Home Left

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ, ସ୍ତ୍ରୀ ଓ ପୁଅ ଅର୍ଦ୍ଧଦଗ୍ଧ ହୋଇ ଗୁରୁତର ହୋଇଥିଲେ। ଗୁରୁବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ…

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର ରାଜି ଓରଫ ରାଜେନ୍ଦ୍ର ସେଠୀଙ୍କ ଠାରୁ ଶୁକ୍ରବାର ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ୨ଟି…

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ ଏହାର ଆଖପାଖ ଅଞ୍ଚଳରେ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଗତ କିଛିଦିନ ହେବ…

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି। ମାଓବାଦୀଙ୍କ ୱାଜେଡୁ ଭେଙ୍କଟାପୁରମ୍‌ ସଂଗଠନ ସଚିବ ଶାନ୍ତଙ୍କ ଦ୍ୱାରା ଘଟଣାସ୍ଥଳରେ ଏନେଇ ଏକ ହାତଲେଖା…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ ୧୦ ଲକ୍ଷ ଟଙ୍କାର ମାଟି ଓ ମୋରମ କାମ ହୋଇଥିବା ଦର୍ଶାଇ ଯୋଜନାରେ ମିଛ…

ନାଗାର୍ଜୁନଙ୍କ ଯୋଗୁ ବିବାହର ବର୍ଷକ ପରେ ଶୋଭିତାଙ୍କୁ ଭେଟିଥିଲେ ନାଗା ଚେତନ୍ୟ, ଏବେ ହେଲା ଖୁଲାସା…

ହାଇଦ୍ରାବାଦ: ଆଉ ଦିନ କେଇଟାର ଅପେକ୍ଷା। ପ୍ରେମିକା ଶୋଭିତା ଧୁଲିପାଲାଙ୍କ ହାତ ଧରିବେ ସାଉଥ୍‌ ସୁପରଷ୍ଟାର ନାଗା ଚେତନ୍ୟ। ଇତିମଧ୍ୟରେ ବିବାହକୁ ନେଇ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। କାର୍ଡ ଛପା ସରିଥିବା ବେଳେ ଅତିଥି ତାଲିକା ପ୍ରସ୍ତୁତ ହେଉଛି। ଏମିତିରେ…

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଜିଲାରେ ଜୈବିକ ପଦ୍ଧତିରେ ଚାଷ କରାଯାଉଥିବା ହଳଦୀ କିଣିବା ସହ ଦାରିଙ୍ଗବାଡ଼ିକୁ ନେଇ ନିଜର…

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ ଜନ୍ମ ମୃତ୍ୟୁ ପଞ୍ଜିକରଣ ଦାୟିତ୍ୱରେ ଥିବା କର୍ମଚାରୀ କର୍ପୋରେଟରଙ୍କୁ ଗୁରୁତ୍ୱ ଦେଉ ନ ଥିବା…

ବିଶେଷଜ୍ଞଙ୍କ ବଡ଼ ଆକଳନ, ମହାରାଷ୍ଟ୍ରରେ ଏହି ଦଳ କରିବ ରାଜ୍‌!

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପ୍ରତିଷ୍ଠାତା ୟଶୱନ୍ତ ଦେଶମୁଖ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ବା ମହାୟୁତି ମେଣ୍ଟ ଏବଂ ମହାବିକାଶ ଆଗାଡି ମେଣ୍ଟ ପାଇଁ ସେ ପ୍ରାୟ ସମାନ ଭୋଟ ପୂର୍ବାନୁମାନ…

ଏଥର ମହାରାଷ୍ଟ୍ର ଉଡାଇବ ହୋସ୍‌, ଜଣାପଡିଲା ଅସଲ ଖେଳ!

ନୂଆଦିଲ୍ଲୀ,୨୨।୧୧: ରାତି ପାହିଲେ ମହାରାଷ୍ଟ୍ର-ଝାଡଖଣ୍ଡର ଆସିବ ରେଜଲ୍ଟ। ଏନେଇ ଏବେଠାରୁ ନେତାଙ୍କ ଛାତି ଧକ୍‌ ଧକ୍‌ ହେଲାଣି। ସେପଟେ ନୂଆ ନୂଆ ଆସିଥିବା ଏକଜିଟ୍‌ ପୋଲ୍‌ ନେତାଙ୍କ ହୋସ୍‌ ଉଡେଇ ଦେଇଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟର…

ଛାଡପତ୍ର ଚର୍ଚ୍ଚାକୁ ନେଇ ଶେଷରେ ମୁହଁ ଖୋଲିଲେ ଅମିତାଭ ବଚ୍ଚନ, କହିଲେ ସେ ଯାହା ଇଚ୍ଛା…

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ-ଅଭିଷେକ ବଚ୍ଚନଙ୍କ ଛାଡପତ୍ରର ଗୁଜବ ଥମିବାର ନାଁ ନେଉନାହିଁ। ଗୁଜବ ଚର୍ଚ୍ଚା ଏତେ ଜୋରେ ବଢିବା ପରେ ମଧ୍ୟ ଦୁହେଁ ଏନେଇ ମୁହଁ ଖୋଲୁ ନାହାନ୍ତି। ଏତେସବୁ ଚର୍ଚ୍ଚା ଭିତରେ ବର୍ତ୍ତମାନ ଅମିତାଭ ବଚ୍ଚନ ଶେଷରେ ମୁହଁ ଖୋଲିଛନ୍ତି।…

ବ୍ଲକ ପରିସରରେ ଶିକ୍ଷାବିତ, ସମିତି ସଭ୍ୟ ହତାହାତି

ଡେରାବିଷ, ୨୨।୧୧ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଡେରାବିଷ ବ୍ଲକ ପରିସରରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବ୍ଲକ ପରିସରରେ ସମିତି ସଭ୍ୟ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ସରୋଜକାନ୍ତ ସାହୁ ଓ ସାମାଜିକ କର୍ମୀ ତଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri