Home Left

ଗୋଟିଏ ରାତିରେ ୭ ଘର ଭାଙ୍ଗିଲା ଦନ୍ତା

ପାଟଣା,୨୮।୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳ ରେ ଗୋଠ ଛଡା ଦନ୍ତା ଉତ୍ପାତ କରି ୭ରୁ ଉଦ୍ଧର୍‌ବ ଘର ଭାଙ୍ଗିବା ସହ ପନିପରିବା ଚାଷ ନଷ୍ଟ କରି ଘରେ ଥିବା ଧାନ ଚାଉଳ ଖାଇ ନଷ୍ଟ କରିଛି। ସୋମବାର…

ଟିକଟକ୍‌କୁ କିଣିପାରେ ମାଇକ୍ରୋସଫ୍ଟ: ଟ୍ରମ୍ପ ଦେଲେ ସଙ୍କେତ

ଓ୍ବାଶିଂଟନ୍‌,୨୮।୧: ମାଇକ୍ରୋସଫ୍ଟ ଚାଇନା ଆପ ଟିକଟକ୍‌କୁ କିଣିପାରେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି। ଟ୍ରମ୍ପ କହିଛନ୍ତି,ଉଭୟ ପକ୍ଷ ମଧ୍ୟରେ ବର୍ତ୍ତମାନ ଆଲୋଚନା ଚାଲିଛି। ଟ୍ରମ୍ପ ଏହା ମଧ୍ୟ କହିଛନ୍ତି ଯେ ସେ ଚାହାଁନ୍ତି ଯେ ଅନ୍ୟ କମ୍ପାନୀଗୁଡ଼ିକ ଟିକଟକ୍‌…

ବାଲିଯାତ୍ରାର ଐତିହାସିକ ସୁଖ୍ୟାତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୮।୧: ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଉତ୍କର୍ଷ ଓଡ଼ିଶା କନକେଭ୍‌କୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି, ଚଳିତ ଜାନୁଆରୀରେ ଓଡ଼ିଶାକୁ ଏହା ମୋର ଦ୍ବିତୀୟ ଗସ୍ତ। ଓଡ଼ିଶାରେ…

ଶିଳ୍ପ ବିକାଶ ପାଇଁ ଓଡ଼ିଶାରେ ରହିଛି ଅପାର ସୁଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୧: ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କନକ୍ଲେଭ୍‌କୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି,…

‘ଆମେରିକାକୁ କ୍ଷତି ପହଞ୍ଚାଇବାକୁ ଚାହୁଁଥିଲେ…’ ଟ୍ରମ୍ପ ଦେଲେ ଧମକ, ଭାରତ-ଚାଇନା ଛାନିଆ

ଓ୍ବାଶିଂଟନ୍‌,୨୮।୧: ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେବା ପରଠାରୁ ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ମଧ୍ୟ ତାଙ୍କର ଏପରି ବୟାନ ଜାରି ରହିଛି। ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଧମକ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍‌ଘାଟନ କଲେ ମୋଦି

ଭୁବନେଶ୍ବର,୨୮।୧: ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି…

ଓଡ଼ିଶା ହେଉଛି ଦ୍ୱିତୀୟ ଅଷ୍ଟ୍ରେଲିଆ: ରାଜ୍ୟରେ ପୁଞ୍ଜି ନିବେଶକୁ ନେଇ ବଡ଼ କଥା କହିଦେଲେ ଅନିଲ ଅଗ୍ରଓ୍ବାଲ

ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ବ୍ୟବସାୟୀ…

ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଉଥିଲେ ପ୍ରଧାନ ଶିକ୍ଷକ: ଥାନାର ଦ୍ୱାରସ୍ଥ ହେଲା ପରିଚାଳନା କମିଟି

ଲୋଇସିଂହା,୨୮।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ରେଙ୍ଗାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଛାତ୍ରୀମାନଙ୍କୁ ଆଶଳୀନ ବ୍ୟବହାର ପ୍ରଦର୍ଶନ କରୁଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଧାନ ଶିକ୍ଷକଙ୍କ ଏପରି ଆଚରଣକୁ ନେଇ…

ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ: କେନ୍ଦୁଝରରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ

ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ନବୀନ ସୂଚନା ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ…

ମିଶନ ଶକ୍ତି ପାଇଁ ରାଜ୍ୟ ସରକାର ଆଣିଲେ ନୂଆ ଗାଇଡଲାଇନ, ବଦଳିଯିବ ଏସବୁ, ଚିନ୍ତାରେ…

ଭୁବନେଶ୍ୱର,୨୮।୧: ରାଜ୍ୟ ସରକାର ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କରିଛନ୍ତି। ବିଭାଗ ପକ୍ଷରୁ ସମସ୍ତ ଜିଲାର ଜିଲାପାଳଙ୍କୁ ଏନେଇ ଏକ ଚିଠି ଜାରି ହୋଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ମିଶନ ଶକ୍ତି ଅଧିନରେ ଥିବା ସମସ୍ତ ପ୍ରଶାସନିକ…

ନିର୍ବାଣ ମହୋତ୍ସବରେ ଅଘଟଣ: ମଞ୍ଚ ଭୁଶୁଡ଼ି ୭ ଭକ୍ତଙ୍କ ମୃତ୍ୟୁ, ୭୫ ଆହତ

ମିରଟ,୨୮।୧: ଉତ୍ତର ପ୍ରଦେଶର ବାଗପତ ଜିଲାରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଚାଲିଥିବା ଭଗବାନ ଆଦିନାଥଙ୍କ ନିର୍ବାଣ ଲଡୁ ମହୋତ୍ସବରେ ଷ୍ଟେଜ ଭୁଶୁଡ଼ି ୭ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୭୫ଜଣ ଭକ୍ତ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳେ…

କୁହୁଡ଼ି ଯୋଗୁ ହାଇୱା ପଛକୁ ପିଟିଲା କ୍ଷୀର ଗାଡ଼ି

କଟକ,୨୮।୧: କଟକ ତେଲେଙ୍ଗାପେଣ୍ଠ ଛକରେ ମଙ୍ଗଳବାର ଏକ ଓମ୍‌ଫେଡ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ କ୍ଷୀର ଗାଡ଼ି ଭାରସାମ୍ୟ ହରାଇ ହାଇୱା ପଛରେ ପିଟି ହୋଇଯାଇଥିବା ଜଣାପଡିଛି। ଦୁର୍ଘଟଣାରେ ଗାଡ଼ି ହେଲପର୍‌ ଗୁରୁତର ଆହତ ହୋଇ କଟକ ମେଡିକାଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri