କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍ରେ ପକାଯାଉଛି ମଶାତେଲ
କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏ୍ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍ରେ ମଶାତେଲ ପକାଯାଉଛି। ବର୍ଷାଋତୁରେ ଏହି ସହରରେ ଥିବା ୧୧ ନମ୍ବର ଓ୍ବାର୍ଡରେ ଡେଙ୍ଗୁ ରୋଗ ରପ୍ରାଦୁର୍ଭା…
କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ
ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ ଅଂଶଗ୍ରହଣ କରିଥିଲେ, ଯେଉଁଥିରେ ମନ୍ତ୍ରୀ, ବିଧାୟକ ଏବଂ ଦଳର ବରିଷ୍ଠ ନେତାମାନେ ଯୋଗ…
ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…
ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ ଦିନ ମେଟାର ସମସ୍ୟା ବଢ଼ିବାରେ ଲାଗିଛି । ବୁଧବାର (୫ ଅଗଷ୍ଟ) ମେଟାର…
ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ
ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ ବୁଧବାର ଭିଜିଲାନ୍ସର ଏକ ସ୍ବତନ୍ତ୍ର ଦଳ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇଜଣ…
ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍: ଚାର୍ଜଶିଟ୍ ଦାଖଲ କଲା କ୍ରାଇମ୍ବ୍ରାଞ୍ଚ
କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ଚାର୍ଜଶିଟ୍ ଦାଖଲ…
ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ
ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍ସନ୍ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକରେ ଖାଲି ପଡ଼ିଥିବା ପଦବୀ ପୂରଣ ଭଳି ଦାବିକୁ ଆଡ଼େଇ ଦେଇ କମିଟି…
ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…
ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ ୪ରେ ହୋଇଥିବା ହଙ୍ଗାମା ବିଷୟରେ ଉଲ୍ଲେଖ କରି ବାଚସ୍ପତି କହିଥିଲେ, ମୁଁ ଏହି…
ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ
ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି, ଏବଂ ଅନେକ ଥର ତାଙ୍କୁ ଏପରି ମାଳି ପିନ୍ଧିଥିବାର ଦେଖାଯାଇଛି। ସେ ପ୍ରାୟତଃ…
ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ
ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ ଗ୍ରାମକୁ ଯାଇ ସେ ବିପନ୍ନମାନଙ୍କୁ ଭେଟିଛନ୍ତି। ବିପନ୍ନମାନେ ବନ୍ୟାରେ ଧାନଚାଷ, ରାସ୍ତା ଇତ୍ୟାଦି…
ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ
ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରୁନି । ଜନ ପ୍ରତିନିଧି ଓ ପ୍ରଶାସନର ଉଦାସନିୟତା ଯୋଗୁ ଅସୁବିଧା ଭୋଗ…
୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ
ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ ବିପକ୍ଷରେ ଭାରତର ସମ୍ପ୍ରତି ଏକଦିବସୀୟ ସିରିଜ ପରାଜୟ ଅନେକ ପ୍ରଶ୍ନ ଉଠାଇଛି। ଭାରତ…
NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର
ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ କହିଛନ୍ତି ଯେ ପ୍ରାୟ ୨୨ ଲକ୍ଷ ପ୍ରାର୍ଥୀଙ୍କୁ ସାମିଲ କରୁଥିବା ପରୀକ୍ଷାକୁ ବର୍ତ୍ତମାନର…

