୍ଭଲରେ ଥିବା ମୋଗଲ ଯୁଗର ଶାହି ଜାମା ମସ୍ଜିଦ ମାମଲାରେ ସମସ୍ତ କାର୍ଯ୍ୟାନୁଷ୍ଠାନ ଓ ସର୍ଭେକୁ ସାମୟିକ ଭାବେ ବନ୍ଦ ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ସମ୍ଭଲ ଟ୍ରାଏଲ୍ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ହିଂସା ପ୍ରଭାବିତ ସମ୍ଭଲରେ…
ଜିଡିପି ଅଭିବୃଦ୍ଧି ୫.୪%କୁ ହ୍ରାସ
ନୂଆଦିଲ୍ଲୀ,୩୦ା୧୧: ଭାରତର ଆର୍ଥତ୍କ ଅଭିବୃଦ୍ଧି ଜୁଲାଇ-ସେପ୍ଟେମ୍ବରରେ ପାଖାପାଖି ୨ ବର୍ଷ ତଳକୁ ଖସି ୫.୪ ପ୍ରତିଶତ ହୋଇଛି। ଉତ୍ପାଦନ ଏବଂ ଖଣି ସେକ୍ଟରରେ ଖରାପ ପ୍ରଦର୍ଶନ ଯୋଗୁ ଚଳିତ ଆର୍ଥତ୍କ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଜିଡିପି (ମୋଟ ଘରୋଇ ଉତ୍ପାଦ) ଅଭିବୃଦ୍ଧି…
ଓଡ଼ିଶାର ବିକାଶ ପାଇଁ ସମ୍ପୂର୍ଣ୍ଣ ସମର୍ପିତ: ମୋଦି
ଭୁବନେଶ୍ୱର, ୩୦ା୧୧(ସୁନିତ୍ ମିଶ୍ର): ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ସମର୍ପିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଡିଜିପି ସମ୍ମିଳନୀରେ ଯୋଗଦେବା ଲାଗି ୩ ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଥିବା ମୋଦି ଶୁକ୍ରବାର ବିମାନବନ୍ଦର ନିକଟରେ ଅନୁଷ୍ଠିତ ଜନସଭାରେ…
ଚାଇନାରେ ବିଶ୍ୱର ବଡ଼ ସୁନାଖଣି ଆବିଷ୍କୃତ
ବେଜିଂ, ୩୦।୧୧: ମଧ୍ୟ ଚାଇନାର ହୁନାନ୍ ରାଜ୍ୟରେ ଏକ ବୃହତ୍ ସୁନାଖଣିର ଆବିଷ୍କାର କରାଯାଇଛି। ଚାଇନାର ସରକାରୀ ଏଜେନ୍ସି ଜିନ୍ହୁଆ ଅନୁଯାୟୀ, ୮୨.୮ ବିଲିୟନ ଡଲାର(ପ୍ରାୟ ୭ ଲକ୍ଷ କୋଟି ଟଙ୍କା) ମୂଲ୍ୟର ଏହି ସୁନା ଖଣି ବିଶ୍ୱର ସର୍ବ ବୃହତ୍…
ଜଟଣୀ ଧରିତ୍ରୀ ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ
ଖୋର୍ଦ୍ଧା,୩୦ା୧୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ହାଟବଜାର ନିକଟରେ ଶୁକ୍ରବାର ଧରିତ୍ରୀ ଖବରଦାତା ରବୀନ୍ଦ୍ରନାଥ ମହାକୁଡ଼ଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ମରଣାନ୍ତକ ଆକ୍ରମଣ ହୋଇଛି। ଏପରିକି ମୁଣ୍ଡରେ ବନ୍ଧୁକ ଲଗାଇବା ସହ ତାଙ୍କୁ ଏବଂ ପରିବାର ସଦସ୍ୟଙ୍କୁ…
ଛାଡ଼ପତ୍ର ନିଷ୍ପତ୍ତି ବଦଳାଇବେ ରେହମାନ-ସାଇରା, ପୁଣି ହେବେ ଏକାଠି!
ବମ୍ବେ: ପୁଣି ଚର୍ଚ୍ଚାରେ ଓସ୍କାର ବିଜେତା ସଙ୍ଗୀତକାର ଏ ଆର୍ ରେହମାନଙ୍କ ବ୍ୟକ୍ତିଗତ ଜୀବନ। କିଛିଦିନ ତଳେ ପତ୍ନୀ ସାଇରା ବାନୁଙ୍କ ସହ ୨୯ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିବା ଖବର ଆସିଥିଲା। ଏହାକୁ ନେଇ ଆଲୋଚନା ଥମି ନ ଥିବା…
Archives


