Home Left

ଭାରତକୁ ବଡ଼ ଉପହାର ଦେଲେ ପୁଟିନ୍‌, ଟ୍ରମ୍ପ ଥରହର!

ନୂଆଦିଲ୍ଲୀ,୨୮।୧: ସମୁଦ୍ରରେ ଭାରତର ଶକ୍ତି ଆହୁରି ବୃଦ୍ଧି ପାଇବାକୁ ଯାଉଛି। ନୂତନତମ ଷ୍ଟେଲଥ ମିସାଇଲ ଫ୍ରିଗେଟ INS ତୁଷିଲ ଖୁବ ଶୀଘ୍ର ଭାରତରେ ପହଞ୍ଚିବାକୁ ଯାଉଛି। ଫେବୃଆରୀ ମଧ୍ୟଭାଗରେ INS ତୁଷିଲ ଦେଶର ପଶ୍ଚିମ ଉପକୂଳରେ ପହଞ୍ଚିବ ବୋଲି ଆଶା କରାଯାଉଛି।…

ପୁଣି ବୋଲିଂ ବାଛିଲେ ସୂର୍ଯ୍ୟକୁମାର, ୧୪ ମାସ ପରେ ଫେରିଲେ ଶାମି

ରାଜକୋଟ,୨୮।୧: ଭାରତ-ଇଂଲଣ୍ଡ ମଧ୍ୟରେ ତୃତୀୟ ଟି୨୦ ମଙ୍ଗଳବାର ଖେଳାଯାଉଛି। ଏଥିରେ ଭାରତର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପୁଣିଥରେ ବୋଲିଂକୁ ବାଛିଛନ୍ତି। କୋଲକାତା ଏବଂ ଚେନ୍ନାଇରେ ଲଗାତାର ବିଜୟ ପରେ ଟିମ୍‌ ଇଣ୍ଡିଆ ନିକଟରେ ସିରିଜକୁ କବ୍ଜା କରିବାକୁ ବଡ଼…

ଏପ୍ରିଲ ପହିଲାରୁ ଲାଗୁ ହେବାକୁ ଯାଉଛି UPS, ଜାଣନ୍ତୁ ଏହାର ଲାଭ, କିଏ ହେବେ ଉପକୃତ…

ନୂଆଦିଲ୍ଲୀ,୨୮।୧: ୨୦୨୫ ଫେବୃଆରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ, ସରକାର ଏକ ବଡ଼ ପଦକ୍ଷେପ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ୟୁନିଫାଏଡ(ଏକୀକୃତ) ପେନସନ ଯୋଜନା (UPS) ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ…

ଜଣାପଡ଼ିଲା ତାରିଖ, ଏହି ଦିନ ଆକାଉଣ୍ଟକୁ ଆସିବ PM Kisanର ୧୯ତମ କିସ୍ତି ଟଙ୍କା…

ନୂଆଦିଲ୍ଲୀ,୨୮।୧: ପ୍ରତି ବର୍ଷ ପ୍ରଧାନମନ୍ତ୍ରୀ କିଶାନ ସମ୍ମାନ ନିଧି ଯୋଜନା(PM Kisan) ଅଧୀନରେ କୃଷକମାନଙ୍କୁ ୬୦୦୦ ଟଙ୍କା ଦିଆଯାଉଛି। ଏହି ଟଙ୍କା କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ୩ଟି କିସ୍ତିରେ ଜମା କରାଯାଏ। ଆଗାମୀ ଦିନରେ ଏହି ଯୋଜନାର…

କଡ଼ା ଭାଷାରେ ସମାଲୋଚନା କରୁଛନ୍ତି ସୁନୀଲ ଗାଭାସ୍କର, BCCI ନିକଟରେ ଅଭିଯୋଗ କଲେ ରୋହିତ

ମୁମ୍ବାଇ, ୨୮।୧: ବର୍ଡର-ଗାଭାସ୍କର ଟ୍ରଫି (BGT) ୨୦୨୪-୨୫ ସମୟରେ ଭାରତର ଟେଷ୍ଟ ଅଧିନାୟକ ରୋହିତ ଶର୍ମାଙ୍କ ଅଷ୍ଟ୍ରେଲିଆ ଗସ୍ତ ଏକ ଚ୍ୟାଲେଞ୍ଜିଂ ଥିଲା। ସେ ବ୍ୟାଟ୍ ଏବଂ ତାଙ୍କ ନେତୃତ୍ୱ ନେବାର ଦକ୍ଷତା ଉପରେ ପ୍ରଶ୍ନ ଘେରକୁ ଆସିଥିଲେ। ପିତୃତ୍ୱ ଛୁଟି…

ସୋସାଇଟି ଘରେ ସମ୍ପାଦକଙ୍କ ମଦର ଅସାର

ନିରାକାରପୁର,୨୮।୧(ମାନସ ଚନ୍ଦ ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସମବାୟ ସମିତି କାଶୀପୁର -୨ ସୋସାଇଟିର ସମ୍ପାଦକ ଗୌର ଗୋବିନ୍ଦ ପଟ୍ଟନାୟକ ଏବଂ ଆଉ ଜଣେ ବ୍ୟକ୍ତି ସୋସାଇଟି ଗୃହ ମଧ୍ୟରେ ଖୁଲମଖୁଲା ମଦପିଉଥିବା ଭିଡିଓ ସୋସିଆଲ ମିଡିଆରେ ଏବେ…

ପଖାଳ ଖାଇ ଆଦର୍ଶ ବିଦ୍ୟାଳୟର ୨୬ ଛାତ୍ରୀ ଅସୁସ୍ଥ

କେନ୍ଦୁଝର,୨୮।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ପଖାଳ ଖାଇ ତେଲକୋଇ ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ହଷ୍ଟେଲର ୨୨ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ଅସୁସ୍ଥ ଛାତ୍ରୀଙ୍କୁ ତେଲକୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ମଙ୍ଗଳବାର ତେଲକୋଇ ବ୍ଲକ ଓରିୟାଠାରେ ଥିବା ଓଡିଶା…

ଜିଲା ପ୍ରଶାସନର ଏଭଳି ପ୍ରୟାଶ : ଦିବ୍ୟାଙ୍ଗ ହେଲେ ଉପକୃତ 

ପରୁଷୋତ୍ତମପୁର,୨୮।୧(ସିମାଞ୍ଚଳମିଶ୍ର): ଗଞ୍ଜାମଜିଲା  ପ୍ରଶାସନ ପକ୍ଷରୁ ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିଷରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅଭିଯାନ ଭାରାପ୍ରାପ୍ତ ବିଡିଓ ତଥା ତହସିଲଦାର ବିନୋଦକୁମାର ବେହେରାଙ୍କ ସଂଯୋଜନାରେ ମଙ୍ଗଳବାର ଅନୁଷ୍ଟିତ ହୋଇଯାଇଛି। ଏହି ଅବସରରେ ତହସିଲଦାର ବିନୋଦକୁମାର ବେହେରା ଶିବରର ଲକ୍ଷ…

ଘରେ ପୁଣି ଚୋର ପଶିବା ପରେ କ’ଣ କହିଲେ ନିରଞ୍ଜନ, କାହିଁକି ଚୋରକୁ କଲେ ପ୍ରଶଂସା

ଭୁବନେଶ୍ୱର, ୨୮।୧: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ ହୋଇଛି। ତାଙ୍କ ନୟାପଲ୍ଲୀ IRC ଭିଲେଜସ୍ଥିତ ଏନ/୨୫ ଘରୁ ଚୋରି ଉଦ୍ୟମ ହୋଇଛି। ଝରକା ଭାଙ୍ଗି ପଶିବା ବେଳେ କର୍ମଚାରୀ ଚୋରକୁ କାବୁ କରି ନେଇଥିଲେ।…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଫଛପଟେ ଝୁଲୁଛି ମୃତଦେହ: ଶରୀରର ଅଧାଅଂଶ ଭୂମିରେଇ ଲାଗିଥିବା ନେଇ ବଢୁଛି ସନ୍ଦେହ

କାଲିମେଳା,୨୮।୧(ଜୀବନ କୃଷ୍ଣ ଦାସ):ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟେ ଥିବା ଚାଷଜମି ନିକଟରେ ମଙ୍ଗଳବାର ସକାଳେ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତାଅବସ୍ଥାରେ ଠାବ କରାଯାଇଛ। ମୃତ ଯୁବକ ଜଣକ କାଲିମେଳା ତୁମ୍ବାଗୁଡା ଗ୍ରାମର ପଦିଆ…

ଶବରୀ ନାରାୟଣ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା: ୩ ହଜାର ଲୋକ ଉଠାଇଲେ ଜଳ

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟ ଜିଲାର ବିଲାପୁଟ ଗ୍ରାମଠାରେ ନବନିର୍ମିତ ଶବରୀ ନାରାୟଣ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ମହାସମାରୋହରେ ଆରମ୍ଭ ହୋଇଛି। ଏହି ପ୍ରତିଷ୍ଠା ଉତ୍ସବ ନିମନ୍ତେ ସେମିଲିଗୁଡାର ପିତାଗୁଡା ନଦୀରୁ ଜଳ ସଂଗ୍ରହ କରି ପୂଜାଅର୍ଚନା ପରେ…

ପାଣିପାଗ ବିଶେଷଜ୍ଞ ଡ.ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା,୨୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୬ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ବିନୋଦିନୀ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପ୍ରାକ୍ତନ ରାଜ୍ୟମୁଖ୍ୟ ପ୍ରଶାସକ ଗୋକୁଳ ଚନ୍ଦ୍ର ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri