ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…
ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ ଅସନ୍ତୋଷ ବ୍ୟକ୍ତ କରୁଥିବାବେଳେ ଏନେଇ ଗୁରୁବାର ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।…
ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ
ନୂଆଦିଲ୍ଲୀ,୨୮।୧୧: କେରଳର ଓ୍ବାୟନାଡ୍ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ ନେଇଛନ୍ତି। ପ୍ରିୟଙ୍କା ଶବଥ ନେବା ସମୟରେ ତାଙ୍କ ଭାଇ ରାହୁଲ ଗାନ୍ଧୀ, ମା’ ସୋନିଆ…
ବଳ ଗୋଟାଉଛି ବାତ୍ୟା: ରେଡ୍ ଆାଲର୍ଟ ଜାରି, ଏହିସବୁ ଜିଲାରେ ଭୀଷଣ ବର୍ଷା
ନୂଆଦିଲ୍ଲୀ,୨୮।୧୧:ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ ଫେଙ୍ଗଲ ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ…
ଲୋକନୃତ୍ୟ ଯୁବ କଳାକାର ଆଲୋକ ବିଷୋୟୀଙ୍କୁ ସମ୍ବର୍ଦ୍ଧିତ
ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟସ୍ଥ ବିଚିତ୍ର ବର୍ନାଳି ନାଟ୍ୟ ସଂସଦ କକ୍ଷରେ ନାଟ୍ୟ ସଂସଦର ସଭାପତି ବିଶ୍ୱନାଥ ଚୌଧୁରୀଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଚିତ୍ର ବର୍ନାଳି ନାଟ୍ୟ ସଂସଦର ପରିଚାଳନା ନିର୍ଦ୍ଦେଶକ ତଥା…
ଅନ୍ତର୍ଜାତୀୟ ମ୍ୟାଚ୍ ସମୟରେ ନିଆରା ଦୃଶ୍ୟ: ଲଞ୍ଚ୍ବେଳେ ପଡ଼ିଆ ଭିତରେ ପଶି କ୍ରିକେଟ୍ ଖେଳିଲେ ଦର୍ଶକ
ଖ୍ରୀଷ୍ଟଚର୍ଚ୍ଚ,୨୮।୧୧: ଇଂଲଣ୍ଡ ଦଳ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ସିରିଜର ପ୍ରଥମ ଟେଷ୍ଟ ଖ୍ରୀଷ୍ଟଚର୍ଚ୍ଚର ହାଗଲି ଓଭାଲରେ ଖେଳାଯାଉଛି। ମ୍ୟାଚର ଗୋଟିଏ ଦିନ ସମାପ୍ତ ହୋଇଛି, ଏହା…
ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି I ବନ ବିଭାଗ ପକ୍ଷରୁ ଜନ ସାଧାରଣଙ୍କୁ…
ଛାଡପତ୍ର କନଫର୍ମ! ବଚ୍ଚନ ସରନେମ୍ ହଟାଇଲେ ଐଶ୍ୱର୍ଯ୍ୟା
ମୁମ୍ବାଇ: ନିକଟରେ ଦୁନିଆର ବହୁ ପ୍ରସିଦ୍ଧ ମହିଳା ସେଲିବ୍ରିଟିଙ୍କ ସହ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୁବାଇରେ ଆୟୋଜିତ ଗ୍ଲୋବାଲ ମହିଳା ଫୋରମ ୨୦୨୪ରେ ସାମିଲ୍ ହୋଇଥିଲେ। ୨ଦିନ ଧରି ଚାଲିଥିବା ଦୁବାଇରେ ଏହି ଇଭେଣ୍ଟରୁ ଐଶ୍ୱର୍ଯ୍ୟାଙ୍କର ଅନେକ ଫଟୋ ଏବଂ ଭିଡିଓ…
ରାଜ୍ୟ ବିଜୁଳି ଚାହିଦାର ୩୦% ପୂରଣ କରିଥାଏ ଓପିଜିସି
ଭୁବନେଶ୍ୱର,୨୮।୧୧:ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ ଲିମିଟେଡ୍ (ଓପିଜିସି) ଦ୍ୱାରା ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ବୁଧବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜସ୍ବ…
ଟ୍ରେଣ୍ଡସ୍ର ‘ବ୍ଲାକ୍ ଫ୍ରାଇଡେ ସେଲ୍’:ମିଳିବ ଜବରଦସ୍ତ ଅଫର୍
ଭୁବନେଶ୍ୱର,୨୮।୧୧:ରିଲାଏନ୍ସ ଟ୍ରେଣ୍ଡସ୍ର ବହୁ ପ୍ରତୀକ୍ଷିତ ତଥା ଏକ୍ସକ୍ଲୁସିଭ ଡିସ୍କାଉଣ୍ଟ ଅଫର ‘ବ୍ଲାକ୍ ଫ୍ରାଇଡେ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ନଭେମ୍ବର ୨୮ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରିଲାଏନ୍ସ ଟ୍ରେଣ୍ଡସ୍ରେ ଉପଲବ୍ଧ। ଏହା ଜରିଆରେ…
କୁନୋ ଜାତୀୟ ପାର୍କରେ ପୁଣି ଆଖିବୁଜିଲେ ୨ ଚିତା
ଭୋପାଳ,୨୮।୧୧: ମଧ୍ୟପ୍ରଦେଶର ଶୋପୁର ଜିଲାର କୁନୋ ଜାତୀୟ ପାର୍କରେ ଆଫ୍ରିକୀୟ ଚିତା ନିର୍ବାର ୨ ଶାବକଙ୍କ ମୃତଦେହ ମିଳିଛି। ଉଭୟ ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ଚିତା ନିର୍ବା ନିଜ ଗୁମ୍ଫାଠାରୁ ବହୁତ ଦୂରରେ ବୋଲି ବନ ବିଭାଗ ସୂଚନା ପାଇଥିଲା।…
ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୨୮ା୧୧(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି ସମୟ…
ଶିନ୍ଦେଙ୍କ ଚକ୍ରବ୍ୟୁହରେ ଫସିଗଲେ ଅଜିତ ପାଓ୍ବାର, ଏବେ କରିବେ କ’ଣ…
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ପଦବୀ ଦୌଡ଼ରୁ ନିଜକୁ ଦୂରେଇ ରଖି ଭାଜପା ପାଇଁ ରାସ୍ତା ସଫା କରିଛନ୍ତି। ସେ ଭାଜପାକୁ ତାଙ୍କ ବଡ଼ ଭାଇ ଭାବେ ଗ୍ରହଣ କରିଛନ୍ତି। ଏବେ ଭାଜପା ଭିତରେ ସିଏମ ମୁହଁର ସନ୍ଧାନ ଚାଲିଛି।…
Archives


