ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ
ଡେଟା ଗୋପନୀୟତା ଦିବସ ହେଉଛି ଏକ ଅନ୍ତର୍ଜାତୀୟ ଦିବସ। ଏହା ପ୍ରତିବର୍ଷ ୨୮ ଜାନୁଆରୀରେ ପାଳିତ ହୋଇଥାଏ। ଏହି ଦିବସର ଉଦ୍ଦେଶ୍ୟ ହେଉଛି ସଚେତନତା ସୃଷ୍ଟି କରିବା ଏବଂ ଗୋପନୀୟତା ତଥା ତଥ୍ୟ ସୁରକ୍ଷା ସର୍ବୋତ୍ତମ ଅଭ୍ୟାସକୁ ପ୍ରୋତ୍ସାହିତ କରିବା। ଏହା…
ଦେଶରେ ଲାଗୁ ହେବ ଭାରତୀୟ ମାନକ ସମୟ : ଆସିଲା ଚିଠା ନିୟମାବଳୀ
ନୂଆଦିଲ୍ଲୀ,୨୮ା୧: ସାରା ଦେଶରେ ଗୋଟିଏ ଟିକସ ବ୍ୟବସ୍ଥା ପାଇଁ ଜିଏସ୍ଟି ଲାଗୁ କରାଯିବା ସହ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ପାଇଁ ଓ୍ବାନ୍ ନେଶନ, ଓ୍ବାନ୍ ଇଲେକ୍ସନ ଲାଗି କେନ୍ଦ୍ର ସରକାର ଉଦ୍ୟମ ଚଳାଇଛନ୍ତି। ଖୁବ୍ଶୀଘ୍ର…
ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ବିଜୁଳି
ରାୟପୁର, ୨୮ା୧: ଦେଶ ସ୍ବାଧୀନ ହେବାର ୭୮ ବର୍ଷ ପରେ ଛତିଶଗଡ଼ର ବିଜାପୁର ଜିଲା ଚିକାପଲ୍ଲି ଗ୍ରାମରେ ପ୍ରଥମଥର ପାଇଁ ବିଜୁଳି ପହଞ୍ଚିଛି। ବିଜାପୁର ଜିଲା ମୁଖ୍ୟାଳୟଠାରୁ ୫୦ କି.ମି. ଦୂରରେ ଅବସ୍ଥିତ ଚିକାପଲ୍ଲିରେ ଲୋକମାନେ ବର୍ତ୍ତମାନ ସୁଦ୍ଧା ବିନା ବିଜୁଳିରେ ରହିଆସୁଥିଲେ।…
ବିଏମ୍ସି କମିଶନର, ରେଳ ମହାପ୍ରବନ୍ଧକଙ୍କ ନାଁରେ ଏତଲା
ଭୁବନେଶ୍ୱର, ୨୮ା୧ (ବନ୍ଦନା ସେଠୀ):ଭୁବନେଶ୍ୱର ସତ୍ୟନଗରଠାରେ ରେଳ ଗାଡ଼ି ୱାଶିଂ ପଏଣ୍ଟ ରହିଛି। ଏଠାକୁ ସଫେଇ ପାଇଁ ଆସୁଥିବା ସବୁ ରେଳଗାଡ଼ିର ବର୍ଜ୍ୟବସ୍ତୁ, ବାୟୋଟଏଲେଟ୍ର ମଳମୂତ୍ର ଆଦି ବିଏମ୍ସି ଡ୍ରେନ୍ରେ ସିଧା ଗଙ୍ଗୁଆକୁ ଯାଉଛି। ଗଙ୍ଗୁଆର ଏହି ବିଷାକ୍ତ ପାଣି ଦୟାନଦୀରେ…
ଚେନ୍ନାଇ ଉପକୂଳରେ ହଜାରେରୁ ଅଧିକ ଅଲିଭ୍ ରିଡ୍ଲେ ମୃତ
ଚେନ୍ନାଇ, ୨୮ା୧: ତାମିଲନାଡ଼ୁର ଚେନ୍ନାଇ ଉପକୂଳରେ ଗତ ମାସେ ମଧ୍ୟରେ ୧ ହଜାରରୁ ଅଧିକ ଅଲିଭ୍ ରିଡ୍ଲେ ପ୍ରଜାତିର କଇଁଛଙ୍କର ମୃତଦେହ ମିଳିଛି, ଯାହାକୁ ନେଇ କଇଁଛ ସରକ୍ଷଣ କର୍ମୀ ଓ ପ୍ରାଣୀ ଅଧିକାର କର୍ମୀଙ୍କ ମଧ୍ୟରେ ବ୍ୟାପକ ଚିନ୍ତା ପ୍ରକାଶ ପାଇଛି।…
ସୈଫ୍ଙ୍କୁ ଆକ୍ରମଣ ଘଟଣା: ପଶ୍ଚିମବଙ୍ଗରୁ ମହିଳା ଗିରଫ
ଚେନ୍ନାଇ, ୨୮ା୧ (ପି.ଟି.): ଅଭିନେତା ସୈଫ୍ ଅଲୀ ଖାନ୍ଙ୍କୁ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ଜାରି ରହିଛି। ପୂର୍ବରୁ ପୋଲିସ ଏହି ମାମଲାରେ ବାଂଲାଦେଶୀ ନାଗରିକ ଶରିଫୁଲ ଇସଲାମ ଶେହଜାଦଙ୍କୁ ଗିରଫ କରିଥିଲା। ସୋମବାର ମୁମ୍ବାଇ ପୋଲିସ ଶରିଫୁଲଙ୍କ ସହ ସମ୍ବନ୍ଧିତ ଥିବା…
ସ୍ବପ୍ନ ନୁହେଁ – ବାସ୍ତବତାର ନୂଆ ସକାଳ
ଆଜି ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଓ ବିଶ୍ୱର ଦୂରଦର୍ଶୀ ଜନନେତା ନରେନ୍ଦ୍ର ମୋଦିଜୀଙ୍କ ଦ୍ୱାରା ଉଦ୍ଘାଟନ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ୨୦୨୫। ଏଥିପାଇଁ ଆମେ ଚୂଡ଼ାନ୍ତ ପ୍ରସ୍ତୁତି କରିସାରିଛୁ। ଆମ ଦେଶର ତଥା ବିଦେଶର ଅନେକ ବୃହତ୍ ଶିଳ୍ପସଂସ୍ଥାର…
ଓ୍ବକ୍ଫ ବିଲ୍ରେ ୧୪ ସଂଶୋଧନକୁ ଜେପିସିର ମଞ୍ଜୁରୀ
ନୂଆଦିଲ୍ଲୀ,୨୮।୧(ପି.ଟି.): ପ୍ରସ୍ତାବିତ ଓ୍ବକ୍ଫ ସଂଶୋଧନ ବିଲ୍ର ସଂଶୋଧନକୁ ଯୁଗ୍ମ ସଂସଦୀୟ କମିଟି (ଜେପିସି) ସୋମବାର ମଞ୍ଜୁରୀ ପ୍ରଦାନ କରିଛି। ଗତବର୍ଷ ଅଗଷ୍ଟରେ ଏହି ବିଲ୍ ପାର୍ଲାଣ୍ଟେରେ ଆଗତ ହୋଇଥିଲା। କମିଟି ଦ୍ୱାରା ପ୍ରସ୍ତାବିତ ଅନ୍ୟତମ ଉଲ୍ଲେଖନୀୟ ସଂଶୋଧନ ହେଲା ଯଦି ସମ୍ପତ୍ତି ଧର୍ମୀୟ…
କୁଢ଼ କୁଢ଼ ଅଳିଆ ଆବର୍ଜନା, ଦୁର୍ଗନ୍ଧରେ ନାକ ଫାଟୁଛି: ସାଧାରଣରେ ଅସନ୍ତୋଷ
ଦାରିଙ୍ଗବାଡି,୨୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ମଧ୍ୟ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ପୂର୍ବ ଦିନ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସମ୍ପୂର୍ଣ୍ଣ ସଫେଇ କରାଯାଇଥିଲା। ଏଥିପାଇଁ ପ୍ରଶାସନ ସହ ଅଞ୍ଚଳବାସୀ ଛାତ୍ରୀଛାତ୍ର ସମସ୍ତେ…
ଖୋଲିଲା ମଝିଘରିଆଣୀଙ୍କ ୯ ହୁଣ୍ଡି: ମିଳିଲା ୯୪.୪୯ ଲକ୍ଷ, ୫ ବିଦେଶୀ ନୋଟ ସହ ୯୩ ଗ୍ରାମ୍ ସୁନା
ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ସୋମବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩.୧୦ ଗ୍ରାମ ସୁନା ଓ…
ବାଇକ୍ ଧକ୍କାରେ ବୃଦ୍ଧା ମୃତ
ବରଗଡ଼,୨୭।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଲୁଦୁପାଲି ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ବାଇକ୍(ନଂ.ଓଡ଼ି୧୭ଜି ୨୦୬୧) ଧକ୍କା ଦେବା ଯୋଗୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତ ବୃଦ୍ଧା ଜଣଙ୍କ ହେଲେ ଲୁଦୁପାଲି ଗ୍ରାମର ହୀରା ପାତିକାର(୮୨)। ସୂଚନା ଅନୁଯାୟୀ,…
ଏହି ଦିନ ଶେଷ ହେବ ରାଶନ କାର୍ଡ ଇ-କେୱାଇସି, ନକରିଥିଲେ…
ଭୁବନେଶ୍ୱର,୨୭ା୧(ଅନିଲ ଦାସ)- ଆସନ୍ତା ୪ ଦିନ ପରେ ରାଜ୍ୟରେ ରାଶନ କାର୍ଡ ଇ-କେୱାଇସି ଅପ୍ଡେଟ କାର୍ଯ୍ୟ ଶେଷ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଜାନୁଆରୀ ୩୧ ସୁଦ୍ଧା ଇ-କେୱାଇସି ଅପ୍ଡେଟ ଲାଗି…
Archives


