Home Left

ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର…

ଆଇଆଇଏମ୍‌ ସମ୍ବଲପୁରରେ ମନୋନୀତ ହେଲା କଳାହାଣ୍ଡିର ଷ୍ଟାର୍ଟଅପ୍‌ ଇନ୍‌କ୍ୟୁବେଶନ

ଭବାନୀପାଟଣା,୨୩।୧୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଜିଲାର ଏକମାତ୍ର ଷ୍ଟାର୍ଟଅପ ଟ୍ରେଡିଫ୍ରେସେଲଦି ପ୍ରାଇଭେଟ ଲିମିଟେଡ ସମ୍ବଲପୁର ଆଇଆଇଏମ୍‌ରେ ଇନ୍‌କ୍ୟୁବେଶନ ପାଇଁ ମନୋନୀତ ହୋଇଛି । ମାଣ୍ଡିଆରୁ ଏନର୍ଜି ପାଇଁ ପ୍ରୋଟୋଟାଇପ ପ୍ରସ୍ତୁତି ସହିତ ମାର୍କେଟିଂ ଓ ଫଣ୍ଡିଂ ପାଇଁ ଆଇଆଇଏମ୍‌…

ରାହୁଲ, ଖାର୍ଗେଙ୍କୁ ଲିଗାଲ ନୋଟିସ ପଠାଇଲେ ତାଓ୍ବଡେ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବଦିନ ମୁମ୍ବାଇର ଏକ ହୋଟେଲରେ ଭାଜପା ନେତା ବିନୋଦ ତାଓ୍ବଡେ ଭୋଟ ପାଇଁ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ନେଇ କଂଗ୍ରେସ ଅଭିଯୋଗ କରିଥିଲା ଏଭଳି ମିଥ୍ୟା ଓ ଭିତ୍ତିହୀନ ଅଭିଯୋଗ ପାଇଁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ବଡ଼ ଘୋଷଣା: ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୧୧: ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍‌ରିଟିଜ୍‌(ଏଆଇଏଏମ୍‌) ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହି ସଂଗଠନର ଉଦ୍ଦେଶ୍ୟ ଭାରତୀୟ-ଆମେରିକାରେ ପ୍ରବାସୀଙ୍କ ମଧ୍ୟରେ ସଂଖ୍ୟାଲଘୁଙ୍କୁ ଏକତ୍ର…

ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର

ଭୁବନେଶ୍ୱର, ୨୩ା୧୧(ସୁନିତ୍‌ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍‌ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏବଂ କର୍ପୋରେଟ୍‌ ସ୍ବାର୍ଥ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ସମଗ୍ର ବିଶ୍ୱରେ ଏହି ଘଟଣା…

ଖେଳକୁ ବୁଝନ୍ତୁ ଲୋକେ:ରାହୁଲ

ନୂଆଦିଲ୍ଲୀ,୨୩ା୧୧:ସୌର ଶକ୍ତି ଠିକା ପାଇଁ ଭାରତୀୟ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଓ ନିବେଶକଙ୍କୁ ଠକେଇ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରୁ ଗିରଫ ପରଓ୍ବାନା ଜାରି ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦୁର୍ନୀତିର ଏହି…

ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ

ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଦ୍ୱାରା ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ ରଖାଯାଇଛି।…

ଯୁକ୍ତ ୨ ପରୀକ୍ଷା: ଶହେରୁ ଏତିକି ରଖିଲେ ପାସ୍‌

ଭୁବନେଶ୍ୱର,୨୩ା୧୧(ସୁଚିସ୍ମିତା ସାହୁ):ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ସରଳ ହେଲା ପରୀକ୍ଷା। ପିଲାଙ୍କ ଉପରୁ ପରୀକ୍ଷା ଚାପ କମାଇବା ଓ ସେମାନଙ୍କ ମନରେ ପରୀକ୍ଷାକୁ ନେଇ ରହିଥିବା ଭୟ ଦୂର ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

କୃତଜ୍ଞତାର ସ୍ବର

ବୁଝିଲ ବନ୍ଧୁ, ଈଶ୍ବରଙ୍କ ଆଶୀର୍ବାଦରୁ ଆମେ ଏ ଜୀବନ ପ୍ରାପ୍ତ ହେଇଛେ ସତ, ହେଲେ ଆମ ଜୀବନରେ ଆମ ମା’ବାପା, ଭାଇ ବନ୍ଧୁ, ପୃଥିବୀ, ଆକାଶ, ବଣ, ନଦୀ ସହ ସମସ୍ତ ପ୍ରକୃତି ତଥା ଆମ ଚତୁର୍ପାଶର୍‌ବରେ ଆତଯାତ ହେଉଥିବା ଅନେକଙ୍କର…

ଆଚାର୍ଯ୍ୟ, ଅବଧାନ ଓ ଶିକ୍ଷକ

ବୈଦିକ ଯୁଗରେ ଅରଣ୍ୟରେ ଥିବା ଋଷିମାନଙ୍କର ଆଶ୍ରମଗୁଡ଼ିକ ଥିଲା ବିଦ୍ୟାଦାନର କେନ୍ଦ୍ର। ଧନୀ, ଗରିବ, ରାଜପୁତ୍ର ସମସ୍ତେ ସେଠାରେ ଏକତ୍ର ବିଦ୍ୟାଗ୍ରହଣ କରୁଥିଲେ। ସନ୍ଦିପନୀ ଉଭୟ ଶ୍ରୀକୃଷ୍ଣ ଓ ସୁଦାମାଙ୍କୁ ବିଦ୍ୟାଦାନ କରୁଥିଲେ। ସତ୍ୟକାମ ସଂଭ୍ରାନ୍ତବଂଶୀୟ ହୋଇ ନ ଥିଲେ ମଧ୍ୟ…

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…

ସମ୍ପ୍ରସାରଣର ଶାସନ

ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରୁ ଅବସର ପରେ ବରିଷ୍ଠ ସିଭିଲ ସର୍ଭାଣ୍ଟଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଆସୁଛି। ମୋଦି ସରକାର କ୍ଷମତାକୁ ଫେରିବାର ସପ୍ତାହକ ପରେ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ମୁଖ୍ୟ ତପନ କୁମାର ଡେକାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ। ଏହାସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri