Home Left

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ ହେବାରେ ଲାଗିଛି। କାରଟି ଜାତୀୟ ରାଜପଥ ମଝିରେ ଅଟକି ରହିଥିବାରୁ ଟ୍ରାଫିକ ଜାମ୍‌ ହୋଇଛି।…

ମଣିପୁରରେ ହିଂସା ମଧ୍ୟରେ ବଡ଼ ଖୁଲାସା: ୧୫ ରୁ ୨୦ ବର୍ଷର ଯୁବତୀଙ୍କୁ ଦିଆଯାଉଛି ଅସ୍ତ୍ରଶସ୍ତ୍ର ଚଳାଇବାର ଟ୍ରେନିଂ 

ଇମ୍ଫାଲ,୨୨।୧୧: ପୁଣି ଥରେ ହିଂସାର ନିଆଁରେ ଜଳୁଛି ମଣିପୁର। ନିକଟରେ ମେଟେଇ ସମ୍ପ୍ରଦାୟର ମହିଳା ଏବଂ ଶିଶୁଙ୍କ ମୃତଦେହ ମିଳିବା ପରେ ରାଜ୍ୟରେ ହିଂସା ଆରମ୍ଭ ହୋଇଥିଲା। ସେବେଠାରୁ ସମଗ୍ର ରାଜ୍ୟରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଏହି ସମୟରେ ମଣିପୁର ସମ୍ପର୍କରେ…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…

ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଅବପାତରେ ପରିଣତ…

ଚମକିଲେ ଜୁନିଅର୍‌ ସେହ୍ବାଗ: ବାପାଙ୍କ ପରେ ପୁଅ କରିପାରନ୍ତି କମାଲ୍‌

ଶିଲଂ, ୨୨ା୧୧: ୧୯ ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଦିଲ୍ଲୀ ତରଫରୁ ଖେଳୁଥିବା ଭାରତର ମହାନ ବ୍ୟାଟର ବୀରେନ୍ଦ୍ର ସେହ୍ବାଗଙ୍କ ପୁତ୍ର ଆର୍ଯ୍ୟବୀର ମେଘାଳୟ ବିପକ୍ଷ ମ୍ୟାଚରେ ୨୦୦ ରନ (୨୨୯ ବଲ୍‌) କରି ଅପରାଜିତ ରହିଛନ୍ତି।…

ହୁତୁହୁତୁ ହୋଇ ଜଳିଗଲା ୭ ବଖରା

ସୋର,୨୨।୧୧: ବାଲେଶ୍ୱର ଜିଲା ନଟାପଡ଼ା ପଞ୍ଚାୟତ ଚହଳିମା ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ ବଖରା ଚାଳ ଘର ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟ ସର୍କିଟରୁ…

ଘନ କୁହୁଡି ନେଇ ୩ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ ଶୁକ୍ରବାର ଘନ କୁହୁଡ଼ି ନେଇ ଏସଆରସି ସତର୍କ କରାଇଛନ୍ତି। ୩ ଜିଲା ସୁନ୍ଦରଗଡ଼, କଳାହାଣ୍ଡି…

ଫଳାଫଳ ପୂର୍ବରୁ ପୋଷ୍ଟର ରାଜନୀତି: ଅଜିତ ପାୱାରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ସଜେଇ ଦେଲେ

ପୁଣେ,୨୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର ଫଳାଫଳ ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୩ରେ ପ୍ରକାଶ ପାଇବ। ଏହା ପୂର୍ବରୁ ପୋଷ୍ଟର ରାଜନୀତି ଆରମ୍ଭ ହୋଇଛି। ଫଳାଫଳର ଗୋଟିଏ ଦିନ ପୂର୍ବରୁ ଏନସିପି ମୁଖ୍ୟ ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦର୍ଶାଯାଇଥିବା…

ଭାରତ ପରେ ମାଟି କାମୁଡିଲା ଅଷ୍ଟ୍ରେଲିଆ: ବୁମ୍‌ରାଙ୍କ ଚମତ୍କାର ବୋଲିଂ

ପର୍ଥ,୨୨।୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ଦଳ ୧୫୦ ରନରେ ଅଲଆଉଟ୍‌ ହୋଇଛି। ଏହାର ଜବାବରେ ଅଷ୍ଟ୍ରେଲିଆ ମଧ୍ୟ ମାଟି କାମୁଡିଛି। ବର୍ତ୍ତମାନ ଅଷ୍ଟ୍ରେଲିଆ ଦଳ ପ୍ରଥମ ଇନିଂସରେ ୭ ଉଇକେଟ୍‌ ହରାଇ ୫୯ ରନ୍‌ କରିଛି।…

ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ ଯୁବକଙ୍କୁ ଗାଲରେ ଚାପୁଡ଼ା ମାରୁଥିବା ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। ଏକତରଫା ପ୍ରେମକୁ କେନ୍ଦ୍ର…

ବ୍ୟାନ୍‌ ହେବ ପୁଷ୍ପା-୨! ରିଲିଜ୍‌ ପୂର୍ବରୁ ବିବାଦରେ ଛନ୍ଦି ହେଲା ଅଲ୍ଲୁଙ୍କ ଫିଲ୍ମ

ମୁମ୍ବାଇ: ସାଉଥ ସୁପରଷ୍ଟାର ଅଲୁ ଅର୍ଜୁନଙ୍କ ଆଗାମୀ ଚଳଚ୍ଚିତ୍ର ‘ପୁଷ୍ପା: ଦ ରୁଲ’ ରିଲିଜ୍‌ ହେବା ପୂର୍ବରୁ ବିବାଦରେ ଛନ୍ଦି ହୋଇଯାଇଛି। ଫିଲ୍ମର ଦର୍ଶକ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ। କିନ୍ତୁ ଫିଲ୍ମ ରିଲିଜ ହେବା ପୂର୍ବରୁ ଏହାକୁ…

ଲାଇଭ୍‌ ମ୍ୟାଚ୍‌ ମଝିରେ ରିଷଭ ପନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଦେଲେ ଅଷ୍ଟ୍ରେଲିଆ ଖେଳାଳି: ସମସ୍ତେ ଆଶ୍ଚର୍ଯ୍ୟ

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଟିମ ଇଣ୍ଡିଆର ଭଲ ଆରମ୍ଭ ହୋଇ ନ ଥିଲା। ଦଳର ଟପ ଅର୍ଡର ଫ୍ଲପ୍‌…

ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri