Home Left

ବାଙ୍କୁଆଳ ପ୍ରିମିୟର ଲିଗ୍‌: କେଶୁରା ଚାମ୍ପିୟନ

ପୁରୁଣା ଭୁବନେଶ୍ୱର,୨୯।୧ (ସୁବାସ ଚନ୍ଦ୍ର ପ୍ରଧାନ): ଜଗବନ୍ଧୁ ମେମୋରିଆଲ ବାଙ୍କୁଆଳ ପ୍ରିମିୟର ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ଫାଇନାଲରେ ଯାଆଁଳା କ୍ରିକେଟ୍‌ କ୍ଲବକୁ ହରାଇ କେଶୁରା ଚାମ୍ପିୟନ ହୋଇଛି। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଯାଆଁଳା ୧୭.୩ ଓଭରରେ ୧୩୩…

ଦେଶ ବିକାଶରେ କ୍ରୀଡ଼ା ଅପରିହାର୍ଯ୍ୟ: ପ୍ରଧାନମନ୍ତ୍ରୀ

ଡେରାଡୁନ, ୨୯ା୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସ୍ଥାନୀୟ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ୩୮ତମ ଜାତୀୟ କ୍ରୀଡ଼ାର ଆନୁଷ୍ଠାନିକ ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ଉପଲକ୍ଷେ ଉତ୍ତରାଖଣ୍ଡର ଧାର୍ମିକ ଐତିହ୍ୟ ଏବଂ ଜୈବବିବିଧତାକୁ ପ୍ରଦର୍ଶନ କରି ଏକ…

ମହାକୁମ୍ଭ ଦଳାଚକଟା ଘଟଣାରେ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥଙ୍କ ଆସିଲା ବଡ଼ ବୟାନ

ଲକ୍ଷ୍ନୌ,୨୯।୧: ଉତ୍ତର ପ୍ରଦେଶର ପ୍ରୟାଗରାଜ ମହାକୁମ୍ଭରେ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଥମ ବୟାନ ଆସିଛି। ସେ ଗୁଜବରେ ଧ୍ୟାନ ନଦେବାକୁ ଲୋକଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋକମାନେ ମାତା ଗଙ୍ଗାଙ୍କ ନିକଟତମ ଘାଟରେ ସ୍ନାନ କରିବା…

ସାମୁଦାୟିକ ବିକାଶକୁ ଅଧିକ ସୁଦୃଢ଼ କରିବ ଜେଏସ୍‌ପି

ଭୁବନେଶ୍ୱର,୨୯।୧: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସ୍‌ପି) ଓଡ଼ିଶାରେ ପ୍ରାୟ ୭୦,୦୦୦ କୋଟି ଟଙ୍କା ନିବେଶ କରିବ ବୋଲି ଉତ୍କର୍ଷ ଓଡ଼ିଶା କନ୍‌କ୍ଳେଭ୍‌-୨୦୨୫ର ଉଦ୍‌ଘାଟନୀ ଉତ୍ସବରେ ଘୋଷଣା କରାଯାଇଛି। ଏପରିକି ଆଗାମୀ ବର୍ଷକ ମଧ୍ୟରେ କମ୍ପାନୀ ପ୍ରାୟ ୭୦,୦୦୦ କୋଟି ଟଙ୍କାର ନିବେଶ…

୧୦୩.୪ ବିଲିୟନ ଡଲାରକୁ ବଢ଼ିବ ଏସ୍‌ସି ବଜାର

ଭୁବନେଶ୍ୱର,୨୯।୧: ଇଣ୍ଡିଆନ ଇଲେକ୍ଟ୍ରୋନିକ୍ସ ଆଣ୍ଡ ସେମିକଣ୍ଡକ୍ଟର ଆସୋସିଏସନ (ଆଇଇଏସ୍‌ଏ)ର ବହୁ ପ୍ରତୀକ୍ଷିତ ପୁସ୍ତକ ‘ଇଣ୍ଡିଆ ସେମିକଣ୍ଡକ୍ଟର ମାର୍କେଟ ରିପୋର୍ଟ ୨୦୩୦’କୁ ଉକତ୍ର୍ଷ ଓଡ଼ିଶା କନ୍‌କ୍ଲେଭ-୨୦୨୫ର ଉଦ୍‌ଘାଟନୀ ଅବସରରେ ଉନ୍ମୋଚନ କରାଯାଇଛି। ଏପରିକି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡ଼ିଶାର ଇଲେକ୍ଟ୍ରୋନିକକ୍ସ୍‌…

ଟ୍ରମ୍ପଙ୍କ ଗୋଟିଏ ଆଦେଶରେ ଥରିଗଲା ପାକିସ୍ତାନ, ବନ୍ଦ ହେଲା ସବୁ ବାଟ, ଏବେ କ’ଣ କରିବେ ଶହବାଜ ସରକାର

ଓ୍ବାଶିଂଟନ୍‌,୨୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନକୁ ଦିଆଯାଉଥିବା ସାମୟିକ ସହାୟତାକୁ ବାତିଲ କରିବାକୁ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଯୋଗୁଁ ଆମେରିକୀୟ ପାଣ୍ଠିରେ ଚାଲିଥିବା ଅନେକ ବିକାଶ ପ୍ରକଳ୍ପ ବନ୍ଦ ହୋଇଯିବ। ସୂଚନା ଅନୁଯାୟୀ, ଆମେରିକାର ବୈଦେଶିକ ବିଭାଗ ଏହାର…

ୟୁରିଆ, ଡିଏପି କଳାବଜାରକୁ ନେଇ ଚାଷୀ ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। କିନ୍ତୁ ଜିଲାର ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି ସମୟରେ ଚାଷୀଙ୍କୁ କଟ୍‌ନି ଛଟ୍‌ନିର ସମ୍ମୁଖୀନ ହେବାକୁ ପଡୁଥିବାବେଳେ ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର ଚାଷୀଙ୍କ…

୨ ଦିନ ପରେ ବଢ଼ିବ ତାପମାତ୍ରା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯ା୧(ଅନୁରାଧା ମହାରଣା):ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍‌ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ। ତେବେ ପରବର୍ତ୍ତୀ ଦୁଇଦିନ ତାପମାତ୍ରା ୨ରୁ…

ରାଜ୍ୟରେ ପୁଞ୍ଜିନିବେଶ କରିବ ଫାଲ୍‌କନ୍‌

ଭୁବନେଶ୍ୱର,୨୯।୧: ଫାଲ୍‌କନ୍‌ ଗ୍ରୁପ୍‌ ଓଡ଼ିଶାରେ ମୋଟ ୧୫୦୦ କୋଟି ଟଙ୍କାର ପୁଞ୍ଜି ନିବେଶକରିବ ବୋଲି ଉତ୍କର୍ଷ ଓଡ଼ିଶା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୫ର ଉଦ୍‌ଘାଟନୀ ଉତ୍ସବରେ କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଫାଲକନ୍‌ ହୋଲ୍‌ଡିଂସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ହେଉଛି,ଫାଲ୍‌କନ୍‌ ଗ୍ରୁପ୍‌ର…

ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୨୯।୧ (ଅଭୟ ଦାଶ): ଓଡ଼ିଶାରେ ବେଦାନ୍ତ ଆଲୁମିନିୟମ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବୋଲି ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୫ର ଉଦ୍‌ଘାଟନୀ ଅବସରରେ ଘୋଷଣା କରିଛି। ଏପରିକ ସମଗ୍ର ରାଜ୍ୟରେ ବିଶ୍ୱସ୍ତରୀୟ ଆଲୁମିନିୟମ ଉତ୍ପାଦନ କାରଖାନା…

‘ତେରେ ଇସ୍କ ମେଁ’ରେ ଧନୁଷଙ୍କ ବିପକ୍ଷରେ କ୍ରିତି

ମୁମ୍ବାଇ: ଅଭିନେତା ଧନୁଷ୍‌ଙ୍କ ଆଗାମୀ ଫିଲ୍ମ ‘ତେରେ ଇସ୍କ ମେଁ’ର ଦ୍ୱିତୀୟ ଟିଜର ମଙ୍ଗଳବାର ରିଲିଜ୍‌ ହୋଇଛି, ଯେଉଁଥିରେ ଫିଲ୍ମରେ ମୁଖ୍ୟ ଅଭିନେତ୍ରୀଙ୍କ ଉପରୁ ପରଦା ଉଠିଛି। ପ୍ରଥମ ଟିଜରରେ କେବଳ ଅଭିନେତ୍ରୀଙ୍କ ଭଏସ୍‌ ଓଭର ଶୁଣିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରରେ…

ଡ୍ୟୁଟିରେ ଶୋଇବାରୁ ବୋନସ୍‌ ହରାଇଲା ପୋଲିସ ଡଗ୍‌

ବେଜିଂ: ସାଧାରଣତଃ କୁକୁରମାନଙ୍କୁ ସବୁଠାରୁ ବୁଦ୍ଧିମାନ୍‌ ଓ ବିଶ୍ବସ୍ତ ପ୍ରାଣୀ ଭାବରେ ବିବେଚନା କରାଯାଇଥାଏ। ତେବେ ଚାଇନାର ଏକ ପୋଲିସ ଡଗ୍‌ ‘ଫୁଜଇ’ ଡ୍ୟୁଟିରେ ଥିବା ସମୟରେ ଶୋଇପଡ଼ି ଓ ନିଜ ଖାଦ୍ୟପାତ୍ରରେ ପରିସ୍ରା କରି ନିଜ ବାର୍ଷିକ ବୋନସ୍‌କୁ ହରାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri