Home Left

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ ୬ଷ୍ଠ ଶ୍ରେଣୀ ପାଇଁ ୨ଟି ଭାରତୀୟ ସ୍ଥାନୀୟ ଭାଷା ସମେତ ୩ଟି ଭାଷା…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୨୧ ରନ କରିଥିଲା।…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି। ମାତ୍ର ୩୦ ବଲରେ ଶତକ ହାସଲ କରି ଅଭିଷେକ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ ହାସଲ କରିବା ପରେ ତାଙ୍କର ସେଲିବ୍ରେଶନ ମଧ୍ୟ ଏବେ ଚର୍ଚ୍ଚାରେ। ଅଭିଷେକଙ୍କ ‘ଓଁ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ ଛେଳି ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ଚୋରଙ୍କର ପୋଲିସ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ ଗୋଚର ପୂର୍ବରୁ ବୁଧଙ୍କ ଉଦୟ ଏକ ଗୁରୁତ୍ୱପୂର୍ଣ୍ଣ ଜ୍ୟୋତିଷୀୟ ଘଟଣା। ଦ୍ରିକ ପଞ୍ଚାଙ୍ଗ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର ଥିଲା। କିଛି ଜରୁରୀ ବିଷୟ ଉପରେ ଶୁଣାଣି ରହିବାରୁ ଡିଜିପି ଚୟନ ବାବଦ…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ ସ୍ତର (ମ୍ୟାଣ୍ଟଲ)ର ଧୀର ଗତିଶୀଳତା, ପଥରଗୁଡ଼ିକର ପୁନଃଚକ୍ରଣ ଏବଂ ପୃଥିବୀର ଜଳବାୟୁ ନିୟନ୍ତ୍ରଣରେ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ ସମୂହ ଦୀପଦାନ ଉତ୍ସବରେ ବିଧାୟକ ଡ଼. ଦୁର୍ଗା ପ୍ରସନ ନାୟକ ଯୋଗଦେଇ ମୋଦିଜୀଙ୍କ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର ଡାକୁଆ କର୍ତ୍ତା ଭାବେ ପୂଜାର୍ଚ୍ଚନା କରିଥିଲେ। ଆଇଟିଆଇର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକମାନେ ଉପସ୍ଥିତ ରହି…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ ଅଫିସର ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଭାରତ ସରକାର…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା ପାଇଁ ଦିଲ୍ଲୀ, ମୁମ୍ବାଇ ଓ ବେଙ୍ଗାଲୁରୁ ସମେତ ବିଭିନ୍ନ ସହରରେ ଆପଲ୍‌ ଷ୍ଟୋର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?