Home Left

ଆଜି ସନ୍ଧ୍ୟା ସୁଦ୍ଧା ଭୟଙ୍କର ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ୧୪ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୬ା୫: ସୋମବାର ରାଜ୍ୟର ପ୍ରାୟ ୧୪ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ। ତେଣୁ ଏନେଇ ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ,…

ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ: ପ୍ରବଳ ରକ୍ତସ୍ରାବ ହେବାରୁ…

ଜମନକିରା,୨୬ା୫(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମାସ୍ଥିତ ବାବା ମୁକ୍ତେଶ୍ୱର ମନ୍ଦିର ରୋଷେଇ ଗୃହରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଜଣେ ୧୨ବର୍ଷୀୟା ନାବାଳିକା ବଳାତ୍କାରର ଶିକାର ହୋଇଛି। ମନ୍ଦିରର ଜଣେ ସହଯୋଗୀ ପୂଜକ ଶୋଭା…

ଭୁବନେଶ୍ୱରରେ ଅଣ୍ଡରଗ୍ରାଉଣ୍ଡ୍‌ରେ ଗଡ଼ିବ ମେଟ୍ରୋ ଟ୍ରେନ୍‌

ଭୁବନେଶ୍ୱର,୨୬ା୫(ବନ୍ଦନା ସେଠୀ): କୋଲକାତା ଭଳି ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ ଅଣ୍ଡରଗ୍ରାଉଣ୍ଡ୍‌ରେ ଚଳାଚଳ କରିବ। ପୂର୍ବରୁ ବ୍ରିଜ୍‌ ଉପରେ ମେଟ୍ରୋ ଟ୍ରେନ ଚାଲିବ ବୋଲି ସୂଚନା ଦିଆଯାଇଥିଲା ଓ ସେହି ଅନୁସାରେ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ହେଲେ ଏବେ ରାଜ୍ୟ ସରକାର…

ହୋଆଟ୍‌ଜିନ୍‌ ପକ୍ଷୀ ସବୁଠୁ ଦୁର୍ଗନ୍ଧଯୁକ୍ତ

ୱାଶିଂଟନ: ହୋଆଟ୍‌ଜିନ୍‌ ପକ୍ଷୀ ବିଶ୍ୱର ସବୁଠାରୁ ଦୁର୍ଗନ୍ଧଯୁକ୍ତ ପକ୍ଷୀ ଭାବେ ଜଣାଶୁଣା। ଅନ୍ୟ ପକ୍ଷୀମାନଙ୍କଠାରୁ ଏହାର ଅନେକ ଭିନ୍ନତା ରହିଛି। ପୃଥିବୀର ଏକମାତ୍ର ପକ୍ଷୀ ଭାବେ ହୋଆଟ୍‌ଜିନ୍‌ଠାରେ ଗାଈ ଏବଂ ଅନ୍ୟାନ୍ୟ ସ୍ଥନ୍ୟପାୟୀ ପ୍ରାଣୀଙ୍କ ପରି ସ୍ବତନ୍ତ୍ର ପାଚନ ତନ୍ତ୍ର ରହିଛି।…

ମହିଳାଙ୍କୁ ଗଣବଳାତ୍କାର ପରେ ବୀଭତ୍ସ ହତ୍ୟା: ଯୌନାଙ୍ଗରେ ଲୁହାରଡ୍‌ ପୂରାଇ ଗର୍ଭାଶୟ କାଢ଼ିଦେଲେ

ଭୋପାଳ୨୬ା୫: ଦିଲ୍ଲୀର ବୀଭତ୍ସ ନିର୍ଭୟା ମାମଲାର ପୁନରାବୃତ୍ତି ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ଦେଖିବାକୁ ମିଳିଛି। ରୋଶନି ଚୌକି ଅଞ୍ଚଳରେ ଜଣେ ୪୫ ବର୍ଷୀୟା ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ପରେ ବଳାତ୍କାରୀମାନେ ତାଙ୍କ ଯୌନାଙ୍ଗରେ ଲୁହାରଡ୍‌ ପୂରାଇ ଗର୍ଭାଶୟକୁ ବାହାର କରିଦେଇଥିଲେ। ଶୁକ୍ରବାର…

ଏଇ ଭାରତରେ

ଚିପ୍ସ ଖାଇବାକୁ ପ୍ରାୟ ସବୁ ପିଲା ଭଲପାନ୍ତି। ପିଲାଙ୍କର ଏହି ଦୁର୍ବଳତାକୁ ନେଇ ଅନେକ ସମୟରେ ବିକ୍ରେତାମାନେ ଫାଇଦା ନେବାକୁ ଚେଷ୍ଟା କରନ୍ତି। ବେଳେ ବେଳେ ସେମାନଙ୍କର ଏହି ମନୋଭାବ ପିଲାଙ୍କ ଜୀବନ ମଧ୍ୟ ନେଇଯାଏ। ବିଶ୍ୱାସ ହେଉ ନ ଥିଲେ…

ଦେଇଥିଲେ ପାଇ

ଦି ଜଣେ ଚାଷୀ ଗହମ ଅମଳ କରିବାକୁ ଚାହେଁ, ତେବେ ସେ ତା’ କ୍ଷେତରେ ଗହମ ବୁଣେ। ଯଦି ଧାନ ଅମଳ କରିବାକୁ ଚାହେଁ, ତେବେ ସେ ଧାନ ବୁଣେ। ଯଦି ସେ ଗହମ ବୁଣି ଧାନ ଅମଳ କରିବାକୁ ଆଶା…

ପାଟ୍ରୋଲିଂ ବେଳେ ପୋଲିସ ଗାଡ଼ିକୁ ଟେକାପଥର ମାଡ଼

ବାଙ୍କୀ,୨୬ା୫: କଟକ ଜିଲା ବାଙ୍କୀର ବୈଦେଶ୍ୱର ଥାନାର ପାଟ୍ରୋଲିଂ ଗାଡ଼ି ଉପରକୁ ଦୁର୍ବୃତ୍ତମାନେ ଟେକାପଥର ମାଡ଼ କରିଛନ୍ତି। କାଳିପୋଇ ପଞ୍ଚାୟତରୁ ଚଢ଼େଇବନ୍ଧ ଗାଁକୁ ପାଟ୍ରୋଲିଂ ପାଇଁ ଗଲା ବେଳେ ଏହି ଢେଲାମାଡ଼ ହୋଇଛି। ଫଳରେ ପୋଲିସ ଭ୍ୟାନ୍‌ର ପଛପଟ କାଚ ଭାଙ୍ଗି…

ଧନ୍ଦାମୂଳକ ଶିକ୍ଷାରେ ବାଧକ ବିଏଫ୍‌ସି କଟକଣା

ଜଗତ୍‌ସିଂହପୁର, ୨୬ା୫(ପ୍ରମୋଦ କୁମାର ନାୟକ): ରାଜ୍ୟରେ ୨୩୩ଟି ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରହିଛି। ସେଥିରୁ ୩ଟି ବିଭିନ୍ନ କାରଣରୁ ଖୋଲିପାରିନାହିଁ। ୧୮ଟିରେ ଗୋଟିଏ ଲେଖାଏ ଓ ଅବଶିଷ୍ଟ ୨୧୨ଟିରେ ୨ଟି ଟ୍ରେଡ୍‌ ବିଷୟ ରହିଛି। ଅର୍ଥାତ୍‌ କଳା, ବିଜ୍ଞାନ…

“ଦେଶ ଆମେରିକାକୁ ବିକ୍ରି କରୁଛନ୍ତି”: ଶେଖ ହାସିନାଙ୍କ ମହମ୍ମଦ ୟୁନୁସଙ୍କ ବିରୁଦ୍ଧରେ ବଡ଼ ଅଭିଯୋଗ

ଢାକା,୨୫ା୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଦେଶର ଅନ୍ତରୀଣ ସରକାରର ମୁଖ୍ୟ ମୁହାମ୍ମଦ ୟୁନୁସଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ ଆଣି କହିଛନ୍ତି ଯେ ସେ ଦେଶକୁ “ଆମେରିକାକୁ ବିକ୍ରି କରୁଛନ୍ତି।” ସେ ତାଙ୍କର ଆୱାମୀ ଲୀଗ ପାର୍ଟି ଉପରେ ନିକଟରେ…

୪ ଲକ୍ଷ ଟଙ୍କାର ଗଞ୍ଜେଇ ଛାଡ଼ି ମାଫିଆ ଚମ୍ପଟ

ମୋହନା,୨୫ା୫(ମନ୍ମଥ ମିଶ୍ର): ସୁଲୁବା ନୂଆସାହି ଓ ବାଘମାରି ଗାଁ ରାସ୍ତାରୁ ୪୧ କିଲୋରୁ ଊଦ୍ଧର୍‌ବ ଗଞ୍ଜେଇ ଜବତଳ ହୋଇଥିବାବେଳେ ଗଞ୍ଜେଇ ମାଫିଆ ଫେରାର ହୋଇଯାଇଛନ୍ତି। ଗଜପତି ଜିଲା ଚନ୍ଦ୍ରଗିରି ଫାଣ୍ଡି ପୋଲିସ ବିଶେଷ ସୂତ୍ରରୁ ସୂଚନା ପାଇ ଚୋରା ଚାଲାଣକୁ ନେଇ…

ସାମାନ୍ୟ ବର୍ଷାରେ ସହର ସ୍ଥିତି ବେହାଲ୍‌: ଆଗକୁ ସ୍ଥିତି ଅସମ୍ଭାଳ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ୍‌ ଅବ୍ୟବସ୍ଥା ନିତିଦିନିଆଁ ଘଟଣାରେ ପରିଣତ ହୋଇଯାଇଛି। ପ୍ରତିବର୍ଷ ଅବ୍ୟବସ୍ଥିତ ଡ୍ରେନେଜ୍‌ ବ୍ୟବସ୍ଥା ଯୋଗୁ ସହର ଜଳାର୍ଣ୍ଣବ ହୋଇ ପଡ଼ିଥାଏ। ଏହାର ପ୍ରତିକାର ଦିଗରେ ସ୍ଥାନୀୟ ଜନ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ଆଖି ବୁଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?