Home Left

କାର୍‌ରେ ଯାଉଥିଲେ ସ୍ତ୍ରୀ -ସ୍ବାମୀ: ଟ୍ରକ୍‌ ସହ ହେଲା ଧକ୍କା

ଗଞ୍ଜାମ,୨୯ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ନିକଟ ଓଭର୍‌ ବ୍ରିଜଠାରେ ଏକ ଟ୍ରକ୍‌କୁ କାର ପିଟଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣକର ଅବସ୍ଥା ଗୁରୁତର ରହିଛି। ବାଲୁଗାଁରୁ ଆସୁଥିବା କାର୍‌ରେ ସ୍ବାମୀ ସ୍ତ୍ରୀ ବ୍ରହ୍ମପୁର ଅଭିମୁଖେ…

ଟ୍ରମ୍ପ୍‌ଙ୍କ ଟାରିଫ୍‌କୁ ଅଟକାଇଲେ ଅନ୍ତର୍ଜାତୀୟ ଅଦାଲତ

ଓ୍ବାଶିଂଟନ,୨୯ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟାରିଫ୍‌ କାର୍ଯ୍ୟକାରିତା ଉପରେ ମାନ୍‌ହାଟ୍ଟନସ୍ଥିତ ଅନ୍ତର୍ଜାତୀୟ ବାଣିଜ୍ୟ ଅଦାଲତ ରୋକ୍‌ ଲଗାଇଛନ୍ତି। ଯେଉଁ ଦେଶଗୁଡ଼ିକ ଆମେରିକାକୁ ଅଧିକ ସାମଗ୍ରୀ ବିକୁଛନ୍ତି ଓ କମ୍‌୍‌ ସାମଗ୍ରୀ କିଣୁଛନ୍ତି, ସେମାନଙ୍କ ଉପରେ ଟାରିଫ୍‌ ଲଗାଇ ରାଷ୍ଟ୍ରପତି ତାଙ୍କ…

ଚାଲିଥିଲା ମ୍ୟାଚ୍‌: ପଡ଼ିଆରେ ହାତାହାତି ହେଲେ ଖେଳାଳି

ଢାକା,୨୯ା୫: ବାଂଲାଦେଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଏମର୍ଜିଂ ଦଳର ୪ ଦିନିଆ ମ୍ୟାଚ୍‌ରେ ଏକ ଅପ୍ରିତିକର ଘଟଣା ଘଟିଛି। ମ୍ୟାଚ୍‌ ଚାଲିଥିବା ବେଳେ ଖେଳାଳିଙ୍କ ମଧ୍ୟରେ ହାତାହାତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଏପରିକି ଖେଳାଳିମାନେ ପରସ୍ପରକୁ ଧକ୍କା…

ED ଡେପୁଟି ଡାଇରେକ୍ଟର ନେଉଥିଲେ ଲାଞ୍ଚ: ୨୦ ଲକ୍ଷ ଟଙ୍କା ସହ ଧରିଲା CBI

ଭୁବନେଶ୍ୱର,୨୯।୫: ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗୁରୁବାର CBI ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ୨୦୧୩ ବ୍ୟାଚର ଆଇଆରଏସ୍‌ ଅଧିକାରୀ ତଥା ଇଡି ଡେପୁଟି ଡାଇରେକ୍ଟର ରଘୁବଂଶୀ ଇଡି ଚଢାଉର…

ସୀମାରେ ମୁହାଁମୁହିଁ ପାକିସ୍ତାନ-ଆଫଗାନିସ୍ତାନ ସେନା: ଟ୍ୟାଙ୍କ ମୁତୟନ କଲା ପାକ୍, ତାଲିବାନ ପୋଷ୍ଟ ଉପରେ ବୋମା ମାଡ଼

ନୂଆଦିଲ୍ଲୀ,୨୯।୫: ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଦୀର୍ଘ ଦିନର ସୀମା ବିବାଦ ପୁଣି ଥରେ ଉତ୍ତେଜନା ସୃଷ୍ଟି କରିଛି। ଗୁରୁବାର ବାରାମାଚା ସୀମା ଅଞ୍ଚଳରେ, ଯାହା ପାକିସ୍ତାନର ବାଲୁଚିସ୍ତାନ ପ୍ରାନ୍ତରେ ଅବସ୍ଥିତ, ଉଭୟ ଦେଶର ସେନା ମଧ୍ୟରେ ଗୁଳି ବିନିମୟ ହୋଇଛି।…

ହୋମଗାର୍ଡ ପରୀକ୍ଷାରେ ପୁଣି ଆଉ ଜଣଙ୍କ ଜୀବନ ଗଲା

ପାରଳାଖେମୁଣ୍ଡି,୨୯।୫(ଗିରିଧାରୀ ପରିଛା), ଗଜପତିରେ ହୋମଗାର୍ଡ ପରୀକ୍ଷା ବେଳେ ଗୁରୁବାର ଏକ ଅଘଟଣ ଘଟିଛି। ପୁଣି ଜଣେ ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ଦୀପକ ପାଡ଼ାଲ ବୋଲି ଜଣାପଡିଥିବା ବେଳେ ତାଙ୍କ ଘର ରାୟଗଡ଼ ବ୍ଲକ ନାରାୟଣପୁର ଅଞ୍ଚଳରେ…

ସ୍ୱୀକାର କଲେ ଶେହବାଜ ଶରୀଫ, ଭାରତ ବ୍ରହ୍ମୋସ ମିସାଇଲରେ ଆଗରେ ଅସହାୟ ପାକିସ୍ତାନ…

ଇସଲାମବାଦ,୨୯।୫: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରୀଫ ସ୍ୱୀକାର କରିଛନ୍ତି ଯେ ମେ ୯-୧୦ ତାରିଖ ରାତିରେ ଭାରତ ବ୍ରହ୍ମୋସ ମିସାଇଲ ମାଡ଼ କରି ରାୱଲପିଣ୍ଡି ବିମାନବନ୍ଦର ସମେତ ମୁଖ୍ୟ ସାମରିକ ଘାଟିଗୁଡ଼ିକୁ ଆକ୍ରମଣ କରିଥିଲା ବେଳେ ତାଙ୍କ ସେନା ଅପ୍ରସ୍ତୁତ ଥିଲା।…

ଲଘୁଚାପ ବର୍ଷାରେ ଗଜା ହେଲା ପାଚିଲା ଧାନ

କୋକସରା,୨୯।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୁଇ ଦିନ ଧରି ଲାଗି ରହିଥିବା ଲଘୁଚାପ ଲଗାଣ ବର୍ଷାରେ ଚାଷୀଙ୍କ ବହୁ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଚାଷ ଜମିରେ ପାଣି ଜମିବାରୁ ପାଚିଲା ଧାନ ଭିଜି ଗଜା ହୋଇଯାଇଛି। ଫଳରେ ଚାଷୀ ମୁଣ୍ଡରେ ପୁଣି…

ସାମାନ୍ୟ ବର୍ଷାରେ ମହୁଲପାଟଣା-ମୁଖୀଗୁଡ଼ା ରାସ୍ତା ବେହାଲ

ଥୁଆମୂଳ ରାମପୁର,୨୯ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣା – ମୁଖୀଗୁଡ଼ା ମୁଖ୍ୟ ଘାଟି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ରାସ୍ତାଟି ବିଗତ ଦିନରେ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଅଧୀନରେ ହୋଇଛି ଯାହାକି ବିଭିନ୍ନ ଗେଟ୍‌…

ଖୋଲିଲା ରବି ଧାନ ମଣ୍ଡି

ରିଷିଡ଼ା,୨୯ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ଗୁରୁବାର ଦୁଇଟି ସ୍ଥାନରେ ରବିଧାନ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ତେରେସିଂହାରେ ମଣ୍ଡି ଉଦ୍‌ଘାଟନୀ ଉତ୍ସବରେ ସ୍ଥାନୀୟ ସରପଞ୍ଚ ପ୍ରମୋଦ ସୁନା ମୁଖ୍ୟଅତିଥି, ରିଷିଡ଼ା ପାକ୍ସ…

ମୁମୂର୍ଷୁ ଅବସ୍ଥାରେ ନାବାଳିକା ଉଦ୍ଧାର, ବଳାତ୍କାର ପରେ ଜଙ୍ଗଲରେ ଫିଙ୍ଗି ଦେଇଥିବା ସନ୍ଦେହ

ସୋନପୁର,୨୯।୫: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳରୁ ଗୁରୁବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାନାକୁ ଆସିଛି। ବାଘରତଇଲା ଜଙ୍ଗଲରୁ ମୁମୂର୍ଷୁ ଅବସ୍ଥାରେ ଜଣେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟପକ୍ଷେ ନାବାଳିକାଙ୍କୁ ବଳାତ୍କାର ପରେ ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ…

ଡେଙ୍ଗୁରା ପିଟି ଓ୍ବାରେଣ୍ଟିଙ୍କ ନାଁରେ ଲଟ୍‌କା ଜାରି କଲା ପୋଲିସ

ବଲାଙ୍ଗୀର,୨୯ା୫(ସୁନୀଲ କୁମାର ମହାନ୍ତି): କୋର୍ଟରେ ହାଜର ହୋଇ ନ ଥିବା ବିଭିନ୍ନ ମାମଲାର ଓ୍ବାରେଣ୍ଟିମାନଙ୍କ ବିରୋଧରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପକ୍ଷରୁ ଲଟ୍‌କା ଜାରି କରାଯାଇଛି। ସହରର ଟିକ୍ରାପଡ଼ା, ମାଲପଡ଼ା, ଇନ୍ଦିରାନଗର, ମାଲଗୋଦାମପଡ଼ା, ପ୍ରତାପସାଗର ପଡ଼ା ସମେତ ବିଭିନ୍ନ ପଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?