Home Left

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ୩ା୨ା୨୦୨୬ରେ ହୋଇଥିବା ବୈଠକରେ ଏକ କାର୍ଯ୍ୟାନ୍ବୟନ ଯୋଜନା…

ବାଣିଜ୍ୟ, ପ୍ରତିରକ୍ଷାରେ ସହଯୋଗ ବଢ଼ାଇବେ ଭାରତ, ମାଲେସିଆ

କୁଆଲାଲୁମ୍ପୁର,୯ା୨(ପି.ଟି.): ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା, ଶକ୍ତି, ଆଧୁନିକ ଉତ୍ପାଦନ ଏବଂ ସେମିକଣ୍ଡକ୍ଟର ଆଦି ସର୍ବାଧିକ ପ୍ରାଥମିକତା ଥିବା ସେକ୍ଟରରେ ଭାରତ ଓ ମାଲେସିଆ ସମ୍ପର୍କ ବଢ଼ାଇବା ପାଇଁ ରବିବାର ପ୍ରତିଜ୍ଞାବଦ୍ଧ ହୋଇଛନ୍ତି। ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଶାନ୍ତି ଓ ସ୍ଥିରତା ପାଇଁ…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ ପ୍ରେମପକ୍ଷୀଙ୍କ ରାଜ୍‌ ଚାଲିଛି। ପ୍ରେମ ସପ୍ତାହର ଦ୍ବିତୀୟ ଦିନ ଆର୍ଥାତ୍‌ ରବିବାର ପ୍ରପୋଜ…

ମୋହମ୍ମଦିଙ୍କୁ ଆଉ ସାଢ଼େ ୭ ବର୍ଷ ଜେଲ

ଦୁବାଇ,୯ା୨(ଏପି):ଇରାନ୍‌ର ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ନର୍ଗେସ ମୋହମ୍ମଦିଙ୍କୁ ଦେଶର ଏକ ଅଦାଲତ ଆଉ ସାଢ଼େ ୭ ବର୍ଷ ଜେଲ ଦଣ୍ଡାଦେଶ ଦେଇଛି। ୨୦୨୩ରେ ନୋବେଲ ପୁରସ୍କାର ପାଇଥିବା ମୋହମ୍ମଦିଙ୍କୁ ଗତବର୍ଷ ସରକାର ବିରୋଧୀ ଆନ୍ଦୋଳନ ଉସୁକାଇବା ଅଭିଯୋଗରେ ୬ ବର୍ଷ…

ଶ୍ରେଷ୍ଠ ପ୍ରଜାତି ସୃଷ୍ଟି ଲାଗି ଏକସଙ୍ଗେ ୨୦ ମହିଳାଙ୍କୁ ଗର୍ଭବତୀ କରିବାକୁ ଚାହୁଁଥିଲେ ଏପ୍‌ଷ୍ଟିନ୍‌

ନ୍ୟୁୟର୍କ,୯ା୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ଧନୀ ଅର୍ଥ ଲଗାଣକାରୀ ଜେଫ୍ରି ଏପ୍‌ଷ୍ଟିନ୍‌ ଜେନେଟିକ୍‌ ଇଞ୍ଜିନିୟରିଂ ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ବ୍ୟବହାର କରି ମାନବ ଜାତିର ଏକ ଶ୍ରେଷ୍ଠ ପ୍ରଜାତି ବିକଶିତ କରିବାକୁ ଯୋଜନା କରିଥିଲେ। ଏଥିପାଇଁ ସେ କେତେଜଣ…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ ଏହି ଗୋଟିଏ ଗାଁକୁ ନେଇ ବିଲାପୁରା ପଞ୍ଚାୟତ ଗଠନ କରାଯାଇଛି ଏବଂ ଏହାର…

୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ ଅନ୍ୟ ୨ ଜଣଙ୍କ ସହ ଖେଳିବା ପାଇଁ ଶନିବାର ସନ୍ଧ୍ୟାରେ ଘରୁ ବାହାରି…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ ଦେଖେଇ ହେଲା ଭଳି ଅନେକ କଥା କହେ। ବିଶେଷକରି ଦୁଃଖୀ ମଣିଷ ନିକଟରେ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ। ୧୯୫୪ରେ ନିଜ ପୁସ୍ତକ ‘ଫାରୱେଲ ଟୁ ଆର୍ମସ’ ପାଇଁ ନୋବେଲ ପୁରସ୍କାର ନେଉଥିବା…

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର ୪୦ ପ୍ରତିଶତରୁ ସାମାନ୍ୟ ଅଧିକ ବ୍ୟୟ କରିଥିବା ବଜେଟ୍‌ ଦସ୍ତାବିଜ୍‌ରୁ ଜଣାପଡ଼ିଥିବା ଏକ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ ସାମର୍ଥ୍ୟର ପ୍ରଦର୍ଶନ କରିଛି। ଏହା କକ୍ଷପଥରେ ଅନ୍ୟ ସାଟେଲାଇଟ୍‌ରେ ଥିବା ବସ୍ତୁର ଫଟୋ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା କରି ଆୟର୍ଲାଣ୍ଡ ୧୪୩ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଶ୍ରୀଲଙ୍କା ଆସନ୍ତା ୧୨ ତାରିଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri