Home Left

ଅମାନତ ହରାଇଛନ୍ତି ୮୫% ପ୍ରାର୍ଥୀ

ନାଗପୁର,୨୭ା୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୋଟ ୪,୧୩୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେମାନଙ୍କ ମଧ୍ୟରୁ ୩,୫୧୫ ଜଣ ଇସିଙ୍କ ନିର୍ଦ୍ଧାରିତ ସର୍ବନିମ୍ନ ଭୋଟ ଶେୟାର ହାସଲ କରିବାରେ ବିଫଳ ହୋଇଥିବାରୁ ଅମାନତ ଜମା ହରାଇଛନ୍ତି। ସେମାନଙ୍କର ୩.୫ କୋଟି ଅମାନତ ଜମା ବାଜ୍ୟାପ୍ତ…

୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍‌ ବୈଠକ

ଭୁବନେଶ୍ୱର, ୨୭ା୧୧(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ କାଳରେ ସେ ଉଭୟ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ୨୯…

ଚର୍ଚ୍ଚାରେ ବ୍ରହ୍ମପୁର ମେୟର, ବିଜେଡି କର୍ପୋରେଟରଙ୍କ ପୁରୀ ଗସ୍ତ

ବ୍ରହ୍ମପୁର,୨୭ା୧୧(ନରସିଂହ ସାହୁ):ବ୍ରହ୍ମପୁର ମହାନଗର ନିଗମ (ବିିଇଏମ୍‌ସି) ମେୟର ସଂଘମିତ୍ରା ଦଳେଇଙ୍କ ନେତୃତ୍ୱରେ ଡେପୁଟି ମେୟର ବିବେକ ରେଡ୍ଡୀଙ୍କ ସମେତ ୨୬ ବିଜେଡି କର୍ପୋରେଟର ହଠାତ୍‌ ପୁରୀ ଯାଇଥିବାରୁ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷରେ ବିଜେଡିରେ ଅନ୍ତଃକନ୍ଦଳ ପୁଣି ପଦାକୁ ଆସିଛି।…

କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ

ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି ଜିଲା କେନ୍ଦ୍ରୀୟ ଟ୍ରେଡ ୟୁନିଅନ, ସ୍ବାଧୀନ ଫେଡେରେଶନର ମିଳିତ ମଞ୍ଚ ଓ ସଂଯୁକ୍ତ କିଷାନ…

ସୀମା ଟପିଲା ବୋହୂ, ପୁଅଙ୍କ ନିର୍ଯାତନା : ପଡ଼ୋଶୀଙ୍କ ଗୁହାଳରେ ଝୁଲି ପଡ଼ିଲେ ବାପା

ଭୋଗରାଇ, ୨୭l୧୧( ପ୍ରଦୀପ ଦାସ):ବହୁ ଦୁଃଖ କଷ୍ଟ ସହି ଦୁଇ ପୁଅଙ୍କୁ ବଡ଼ କରିଥିଲେ। ଭାବିଥିଲେ ପରିଣତ ବୟସରେ ସାହାରା ହେବେ। ହେଲେ ସେ ଅଲୋଡ଼ା ହୋଇଗଲେ। ବୋହୂ, ପୁଅଙ୍କ ନିର୍ଯାତନା ସହି ନ ପାରି ଶେଷରେ ୭୨ବର୍ଷୀୟ ବୃଦ୍ଧ ବାପା…

ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି।…

ମୃତଦେହ ଆସିବାକୁ ଅପେକ୍ଷା କରିଥିବାବେଳେ ଘରୁ ଡକାୟତି

ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ ମଧ୍ୟ ପହଞ୍ଚି ଯାଇଥିଲେ। ସମସ୍ତେ ଶୋକରେ ଡୁବି ମୃତଦେହକୁ ଅପେକ୍ଷା କରିଥିବା ବେଳେ ରାତିରେ…

୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ ଆକ୍ରମଣରେ ଆହତ ହୋଇଥିବାବେଳେ ୧୩୯ଟି ଗୃହପାଳିତ ପଶୁଙ୍କ ମୃତ୍ୟୁ ହୋଇଛି। ଏନେଇ ଜଙ୍ଗଲ ଓ…

ଖାଲି ପଡ଼ିଥିବା ସୂଚନା କମିଶନ ପଦବୀ: ଓଡ଼ିଶାରେ ୬ରୁ ୪ ଖାଲି

ଭୁବନେଶ୍ୱର,୨୭ା୧୧(ଅନିଲ ଦାସ): ୨୦୨୩ରେ ଏକ ମାମଲାର ଶୁଣାଣି ବେଳେ କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସୂଚନା କମିଶନରେ ଖାଲି ପଡ଼ିଥିବା ପଦବୀ ପୂରଣରେ ବିଫଳତାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସୂଚନା କମିଶନର ପଦବୀ ପୂରଣ କରିବାରେ ରାଜ୍ୟଗୁଡ଼ିକର ଅକ୍ଷମତା ହେତୁ…

ସୂଚନା କମିଶନ ପଦବୀ ୪ ସପ୍ତାହରେ ପୂରଣକର: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୧୧(ପି.ଟି.):କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ରେ ଖାଲିପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେଉଁ ରାଜ୍ୟର ସୂଚନା କମିଶନରେ କେତେ ପଦବୀ ଖାଲିପଡ଼ିଛି ଏବଂ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଭିଡିଓ ଶେୟାର କରାଯିବା ପରେ ଭଳିକି ଭଳି ପ୍ରତିକ୍ରିୟା ପ୍ରକାଶ…

୮ କେଜି ଗଞ୍ଜେଇ, ଲକ୍ଷ୍ୟଧିକ ଆତ୍ମସାତ: ଏସଆଇ ନିଳମ୍ବିତ, ୨ ଏଏସଆଇ, ୨ କନଷ୍ଟେବଳ ବଦଳି

ଖୋର୍ଦ୍ଧା,୨୬।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲାରେ ଗଠେଇ ଚୋରା ମଦ, ଧଳା ଜହର କାରବାର ବଢିବାରେ ଲାଗିଛି। ଜିଲାର ବୋଲଗଡ ଓ ବେଗୁନିଆ ବ୍ଲକରେ ନିଶା ଚୋରା ଚାଲାରଣକୁ ଅବକାରୀ ପୋଲିସ ମାଫିଆଙ୍କ ଠାରୁ ମୋଟ ଅଙ୍କର ଟଙ୍କା ନେଇ ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri