Home Left

କୋରାପୁଟ ବସ୍‌ଷ୍ଟାଣ୍ଡରେ ଛୁରା ମାଡ଼

କୋରାପୁଟ,୨୭।୧୧(ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଲିଖିତ…

ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫ ବର୍ଷରେ…

ଭୁବନେଶ୍ୱର,୨୭।୧୧: ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍‌ଶୀଘ୍ର ୨ ହଜାରରୁ ଊଦ୍ଧର୍‌ବ ଗୃହରକ୍ଷୀଙ୍କୁ…

ଭୁଲ ବାଟ ଦେଖାଇଲା ଗୁଗୁଲ ମ୍ୟାପ୍‌, ବ୍ରିଜ୍‌ରୁ ଖସି ୩ ଜଣଙ୍କର ଗଲା ଜୀବନ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ବରେଲି,୨୭।୧୧: ଗୁଗୁଲ ମ୍ୟାପ୍‌ ଦେଖି ଯାଉଥିବା ବେଳେ ଏକ ଅସମ୍ପୂର୍ଣ୍ଣ ବ୍ରିଜ୍‌ରୁ ଖସି ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରବିବାର ଘଟିଥିବା ସୂଚନା ମିଳିଛି। ବାଦାୟଁର ସମରେର ସହିତ ଫରିଦପୁରକୁ ସଂଯୋଗ କରିବା ପାଇଁ ଏହି ବ୍ରିଜ୍‌ ୧…

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର ଖବରଦାତା ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ କରିଥିବା ଫୋନ୍‌ କଲ୍‌ ବିଷୟରେ ଏକନାଥ…

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ ହେବାକୁ ଯାଉଛି। ଏହି ସମୟରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ବିହାରର ଫର୍ମୁଲାକୁ ପୁନରାବୃତ୍ତି…

ରାଜ୍ୟ ସରକାରଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟିଲେ ପାଖାପାଖି ୨ଲକ୍ଷ ଲୋକ! ଲିଷ୍ଟରେ ଅଛି କି ଆପଣଙ୍କ ନାଁ…

ଭୁବନେଶ୍ୱର,୨୭।୧୧:ରାସନ କାର୍ଡକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ବାଦ୍‌ ପଡିଲେ ଅଯୋଗ୍ୟ ହିତାଧିକାରୀ । ସମସ୍ତ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ରାସନ ପାଉଥିଲେ ସେମାନଙ୍କର ରାସନ କାର୍ଡ କାଟିଲେ ରାଜ୍ୟ ସରକାର । ଅଯୋଗ୍ୟ ହିତାଧିକାରୀଙ୍କ ରାସକ କାର୍ଡ…

ବିଶ୍ୱର ନମ୍ବର-୧ ବୋଲର୍‌ ହେଲେ ଜଶପ୍ରୀତ ବୁମ୍‌ରା

ନୂଆଦିଲ୍ଲୀ,୨୭।୧୧: ଅଷ୍ଟ୍ରେଲିଆ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ହଇଚଇ ସୃଷ୍ଟି କରିଥିବା ଭାରତର ତାରକା ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଟେଷ୍ଟ କ୍ରିକେଟରେ ବିଶ୍ୱର ୧ ନମ୍ବର ବୋଲର ହୋଇଛନ୍ତି। ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ…

ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍‌, କରିବେ ବଡ଼ ଖେଳ!

ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି ଭାରତୀୟ ଜନତା ପାର୍ଟି (ଭାଜପା), ଏକନାଥ ଶିନ୍ଦେଙ୍କ ଶିବସେନା ଏବଂ ଅଜିତ ପାୱାରଙ୍କ ଜାତୀୟତାବାଦୀ…

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ୧୦ ଜଣଙ୍କଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର,୨୭।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଜଣଙ୍କଙ୍କ ଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ଜିଲ୍ଲା ଦୌରାଜଜ୍‌ ଏହି ଶୁଣାଣିକୁ ସ୍ଥଗିତ ରଖିଛନ୍ତି। ଏହା ସହ ଇନ୍‌ଜୁରୀ, ସିଡି ରିପୋର୍ଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ…

ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା ଗୌଡ଼। ତେବେ ଜାନୁଆରୀ ପହିଲାରେ ରାସ୍ତା ଦୁର୍ଘଟଣାରେ ସେ ଗୁରୁତର ହୋଇଥଥିଲେ। ତାଙ୍କ ଗୋଡ଼ର…

ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…

ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍‌ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ ଦୁଇ ପୁରୁଣା ବନ୍ଧୁ ଏକାଠି ନଜର ଆସିଥିଲେ। ଏହି ସମୟରେ ଯିଏ କିଏ ବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri